• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନ୍ଦକୁ ସମର୍ଥନ କରିବ ହିଞ୍ଜିଳିକାଟୁ ଲକ୍ଷ୍ମୀ ନୃସିଂହ ବଣିକ ସଂଘ

Proprietor Abhimanyu Maharana by Proprietor Abhimanyu Maharana
February 23, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବନ୍ଦକୁ ସମର୍ଥନ କରିବ ହିଞ୍ଜିଳିକାଟୁ ଲକ୍ଷ୍ମୀ ନୃସିଂହ ବଣିକ ସଂଘ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ଫେବୃଆରୀ,ମଙ୍ଗଳବାର ) ହିଞ୍ଜିଳିକାଟୁ :-  ଜିଏସଟିର ସରଳୀକରଣ ପରିବର୍ତ୍ତେ ଏହାକୁ ଅଧିକ ଜଟିଳ କରାଯାଉଛି । ବ୍ୟବସାୟୀଙ୍କ ବିନା ପରାମର୍ଶରେ ଏଭଳି ବ୍ୟବସ୍ଥା କରାଯାଉଛି । ଏହା ପ୍ରତିବାଦରେ ଆସନ୍ତା ୨୬ ତାରିଖରେ ହେବାକୁ ଥିବା ଭାରତ ବନ୍ଦ ଡାକରାକୁ ହିଞ୍ଜିଳିକାଟୁ ଲକ୍ଷ୍ମୀ ନୃସିଂହ ବଣିକ ସଂଘ । ମଙ୍ଗଳବାର ସନ୍ଧ୍ୟାରେ ଏ ନେଇ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ନୃସିଂହ ପ୍ରସାଦ ପଟ୍ଟନାୟକଙ୍କ ତତ୍ତ୍ଵାବଧାନରେ ଆୟୋଜିତ ବୈଠକରେ ବିଭିନ୍ନ ବିଷୟରେ ଆଲୋଚନା କରାଯାଇଥିଲା । ଯେତେବେଳେ ଜିଏସଟି ଲାଗୁ ହେଲା କେନ୍ଦ୍ର ସରକାର ଗୋଟିଏ ରାଷ୍ଟ୍ର ଗୋଟିଏ ଟିକସର ପ୍ରତିଶ୍ରୁତି ଦେଇ ସରଳ ଟିକସ ପ୍ରଣାଳୀ ଲାଗୁ କରିବାକୁ ଆଶ୍ଵାସନା ଦେଇଥିଲେ ।

କିନ୍ତୁ ସମୟାନୁକ୍ରମେ ପ୍ରତିଦିନ ୯୫୦ଟି ନୂତନ ସଂଶୋଧନ କରି ସାରିଲେଣି ।ଏ ନେଇ ବ୍ୟବସାୟୀ ମାନଙ୍କ ପକ୍ଷରୁ ବାରମ୍ବାର ଦାବି ସତ୍ତ୍ୱେ ସଂଶୋଧିତ ରିଟର୍ନ ଦାଖଲ କରିବାର ସୁବିଧା ଦିଆଯାଇନାହିଁ । ନୂତନ ବ୍ୟବସ୍ଥାରେ ଅଣାଯାଇଥିବା ବିଳମ୍ବ ବି ପେନାଲ୍ଟି ସୁଧର ମାତ୍ରା ବୃଦ୍ଧି ପାଇ ଯନ୍ତ୍ରଣା ଦାୟକ ବୋଲି ସଂଘ ପକ୍ଷରୁ କୁହାଯାଇଛି । ଭାରତ ବର୍ଷରେ ବ୍ୟବସାୟୀମାନଙ୍କ ପାଇଁ ଟ୍ରେଡିଙ୍ଗ ବ୍ୟବସ୍ଥା ମୂଳ ଜିଏସଟି ନିୟମରେ ଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ସମ୍ଭବ ହୋଇପାରିଲା ନାହିଁ ।ଏଣୁ ଜିଏସଟି ସରଳୀକରଣ ଦାବିରେ ୨୬ ତାରିଖରେ ସମଗ୍ର ଭାରତ ବର୍ଷରେ ହେବାକୁ ଥିବା ବ୍ୟବସାୟ ବନ୍ଦ ଆହ୍ବାନକୁ ସଂଘ ସମର୍ଥନ ଜଣାଇଛନ୍ତି । ଉକ୍ତ ଦିନ ହିଞ୍ଜିଳିକାଟୁ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି । ଉକ୍ତ ବୈଠକରେ ଉପ ସଭାପତି ଟି ରାମେଶ୍ବର ପାତ୍ର, ସମ୍ପାଦକ ବିଶ୍ବମ୍ବର ସାହୁ, କୋଷାଧ୍ୟକ୍ଷ ପ୍ରତାପ କୁମାର ସାହୁ, ଯୋଗିନ୍ଧ୍ର ପାଣିଗ୍ରାହୀ, କିଶୋର ଚୈଧୁରୀ, ଯୁଗଳ ପଣ୍ଡା, କୋରାମଣୀ ରାଉଳ, ଶୁସାନ୍ତ ପ୍ରଧାନ, ଅନ୍ତର୍ଯ୍ୟାମୀ ସାହୁଙ୍କ ସମେତ ବହୁ ବ୍ୟବସାୟ ଉପସ୍ଥିତ ଥିଲେ ।   ( ରିପୋର୍ଟ – ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version