• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିଆଜ ୪୦,  କନ୍ଦାଉଛି ପିଆଜ ଦର : ଆଗକୁ ଦର ଆହୁରି ବଢିବା ସମ୍ଭାବନା ରହିଛି

Proprietor Abhimanyu Maharana by Proprietor Abhimanyu Maharana
February 21, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ପିଆଜ ୪୦,  କନ୍ଦାଉଛି ପିଆଜ ଦର : ଆଗକୁ ଦର ଆହୁରି ବଢିବା ସମ୍ଭାବନା ରହିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ଫେବୃଆରୀ ରବିବାର )ହିଞ୍ଜିଳିକାଟୁ  :- ବର୍ତମାନ ପିଆଜ ଦରରେ ନିଆଁ ଲାଗିଛି । ହିଞ୍ଜିଳିକାଟୁ ପୌରାଂଚଳ ପରିବା ବଜାରରେ ଦର ୪୦ରୁ ୪୫ ଟଙ୍କା ରହିଛି । ଆଗକୁ ଦର ଆହୁରି ବଢିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ସ୍ଥାନୀୟ ଅଂଚଳର ବ୍ୟବସାୟୀ ମାନେ କହିଛନ୍ତି । ପିଆଜ ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ସାଧାରଣ ଖାଉଟି ଉପରେ ମାଡ଼ ପଡ଼ିଛି । ଗରିବଙ୍କ ଅତି ପ୍ରିୟ ଖାଦ୍ୟ ପଖାଳ କଂସାରୁ ପିଆଜ ଉଭେଇ ଯାଇଛି । ହିଞ୍ଜିଳିକାଟୁ ପୌରାଂଚଳ ପରିବା ବଜାରରେ ପିଆଜର ନିଅଂଟ ବିକ୍ରି ଦେଖାଦେଇଛି । ପିଆଜ ଦର ଗତ କିଛି ଦିନ ଧରି ଅହେତୁକ ଭାବେ ବୃଦ୍ଧି ପାଉଥିବାରୁ ଗ୍ରାହକ ମାନେ ମଧ୍ୟ ପିଆଜରୁ ମୁହଁ ଫେରାଇ ନେଉଛନ୍ତି । ସ୍ଥାନୀୟ ସହରରେ ହୋଲସେଲରେ ପିଆଜ ଦର ୩୫ ରୁ ୪୦ ଟଙ୍କା ରହିଥିବା ବେଳେ ଖୁଚୁରା ବଜାରରେ ୪୫ ଟଙ୍କା ରହିଛି । ଗ୍ରାମାଂଚଳର ପରିବା ବଜାରରେ ଦର ପ୍ରାୟ ୫୦ ଟଙ୍କା ରହିଛି । ସ୍ଥାନୀୟ ବଜାରକୁ ଆନ୍ଧ୍ରପ୍ରଦେଶ ସମେତ କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟପ୍ରଦଶ ଅଂଚଳରୁ ପିଆଜ ଆସିଥାଏ ।

ମହାରାଷ୍ଟ୍ରରେ ପିଆଜ ଦର ଅଧିକ ରହୁଥିବାରୁ ଆନ୍ଧ୍ରପ୍ରଦେଶରୁ ଓଡ଼ିଶା ବଜାରକୁ ପିଆଜ ଆସିଥାଏ । ଯାହା ଫଳରେ ଓଡ଼ିଶା ବଜାରରେ କମ୍ ଦରରେ ପିଆଜ ମିଳିଥାଏ । ଲଘୁଚାପ ଜନିତ ଲଗାଣ ବଷାଁ ଫଳରେ ମହାରାଷ୍ଟ୍ର ଅଂଚଳରେ ପିଆଜ ଫସଲ ସମ୍ପୁର୍ଣ୍ଣ ନଷ୍ଟ ହୋଇ ଯାଇଛି । ବର୍ତମାନ ପରିସ୍ଥିତିରେ ଆବଶ୍ୟକ ପରିମାଣରେ ଓଡ଼ିଶା ବଜାରକୁ ପିଆଜ ଆସୁନଥିବା ଯୋଗୁଁ ଦର ଅଧିକା ରହିଛି ବୋଲି ପିଆଜ ବ୍ୟବସାୟୀ ଦିନବନ୍ଧୁ ସାବତ କହିଛନ୍ତି । ସପ୍ତାହେ ହେଲା ପିଆଜ ଦର ଦିନକୁ ଦିନ ବଢିବାରେ ଲାଗିଛି । ଆଜି ପୁରୁଣା ଦର ରହିଥିଲା କିନ୍ତୁ ନୁଆଁ ପିଆଜ ପଂହଚିବା ପରେ ଦର ଆହୁରି ବଢିବା ସମ୍ଭାବନା ରହିଛି ବୋଲି କିଛି ବ୍ୟବସାୟୀ କହିଛନ୍ତି । ହିଞ୍ଜିଳିକାଟୁ ସହରକୁ ପ୍ରତ୍ୟହ ୨୫ଟନରୁ ଅଧିକ ପିଆଜ ଆସିଥାଏ । ବର୍ତମାନ ଦର ବୃଦ୍ଧି ପାଉଥିବାରୁ ପ୍ରତ୍ୟହ ପିଆଜ ଆସିବା ପରିମାଣ ମଧ୍ୟ କମିଯାଇଥିବା ଲକ୍ଷ୍ୟ କରାଯାଉଛି । ଗ୍ରାହକ ମାନେ ଅଢେଇ କିଲୋ ନେବା ବଦଳରେ କିଲୋରେ କାମ ଚଳାଉଛନ୍ତି । ପିଆଜ ଦର ବୃଦ୍ଧି ପାଇବା ପରେ ଗରିବ ଶ୍ରେଣୀର ଲୋକଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି ।   ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version