No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୩ ଫେବୃଆରୀ,ମଙ୍ଗଳବାର ) କଟକ:- କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ କୁଷ୍ପଙ୍ଗୀ ଗ୍ରାମରେ ଆଜି ଏକ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ପୂର୍ଣଚନ୍ଦ୍ର ରାଉଳ । ଘଟଣା ସ୍ଥଳରେ ବନ କର୍ମଚାରୀ ପହଞ୍ଚି ହାତୀ ଘୋଉଡାଇବାକୁ ଉଦ୍ୟମ କରୁଛନ୍ତି । ଏନେଇ କୁଷ୍ପଙ୍ଗୀ ଗ୍ରାମରେ ଉତ୍ତେଜନା ଦେଖାଦେଇଛି । (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ) ।
No Result
View All Result