• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ-ଭୁବନେଶ୍ୱର ଜାତୀୟ ରାଜପଥ ଫୁଲନଖରା ନିକଟରେ ଖରିବଣରେ ନିଆଁ ଲାଗି ଜାତୀୟ ରାଜପଥ କୁ ମାଡ଼ି ଗଲା ଲୋକେ ଭୟବିତ

Proprietor Abhimanyu Maharana by Proprietor Abhimanyu Maharana
February 25, 2021
in ଓଡ଼ିଶା, କଟକ, ହୋମ୍
0
କଟକ-ଭୁବନେଶ୍ୱର ଜାତୀୟ ରାଜପଥ ଫୁଲନଖରା ନିକଟରେ ଖରିବଣରେ ନିଆଁ ଲାଗି ଜାତୀୟ ରାଜପଥ କୁ ମାଡ଼ି ଗଲା ଲୋକେ ଭୟବିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୫ ଫେବୃଆରୀ ଗୁରୁବାର ) କଟକ :- କଟକ -ଭୁବନେଶ୍ୱର ଜାତୀୟ ରାଜପଥ ଫୁଲନଖରା ନିକଟସ୍ଥ ମହେନ୍ଦ୍ର। ଶୋରୁମ ରିଲିଆନ୍ସ ପେଟ୍ରୋଲ ପମ୍ପ ନିକଟରେ ଥିବା, ତାରା ପଟ୍ଟନାୟକ ଫାର୍ମ ହାଉସ ର ଫାଙ୍କା ଯାଗାରେ ଥିବା ଖରିବୁଦାରେ କୌଣସି ବ୍ୟକ୍ତି ଗୁରୁବାର ଦିନ ୧୧ ଟାରେ ନିଆଁ ଲଗାଇ ଦେଇଥିଲା । ଯାହା ଫଳରେ ନିଆଁ ଏତେ ପ୍ରଖର ଭାବେ ଜଳି ,ଧିରେ ଧିରେ ଆଖପାଖରେ ଥିବା ଖରିବଣକୁ ବ୍ୟାପି ଯାଇଥିଲା । ନିଆଁ ଜଳୁଥିବା ପାଖରେ ମହେନ୍ଦ୍ର। ଗାଡ଼ି ଶୋରୁମ ଏବଂ ରିଲିଆନ୍ସ ପେଟ୍ରୋଲ ପମ୍ପ ଥିବାରୁ , ସେଠାରେ କାର୍ଯ୍ୟରତ କର୍ମଚାରୀ ମାନେ ଭୟବିତ ହୋଇ ଯାଇଥିଲେ ।

ପଶ୍ଚିମ-ଉତ୍ତର କୋଣରୁ ପବନ ବହୁଥିବାରୁ ନିଆଁର ବେଗ ଦକ୍ଷିଣ-ପୂର୍ବ କୋଣ ଅଞ୍ଚଳକୁ ମାଡ଼ି ଚାଲି ଥିଲା । ଏହା ଦେଖି ପେଟ୍ରୋଲ ଟାଙ୍କି କର୍ମଚାରୀ ମାନେ ତେଲଦେବା ବନ୍ଦକରି ନିଜକୁ ବଞ୍ଚାଇବା ପାଇଁ ସେ ସ୍ଥାନ ଛାଡି ଦୌଡ଼ିବା ଆରମ୍ଭ କରିଥିଲେ । ନିଆଁ ଲାଗି ବାର ଦୁଇ ଘଣ୍ଟା ବିଳମ୍ବରେ କଟକ ରୁ ଗୋଟିଏ ଦମକଳ ଆସି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଲିଭାଇବା ପାଇଁ ପାଣିପକା କାର୍ଯ୍ୟ ଆରମ୍ଭ କରିଥିଲା । ଖରିବଣ ବ୍ୟାପକ ଆକାରେ ଥିବାରୁ ନିଆଁ ଏଣେ ତେଣେ ଜଳୁଥିଲା । ପରେପରେ ଆଉ ଦୁଇଟି ଦମକଳ ଆସି ପହଂଚିଥିଲା । ସେଥି ମଧ୍ୟରୁ ଗୋଟିଏ ଗାଡ଼ିରେ ପାଣି ନଥିବାରୁ କିଛି କାମରେ ଆସି ପାରିନଥିଲା ।

ନିଆଁ ର ଧାସ ଯୋର ଥିଲା ବେଳେ ପବନରେ ଉଡ଼ି ଜାତୀୟ ରାଜପଥ କଡ଼ରେ ଗଦାହୋଇଥିବା ଅଳିଆ ଗଦାରେ ପଡ଼ି ନିଆଁ ଜଳିବା ଆରମ୍ଭ ହୋଇ ଯାଇଥିଲା । ଏହି ରାସ୍ତାରେ ଯାଉଥିବା ଗାଡ଼ି ଚାଳକମାନେ ଭୟଭୀତ ହୋଇ ରାସ୍ତାରେ ଅଟକି ଯାଇ ଥିଲେ । ଖବର ପାଇ କଟକ ସଦର ପୋଲି, ଫୁଲନଖରା ଟ୍ରାଫିକ ପୋଲିସ ,ଡିସିପି ପ୍ରତିକ ସିଂହ, ଯୋନ୍ -୪ -ଏସିପି ସତ୍ୟରଞ୍ଜନ ମଲ୍କିକ,

ଟ୍ରାଫିକ ଏସିପି ଦେବଜ୍ୟୋତି ଦାଶ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲାଗୁଥିବା ସ୍ଥାନ ବୁଲି ଦେଖି ଥିଲେ । ଦିନ ଦୁଇଟା ସୁଦ୍ଧା ନିଆଁ ଆପେଆପେ ଲିଭିଯିବାରୁ ଲୋକେ ଆସ୍ୱସ୍ଥି ହୋଇ ଥିଲେ । ଏହି ଅଗ୍ନି କାଣ୍ଡରେ କୌଣସି ଲୋକଙ୍କର ମୃତାହତ ହୋଇ ନାହାନ୍ତି । କେବଳ ପାଖରେ ଥିବା ବିଦ୍ୟୁତ ଟ୍ରାନ୍ସଫର୍ମରର ତାର ପୋଡ଼ି ଯିବାରୁ ବିଦ୍ୟୁତ ସରବରାହ ବ୍ୟାହତ ହୋଇଛି । (କଟକ ରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ)  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version