No Result
View All Result

ଓଡ଼ିଶା ତାଜା ନ୍ୟୁଜ (୨୩ ଫେବୃଆରୀ,ମଙ୍ଗଳବାର ) ଭୁବନେଶ୍ୱର :- ତୈଳ ଦର ବୃଦ୍ଧି ନେଇ ସାଇକେଲରେ ବିଧାନସଭାକୁ ଆସିଲେ କଂଗ୍ରେସ ବିଧାୟକ, ପେଟ୍ରୋଲ ଓ ଡିଜେଲ ଦର ଦେଶରେ ହୁ ହୁ ହୋଇ ବଢି ଚାଲିଛି । ଯାହାର ପ୍ରଭାବ ସାଧାରଣ ଜନତାଙ୍କ ଉପରେ ପକାଉଛି । କଂଗ୍ରେସ ବିଧାୟକମାନେ ପେଟ୍ରୋଲ ଓ ଡିଜେଲ ବୃଦ୍ଧିର ପ୍ରତିବାଦ କରିଛନ୍ତି ।
ବିଧାନସଭାର ବଜେଟ୍ ଅଧିବେଶନ ଚାଲିଥିବା ବେଳେ କଂଗ୍ରେସ ବିଧାୟକମାନେ ସାଇକେଲରେ ବିଧାନସଭା ଆସିଥିବା ଦେଖିବାକୁ ମିଳିଛି । କଂଗ୍ରେସ ବିଧାୟକ ତାରପ୍ରସାଦ ବାହିନୀପତି, ଅଧିରାଜ ପାଣିଗ୍ରାହୀ ଓ ସୁର ରାଉତରାୟ ସାଇକେଲରେ ବିଧାନସଭା ଆସିଛନ୍ତି ।
No Result
View All Result