• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସଡ଼କ ସୁରକ୍ଷା ଏମ ଏସ ଟି ଏବଂ ଏମ୍ ଭି ଆକ୍ଟ୍ ସମ୍ପର୍କିତ ଜିଲ୍ଲା ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 18, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସଡ଼କ ସୁରକ୍ଷା ଏମ ଏସ ଟି ଏବଂ ଏମ୍ ଭି ଆକ୍ଟ୍ ସମ୍ପର୍କିତ ଜିଲ୍ଲା ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଫେବୃଆରୀ ଗୁରୁବାର ) ପାରଳାଖେମୁଣ୍ଡି  :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଆଜି ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲାର ଆଇନଜୀବୀ ଏବଂ ବିଭିନ୍ନ ଥାନା’ର ଥାନାଧିକାରୀ ମାନଙ୍କୁ ନେଇ ସଡକ ସୁରକ୍ଷା,ଏମଏସିଟି ଓ ଏମଭି ଆକ୍ଟ ଉପରେ ଜିଲ୍ଲାସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକାରଣ’ର ସଚିବ ଶ୍ରୀ ବ୍ୟୋମକେଶ ନାୟକ’ଙ୍କ ସଭାପତିତ୍ୱ’ରେ ଜିଲ୍ଲା ଦୌରାଜର୍ଜ ତଥା ପ୍ରାଧିକରଣ’ର ଅଧ୍ୟକ୍ଷ ଶ୍ରୀ ବିଶ୍ଵଜିତ ଦାସ ଏବଂ ଏସପି ଶ୍ରୀ ତପନ କୁମାର ପଟନାୟକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ସଡକ ସୁରକ୍ଷା, ଯାନବାହାନ ଚଳାଚଳ ଆଇନ ଓ ବିଚାରଳୟ’ରେ ମୋଟର ଦୁର୍ଘଟଣା କ୍ଲେମ’ର ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ ।ଅନ୍ୟପକ୍ଷରେ ମଦ୍ୟପାନ କରି ଓ ମୋବାଇଲ ଧରି ଯାନବାହାନ ଓ ବାଇକ ନ ଚଳାଇବା , ହେଲମେଟ ପିନ୍ଧି ବାଇକ ଚଳାଇବା ସହ ସିଟବେଲ୍ଟ ବାନ୍ଧି ଗାଡି ଚଳାଇବା , ଦ୍ରୁତଗତିରେ ବାଇକ କି ଗାଡି ନ ଚଳାଇବା , ସବୁବେଳେ ଟ୍ରାଫିକ ନିୟମ ମାନି ଗାଡି ଚଳାଇବା ପ୍ରଭଟି ଦିଗରେ ଆମର ମନୋଭାବ ସହ ମାନସିକ ପରିବର୍ତ୍ତନ ହୋଇ ସଚେତନ ହେଲେ ହିଁ ଦୁର୍ହହଟାକୁ ରୋକି ହେବ ଏବଂ ଏକ ଦୁର୍ଘଟଣା ମୁକ୍ତ ସମାଜ ହୋଇପାରିବ ବୋଲି କହିଥିଲେ ।

ସେହିଭଳି ଦୁର୍ଘଟଣା ସମୟରେ ପୋଲିସ’ର ଦାୟିତ୍ୱ ଓ କାର୍ତ୍ତବ୍ୟ ତଥା ଭୂମିକା ସମେତ ମୋଟର ଦୁର୍ଘଟଣା’ରେ ବିଚାରାଳୟରେ ଆଇନଜୀବୀ ମାନଙ୍କ ଭୂମିକା କିଭଳି ହେବା ଆବଶ୍ୟକ ସେ ସମ୍ପର୍କରେ ଉପସ୍ଥିତ ସମସ୍ତଙ୍କୁ ସଚେତନ କରା ଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ତଥା ଆରଟିଓ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ମହେଶ କୁମାର ଚୌଧୁରୀ , ଏସଡିଜେଏମ ଶୁଶ୍ରୀ ବର୍ଷା ଶର୍ମା , ଜିଲ୍ଲା ଓକିଲ ସଂଘ ସମ୍ପାଦକ ଶ୍ରୀ କୃଷ୍ଣ ମୋହନ ପଟନାୟକ ଏବଂ ଏସଡିପିଓ ଶ୍ରୀ ରାମକୃଷ୍ଣ ପତି ପ୍ରମୁଖ ସଡକ ସୁରକ୍ଷା , ଏମଭି ଆକ୍ଟ ଓ ବିଚାରାଲୟ’ରେ ମୋଟର ଦୁର୍ଘଟଣା କ୍ଲେମ ପ୍ରଭୃତି ଉପରେ ନିଜର ସୁଚିନ୍ତିତ ମତାମତ ରଖିଥିଲେ ।ଏହି କାର୍ଯ୍ୟକ୍ରମ’ରେ ଅନ୍ୟମାନଙ୍କ ମଧ୍ୟରେ ଏଡିଜେ:-ଶ୍ରୀ ହେମନ୍ତ କୁମାର ସେଠୀ , ସିଭିଲ ଜର୍ଜ(ଏସଡି) ଶ୍ରୀ ଚନ୍ଦ୍ରହାସ ବେହେରା ,ଜେଏମଏଫସି (ଏଲଆର) ଶ୍ରୀ ବନିଲ କୁମାର ଖଟେଇ , ଜେଏମଏଫସି (ଓଏଡବ୍ଲ୍ୟୁ) ଶୁଶ୍ରୀ ଶୁଭଲକ୍ଷ୍ମୀ ପ୍ରିୟଦର୍ଶନୀ ପ୍ରମୁଖ’ଙ୍କ ସମେତ ବହୁ ସଂଖ୍ୟାରେ ଆଇନଜୀବୀ ଓ ବିଭିନ୍ନ ଥାନାର ଥାନାଧିକାରୀ ମାନେ ଯୋଗ ଦେଇଥିଲେ ସମସ୍ତ କାର୍ଯ୍ୟକ୍ରମ’କୁ ଜିଲ୍ଲା ଆଇନସେବା ପ୍ରାଧିକରଣ’ର ରଘୁବୀର ଦାସ ଓ କାହ୍ନୁ ଚରଣ ପଣ୍ଡା ପ୍ରମୁଖ ପରିଚାଳନା କରିଥିଲେ l ( ରିପୋର୍ଟ-ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version