• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

Lpg ସିଲିଣ୍ଡରର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି – ସାଧାରଣ ଲୋକଙ୍କୁ ପୁଣି ଝଟକା -ଆଜି ପୁଣି ୨୫ ଟଙ୍କା ବୃଦ୍ଧି ପାଇଛି ; ୩ ମାସ ମଧ୍ୟରେ ୨୦୦ ଟଙ୍କା ମହଙ୍ଗା ହେଲାଣି

Proprietor Abhimanyu Maharana by Proprietor Abhimanyu Maharana
February 25, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ବାଣିଜ୍ୟ, ହୋମ୍
0
Lpg ସିଲିଣ୍ଡରର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି – ସାଧାରଣ ଲୋକଙ୍କୁ ପୁଣି ଝଟକା -ଆଜି ପୁଣି ୨୫ ଟଙ୍କା ବୃଦ୍ଧି ପାଇଛି ; ୩ ମାସ ମଧ୍ୟରେ ୨୦୦ ଟଙ୍କା ମହଙ୍ଗା ହେଲାଣି
Share on FacebookShare on TwitterWhatsapp

Lpg ସିଲିଣ୍ଡରର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି – ସାଧାରଣ ଲୋକଙ୍କୁ ପୁଣି ଝଟକା -ଆଜି ପୁଣି ୨୫ ଟଙ୍କା ବୃଦ୍ଧି ପାଇଛି ; ୩ ମାସ ମଧ୍ୟରେ ୨୦୦ ଟଙ୍କା ମହଙ୍ଗା ହେଲାଣି – ବର୍ତମାନ ୮୩୧ ଟଙ୍କା ରେ ପହଞ୍ଚିଛି ଗ୍ୟାସ୍ ସିଲିଣ୍ଡର୍ ।

ଓଡ଼ିଶା ତାଜା ନ୍ୟୁଜ୍ ( ୨୫ ଫେବୃଆରୀ ଗୁରୁବାର ) ଓଡ଼ଗାଁ :- ସାଧାରଣ ଲୋକଙ୍କୁ ପୁଣି ଝଟକା । ଗୋଟିଏ ପଟେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଁ ଲୋକ ହନ୍ତସନ୍ତ ହେଉଛନ୍ତି । ଏହା ମଧ୍ୟରେ ପୁଣି ଥରେ ଘରୋଇ ଗ୍ୟାସ୍ ସିଲିଣ୍ଡର୍ ଦର ଦାମ୍ ବୃଦ୍ଧି ପାଇଛି । ୧୪.୨ କେଜି ଏଲପିଜି ସିଲିଣ୍ଡର ର ଦାମ୍ ବୃଦ୍ଧି ପାଇଛି । ଚଳିତ ମାସରେ ଗ୍ୟାସ୍ ସିଲିଣ୍ଡର୍ ଦାମ୍ ୩ ଥର ବୃଦ୍ଧି ହେଲାଣି । ଆଜି ପୁଣି ୨୫ ଟଙ୍କା ବୃଦ୍ଧି ପାଇଛି । ଫେବୃଆରୀ ମାସରେ ହିଁ ଲଗାତର ୩ ଥର ପାଇଁ ବୃଦ୍ଧି ହୋଇଛି । ୩ ମାସ ମଧ୍ୟରେ ୨୦୦ ଟଙ୍କା ମହଙ୍ଗା ହେଲାଣି । ଡିସେମ୍ବର ପରେ ଜାନୁଆରୀ ଏବଂ ଫେବୃଆରୀ ରେ ଘରୋଇ ଗ୍ୟାସ୍ ସିଲିଣ୍ଡର୍ ଦର ଦାମ୍ ବୃଦ୍ଧି ହୋଇଛି । ବର୍ତମାନ ୮୩୧ ଟଙ୍କା ରେ ପହଞ୍ଚିଛି ଗ୍ୟାସ୍ ସିଲିଣ୍ଡର୍ । Lpg ସିଲିଣ୍ଡରର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି ।  ଫେବୃଆରୀରେ ତୃତୀୟ ଥର ପାଇଁ  ୧୪.୨ କିଲୋଗ୍ରାମ lpg ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛି ।  

ଏହାପୂର୍ବରୁ ଫେବୃଆରୀ ୪ ଏବଂ ୧୪ ତାରିଖରେ ଏହାର ମୂଲ୍ୟ ବୃଦ୍ଧି କରାଯାଇଥିଲା । ଡିସେମ୍ବରରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ଦୁଇଥର ବୃଦ୍ଧି କରାଯାଇଥିଲା। ଡିସେମ୍ବର ୧ ରେ ଏହାର ହାର ୫୯୪ ରୁ ୬୪୪ ଟଙ୍କା  ହେଇଥିବା ବେଳେ ଡିସେମ୍ବର ୧୫ ରେ ଏହାର ମୂଲ୍ୟ ୬୯୪ ଟଙ୍କାକୁ ବୃଦ୍ଧି କରାଯାଇଥିଲା । ଅର୍ଥାତ୍ ଏକ ମାସ ମଧ୍ୟରେ ୧୦୦ ଟଙ୍କା ବୃଦ୍ଧି କରାଯାଇଥିଲା । କିନ୍ତୁ ଜାନୁଆରୀରେ ମୂଲ୍ୟ ବୃଦ୍ଧି କରାଯାଇ ନଥିଲା । ଜାନୁଆରୀରେ, ସବସିଡିଯୁକ୍ତ ଏଲପିଜିର ମୂଲ୍ୟ ୬୯୪  ଟଙ୍କା ରହିଥିଲା । ଫେବୃଆରୀ ଆରମ୍ଭରେ ଘରୋଇ ଗ୍ୟାସର ମୂଲ୍ୟ ବୃଦ୍ଧି ହୋଇ ନ ଥିଲା ଏବଂ ଏହା କେବଳ ପୁରୁଣା ମୂଲ୍ୟରେ ଉପଲବ୍ଧ ହେଉଥିଲା ।

ଫେବୃଆରୀ ୧ ରେ ଏହି ମୂଲ୍ୟରେ କୈାଣସି ବୃଦ୍ଧି ଘଟି ନ ଥିବା ବେଳେ ଫେବୃଆରୀ ୪ ରେ ଏହାର ହାର ପୁଣି ୭୧୯ ଟଙ୍କାକୁ ବୃଦ୍ଧି କରାଯାଇଥିଲା। ଅର୍ଥାତ୍ ୨୫ ଟଙ୍କା ବୃଦ୍ଧି ଘଟିଥିଲା । ଏହା ପରେ ୧୦ ଦିନ ମଧ୍ୟରେ lpg ର ମୂଲ୍ୟ ୫୦ ଟଙ୍କା ବୃଦ୍ଧି କରାଯାଇଥିଲା ।  ମାତ୍ର ଆଜି ପୁଣି ଥରେ ଏହାର ମୂଲ୍ୟ ୭୬୯ ରୁ ୭୯୪ ଟଙ୍କାକୁ ବୃଦ୍ଧି କରାଯାଇଛି। ଆଜିଠାରୁ ଦିଲ୍ଲୀରେ ଏଲପିଜି ସିଲିଣ୍ଡରର ହାର ୭୯୪  ଟଙ୍କାକୁ ବୃଦ୍ଧି କରାଯାଇଛି, ଅର୍ଥାତ୍ ଫେବୃଆରୀରେ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୦୦ ଟଙ୍କା ବୃଦ୍ଧି ପାଇଛି। ଏଲପିଜି ମୂଲ୍ୟ ଏକ ସମୟରେ ବୃଦ୍ଧି ପାଇଛି ଯେତେବେଳେ ଭାରତରେ ପେଟ୍ରୋଲ ମୂଲ୍ୟ  ସର୍ବାଧିକ ରହିଛି । (ଓଡ଼ଗାଁ ରିପୋର୍ଟ – ଅଶ୍ଵିନୀ କୁମାର ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version