• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

୩୦ ହଜାର ଟଙ୍କା ଲୁଟ ଏବଂ ମାରଧର ଅଭିଯୋଗରେ; ବନ୍ଧା ହେଲେ : ବିଜେଡିର ପୂର୍ବତନ ବିଧାୟକ – ଦେବେନ୍ଦ୍ର କହଁର

Proprietor Abhimanyu Maharana by Proprietor Abhimanyu Maharana
February 24, 2021
in ଅପରାଧ, ଓଡ଼ିଶା, କନ୍ଧମାଳ, ରାଜନୀତି, ହୋମ୍
0
୩୦ ହଜାର ଟଙ୍କା ଲୁଟ ଏବଂ ମାରଧର ଅଭିଯୋଗରେ; ବନ୍ଧା ହେଲେ : ବିଜେଡିର ପୂର୍ବତନ ବିଧାୟକ – ଦେବେନ୍ଦ୍ର କହଁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଫେବୃଆରୀ,ବୁଧବାର ) ଫୁଲବାଣୀ :- ବିଜେଡିର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ବନ୍ଧା ହେଲେ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅଞ୍ଚଳର ଜଣେ ପଥଚାରୀଙ୍କ ଠାରୁ ୩୦ ହଜାର ଟଙ୍କା ଲୁଟ ଏବଂ ମାରଧର ଅଭିଯୋଗରେ ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କୁ ଆଜି ଫୁଲବାଣୀ ପୁଲିସ୍ ଗିରଫ କରିଛି । ତାଙ୍କ ସହ ଜଣେ IRBNର ହାବିଲଦାର ଶ୍ରୀନିବାସ କହଁରଙ୍କୁ ମଧ୍ୟ ଗିରଫ କରାଯାଇଛି । ଘଟଣାରେ ଆଉ ତିନିଜଣ ସମ୍ପୃକ୍ତ ଥିବା ବେଳେ ସେମାନଙ୍କୁ ଧରିବା ପାଇଁ ଫୁଲବାଣୀ ଟାଉନ୍ ଥାନା ଚେଷ୍ଟା ଚଳାଇଥିବା ଆଇଆଇସି ସୁଶାନ୍ତ କୁମାର ସେଠୀ କହିଛନ୍ତି ।

କାମାକ୍ଷା ଏନେଇ ଫୁଲବାଣୀ ଟାଉନ ଥାନାରେ ଅଭିଯୋଗ କରିବାରେ ପୁଲିସ କେସ ନଂ ୨୪ା୨୧ରେ ମାମଲା ରୁଜୁ କରି ତଦନ୍ତ କରିଥିଲା । ଗିରଫ ପରେ ତାଙ୍କୁ SDJM କୋର୍ଟ ଚାଲାଣ କରାଯାଇଥିଲା । କୋର୍ଟ ଦୁଇ ଅଭିଯୁକ୍ତଙ୍କ ଜାମିନ୍ ଆଦେବନ ଖାରଜ କରିଦେଇଛନ୍ତି । ସେମାନଙ୍କୁ ସହିତ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ସରକାରୀ ଓକିଲ ଗୌରୀ ଶଙ୍କର ବେହେରା କହିଛନ୍ତି । ବର୍ତ୍ତମାନ ଉଭୟଙ୍କୁ ଜେଲ୍ ପଠାଇ ଦିଆଯାଇଛି । ଗତ ୧୧ ତାରିଖରେ ପରଜଙ୍ଗ ଥାନା ଅଞ୍ଚଳର କାମାକ୍ଷୀ ବେହେରା ନାମକ ଜଣେ ବ୍ୟକ୍ତି ନିଜ କାରରେ କନ୍ଧମାଳ ଜିଲ୍ଲା କାଶିନୀପଦର ଅଞ୍ଚଳରେ ରହୁଥିବା ଜଣେ ସାଙ୍ଗଙ୍କ ଘରକୁ ଯାଉଥିଲେ । ଏହି ସମୟରେ ଉରୁମଗଡ଼ ଗାଁ ରାସ୍ତାରେ କାମାକ୍ଷୀ ସଠିକ ଠିକଣା ପଚାରିଥିଲେ । ଯାହା ପରେ ଦେବେନ୍ଦ୍ର ଓ ତାଙ୍କ ସହଯୋଗୀ କାମାକ୍ଷୀଙ୍କୁ ଠିକଣା କହିବା ବଦଳରେ ତାଙ୍କୁ ମାଡ଼ ମାରିବା ସହ ପ୍ରାୟ ୩୦ ହଜାର ଟଙ୍କା ଲୁଟି ନେଇଥିଲେ ।

ଟଙ୍କା ଲୁଟ୍ କରିବା ପରେ କାମାକ୍ଷୀଙ୍କୁ ଛାଡ଼ିଦେଇଥିଲେ । ଯାହାପରେ କାମାକ୍ଷୀ ଫୁଲବାଣୀ ଟାଉନ ଥାନାରେ ଏତଲା ଦେଇଥିଲେ । ଏତଲା ପାଇବା ପରେ ଆଜି ପୁଲିସ୍ ପୂର୍ବତନ ବିଧାୟକଙ୍କୁ ଗିରଫ କରିଛି । ତେବେ ଦେବେନ୍ଦ୍ରଙ୍କ ଗିରଫଦାରୀ ନୂଆ ନୁହେଁ । ଏହା ପୂର୍ବରୁ ୨୦୧୮ରେ ଜଣେ ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ମଧ୍ୟ ଦେବେନ୍ଦ୍ରଙ୍କୁ ଗିରଫ କରାଯିବା ପରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା । ଆଜି ଅଭିଯୁକ୍ତ ଦେବେନ୍ଦ୍ରଙ୍କ ସହ ଶ୍ରୀନିବାସଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଫୁଲବାଣୀ ଏସଡିଜେଏମ କୋର୍ଟର ସରକାରୀ ଓକିଲ ଗୌରୀଶଙ୍କର ବେହେରା ସୂଚନା ଦେଇଛନ୍ତି । ଦେବେନ୍ଦ୍ର ଓ ଅନ୍ୟମାନଙ୍କ ବିରୋଧରେ ଭାରତୀୟ ପିଙ୍ଗଳ କୋଡର ଧାରା ୩୪୧/୩୨୩/୩୮୪/୩୯୫/୫୦୬ ଅନୁଯାୟୀ ମାମଲା ରୁଜୁ ହୋଇଛି । ତେବେ ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ରଙ୍କ ଏହି କାରନାମା ଓ ଗିରଫଦାରୀ ସମଗ୍ର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version