• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉପକାରୀ ରସୁଣ

Proprietor Abhimanyu Maharana by Proprietor Abhimanyu Maharana
February 22, 2021
in ଓଡ଼ିଶା, ଜୀବନଚର୍ଯ୍ୟା, ହୋମ୍
0
ଉପକାରୀ ରସୁଣ
Share on FacebookShare on TwitterWhatsapp

 ଓଡ଼ିଶା ତାଜା ନ୍ୟୁଜ (୨୨ ଫେବୃଆରୀ ସୋମବାର ) ଭୁବନେଶ୍ୱର :- ଭାରତୀୟ ବ୍ୟଞ୍ଜନରେ ରସୁଣ ଛୁଙ୍କର ବ୍ୟବହାର ନିୟମିତ ଭାବେ ହୋଇଥାଏ । ବିଶେଷ କରି ଏସୀୟ ରାଷ୍ଟ୍ରରେ ରସୁଣକୁ ବିଭିନ୍ନ ବ୍ୟଞ୍ଜନରେ ଉପଯୋଗ କରାଯାଏ । ଜାପାନ, ଚୀନ୍, ଏପରିକି ଇଉରୋପୀୟ ରାଷ୍ଟ୍ର ଇଟାଲୀର ଲୋକପ୍ରିୟ ପିଜ୍ଜାରେ ମଧ୍ୟ ରସୁଣ ନିଜର ସ୍ଥାନକୁ ସ୍ବତନ୍ତ୍ର ରଖିଛି । ଖାଦ୍ୟ ବିଶେଷଜ୍ଞଙ୍କ ମତରେ କଞ୍ଚା ରସୁଣ ୨ ପାଖୁଡ଼ା ନିୟମିତ ଖାଇଲେ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ । ଆଜିକାଲି ବଜାରରେ ରସୁଣ ପାଉଡର, ରସୁଣ ଲୁଣ ଉପଲବ୍ଧ ହେଉଥିବା ବେଳେ ବିଶେଷଜ୍ଞଙ୍କ ପରାମର୍ଶରେ ଏସବୁ ଖାଦ୍ୟରେ ଉପଯୋଗ କରିପାରିବେ ।

👉– ଯୁବପିଢ଼ି ଓ ବୟସ୍କ ନିୟମିତ କଞ୍ଚା ରସୁଣ ଖାଇଲେ ଥଣ୍ଡା,ସର୍ଦ୍ଦି ରୋଗରୁ ଉପଶମ ମିଳିଥାଏ। ଏହା ସହ ଖାଲିପେଟରେ ୧ ମାସ ରସୁଣ ଖାଇଲେ ପେଟର ଚର୍ବି ହ୍ରାସ ହେଉଥିବାର ଅନୁଧ୍ୟାନରୁ ଜଣାପଡ଼ିଛି।

👉– ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ ମଧ୍ୟ ରସୁଣ ଛୁଙ୍କ ଖାଦ୍ୟ ଖାଇବା ଭଲ। ଆଜି ମଧ୍ୟ ଗାଁଗହଳିରେ ଲୋକେ ରସୁଣ ଛେଚାକୁ ବିଭିନ୍ନ ବ୍ୟଞ୍ଜନରେ ଉପଯୋଗ କରୁଥିବାର ଦେଖାଯାଏ।

👉– ଜାପାନରେ ‘ଗାର୍ଲିକ୍ ରାଇସ୍’ ଏକ ଲୋକପ୍ରିୟ ଖାଦ୍ୟ। ଏହି ଭାତରେ ରସୁଣ ଅଧିକ ପରିମାଣରେ ବ୍ୟବହାର ହେଉଥିବାବେଳେ ତାହାର ବାସ୍ନା ମଧ୍ୟ ଖୁବ୍ ଭଲ। ସେଠାକାର ଅଧିକାଂଶ କର୍ମଜୀବୀ ନିୟମିତ ଏଇ ଗାର୍ଲିକ୍ ରାଇସ୍ ଖାଉଥିବାରୁ ସେମାନଙ୍କ ଓଜନ ନିୟନ୍ତ୍ରଣରେ ରହିଥାଏ ବୋଲି ବିଶେଷଜ୍ଞଙ୍କ ମତ।

👉– ହୃଦ୍‌ରୋଗରୁ ରକ୍ଷା ପାଇବାକୁ ଚାହୁଁଥିଲେ, ରସୁଣର ଉପଯୋଗ ତରକାରିରେ କରିବା ଉଚିତ। ଭିଟାମିନ୍ ସି, ବି-୬, ମାଙ୍ଗାନିଜ୍ ଭରପୂର ରସୁଣର ବ୍ୟବହାରରେ ହଜମ କ୍ଷମତା ଭଲ ରହୁଥିବାର ଅନୁଧ୍ୟାନରୁ ପ୍ରମାଣିତ।

👉– ବ୍ୟଞ୍ଜନରେ ଆଣ୍ଟିଅକ୍ସିଡାଣ୍ଟ ଭରପୂର ରସୁଣର ଉପଯୋଗ କଲେ ବୟସ୍କ ପିଢ଼ିଙ୍କୁ ଆଲଜାଇମର୍ସ ଓ ଡିମେନ୍‌ସିୟା ହେବାର ଆଶଙ୍କା ଯଥେଷ୍ଟ କମ୍ ରହୁଥିବାର ବିଶେଷଜ୍ଞଙ୍କ ମତ। (ଡଃ ହିମାଂଶୁ ମହାନ୍ତ ଆୟୁର୍ବେଦ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version