• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘କୃଷି ଓଡ଼ିଶାର ଆୟୋଜନ ଯେପରି ରାଜ୍ୟର କୃଷି ଓ କୃଷକମାନଙ୍କ ଉନ୍ନତି ଦିଗରେ ସହାୟକ ହେବ ;  ସେଥି ନିମନ୍ତେ ପ୍ରତ୍ୟେକ ସ୍ତରରେ ନିଷ୍ଠାପର ଉଦ୍ୟମ ହେବା ଆବଶ୍ୟକ’ : ମନ୍ତ୍ରୀ ଡ. ସାହୁ

Proprietor Abhimanyu Maharana by Proprietor Abhimanyu Maharana
February 19, 2021
in ଓଡ଼ିଶା, ମହାନଗର, ହୋମ୍
0
‘କୃଷି ଓଡ଼ିଶାର ଆୟୋଜନ ଯେପରି ରାଜ୍ୟର କୃଷି ଓ କୃଷକମାନଙ୍କ ଉନ୍ନତି ଦିଗରେ ସହାୟକ ହେବ ;  ସେଥି ନିମନ୍ତେ ପ୍ରତ୍ୟେକ ସ୍ତରରେ ନିଷ୍ଠାପର ଉଦ୍ୟମ ହେବା ଆବଶ୍ୟକ’ : ମନ୍ତ୍ରୀ ଡ. ସାହୁ
Share on FacebookShare on TwitterWhatsapp

ମାର୍ଚ୍ଚ ୧୫ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ କୃଷି ଓଡ଼ିଶା -୨୦୨୧

ଓଡ଼ିଶା ତାଜା ନ୍ୟୁଜ (୧୯ ଫେବୃଆରୀ ଶୁକ୍ରବାର )  ଭୁବନେଶ୍ୱର  :- ୧୯.୦୨.୨୦୨୧ ଚଳିତ ବର୍ଷ କୃଷି ଓଡ଼ିଶା-୨୦୨୧ ମାର୍ଚ୍ଚ ୧୫ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଫେଡେରେସନ୍‌ ଅଫ୍‌ ଇଣ୍ଡିଆନ୍‌ ଚେମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି) ସହଯୋଗରେ ୫ ଦିନିଆ କୃଷି ଓଡ଼ିଶା ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆଠାରେ ଆୟୋଜନ କରାଯିବ । ଆଜି ଏହି ପରିପ୍ରେକ୍ଷୀରେ କୃଷି ଭବନଠାରେ ଏକ ପ୍ରସ୍ତୁତି ବୈଠକ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଚଳିତ ବର୍ଷ କୃଷି ଓଡ଼ିଶାର ବିଷୟବସ୍ତୁ ‘ସମନ୍ୱିତ ଚାଷ: ଚାଷୀଙ୍କ ବିକାଶ’ ରଖାଯାଇଥିବାବେଳେ କୃଷି ଓଡ଼ିଶାର ଆୟୋଜନ ଯେପରି ରାଜ୍ୟର କୃଷି ଓ କୃଷକମାନଙ୍କ ଉନ୍ନତି ଦିଗରେ ସହାୟକ ହୋଇପାରିବ ସେଥି ନିମନ୍ତେ ପ୍ରତ୍ୟେକ ସ୍ତରରେ ନିଷ୍ଠାପର ଉଦ୍ୟମ ହେବା ଆବଶ୍ୟକ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ ।

ବିଭିନ୍ନ ବିଭାଗ ସହିତ ଉପଯୁକ୍ତ ସମନ୍ୱୟ ରଖି କୃଷି ଓଡ଼ିଶା ଆୟୋଜନକୁ ସଫଳ କରିବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ । ଚଳିତ ବର୍ଷ କୃଷି ଓଡ଼ିଶା ୨୦୨୧ରେ କୃଷକ ଉକ୍ସଊାଦକ ସଂଗଠନ, ମିଲେଟ୍‌ ମିଶନ ଓ ମିଶନ ଶକ୍ତି, ଅମଳ ପରବର୍ତ୍ତୀ ଫସଲ ପରିଚାଳନା ନିମନ୍ତେ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ଆଦି ବିଷୟ ଉପରେ କେନ୍ଦ୍ରିତ ହେବ । କୋଭିଡ୍‌-୧୯ ମାର୍ଗଦର୍ଶିକାକୁ ପାଳନ କରି କୃଷି ଓଡ଼ିଶାର ଆୟୋଜନ କରାଯିବାବେଳେ ଏହାକୁ ଯେପରି ଅଧିକରୁ ଅଧିକ ଲୋକ ଦେଖିପାରିବେ ସେଥି ନିମନ୍ତେ କାର୍ଯ୍ୟକ୍ରମର ଲାଇଭ୍‌ ଷ୍ଟ୍ରିମିଂ କରାଯିବା ପାଇଁ ବୈଠକରେ ସ୍ଥିର ହୋଇଥିଲା । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍‌ ରଘୁପ୍ରସାଦ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉକ୍ସଊାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଫିକିର କର୍ମକର୍ତ୍ତାମାନେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version