• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡ ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 19, 2021
in ଓଡ଼ିଶା, ଗଜପତି, ହୋମ୍
0
ରାୟଗଡ ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଫେବୃଆରୀ ଶୁକ୍ରବାର ) ରାୟଗଡ :- ଗଜପତି ଜିଲା ରାୟଗଡ ଗୋଷ୍ଠି ଶିକ୍ଷା ଅଧିକାରି ଙ୍କ ପରିସର ମଧ୍ୟରେ ଥିବା ଆଞ୍ଚଳିକ ସମ୍ବଳ ସାଧନ କେନ୍ଦ୍ର ପରିସର ମଧ୍ୟରେ ଶିକ୍ଷକ ମାନଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଅଛି। ଗୋଷ୍ଠି ଶିକ୍ଷା ଅଧିକାରୀ ଶ୍ରୀ ମନୋରଞ୍ଜନ ସେଠି ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲା ଅତିରିକ୍ତ ଶିକ୍ଷା ଅଧିକାରୀ ମନୋରଞ୍ଜନ ଦଳେଇ, ରାୟଗଡ଼ ର ଦୁଇଜଣ ଗୋଷ୍ଠି ଅତିରିକ୍ତ ଶିକ୍ଷା ଅଧିକାରୀ  ଧନେଶ୍ୱର କହଁର ଓ ଏସ ପାପା ରାଓ, ରାୟଗଡ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଏସ ମଣିମାଳା ପ୍ରମୁଖଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବା ପରେ ସମସ୍ତେ ମଞ୍ଚାସିନ ହୋଇଥିଲେ। ଚଳିତ ମାସ ୨୮ ତାରିଖରେ ଅବସର ଗ୍ରହଣ କରିଥିବା ରାୟଗଡ ପଞ୍ଚାୟତ ସମିତିର କଇଁପୁର ପଞ୍ଚାୟତ ଅଧିନସ୍ଥ ରାଇସିଙ୍ଗି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ନିଳାମ୍ବର ବେହେରାଙ୍କ ପ୍ରତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଐତିହାସିକ ଭାବେ ଅବସର ନେଇଛନ୍ତି l

ପୁର୍ବରୁ ଆଗୁଆ ପେନସନ, ଗ୍ରାଚୁଲଟି ଓ କମ୍ୟୁଟେସନ ପ୍ରଭୃତି ମୁଖ୍ୟ ଅତିଥି ଜିଲା ଶିକ୍ଷା ଅଧିକାରୀ ଶ୍ରୀ ବେହେରାଙ୍କୁ ପ୍ରଦାନ କରିଥିଲେ। ନିଜ ଅଭିଭାଷଣରେ ଶ୍ରୀ ସେଠି କହିଥିଲେ ଯେ ଗଜପତି ଜିଲ୍ଲାରେ ଏହା ପ୍ରଥମ ଓ ଏପରି କାର୍ଯ୍ୟ ପାଇଁ ଗୋଷ୍ଠି ଶିକ୍ଷା ବିଭାଗର ଶିକ୍ଷା ଅଧିକାରୀ,ବରିଷ୍ଠ କିରାଣୀ, କନିଷ୍ଠ କିରାଣୀ ତଥା ସମସ୍ତ ଷ୍ଟାପ୍ ଙ୍କୁ  ସାଧୁବାଦ ଜଣାଇବା ସହ ଆଗାମୀ ଦିନରେ ଯେମିତି ଏହିପରି ସମସ୍ତ ଅବସର ଗ୍ରହଣ କରୁଥିବା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଯେମିତି ଆଗୁଆ ପେନସନ ପାଇବେ ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ  ଦେଇଥିଲେ l ଓ ବରିଷ୍ଠ କିରାଣୀ ଉସତ୍ କୁମାର ଦାସଙ୍କୁ ତାଙ୍କର ପ୍ରଚେଷ୍ଟା ପାଇଁ ପ୍ରଶଂସା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଶିକ୍ଷକମାନେ ଓ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ। (ସଞ୍ଜୀବ କୁମାର ପାଣି) ରାୟଗଡ ଗଜପତି 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version