• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମାଲକାନଗିରି ଜିଲ୍ଲା ଅବକାରୀ ବିଭାଗ ଜାଲରେ ପଡିଲେ ପୋଲିସ ବାବୁ : ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ପ୍ରାୟ – ୪୦ ଲକ୍ଷ ଟଙ୍କା ହେବ

Proprietor Abhimanyu Maharana by Proprietor Abhimanyu Maharana
February 26, 2021
in ଅପରାଧ, ଓଡ଼ିଶା, ମାଲକାନଗିରି, ହୋମ୍
0
ମାଲକାନଗିରି ଜିଲ୍ଲା ଅବକାରୀ ବିଭାଗ ଜାଲରେ ପଡିଲେ ପୋଲିସ ବାବୁ : ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ପ୍ରାୟ – ୪୦ ଲକ୍ଷ ଟଙ୍କା ହେବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୫ ଫେବୃଆରୀ ଗୁରୁବାର ) ମାଲକାନଗିରି ଜିଲ୍ଲା :- ପୋଲିସ ଗଞ୍ଜେଇ ଚାଲାଣ କରୁଥିଲାବେଳେ ମାଲକାନଗିରି ଅବକାରୀ ବିଭାଗ ହାତରେ ଧରା ପଡିଲେ ଗଞ୍ଜେଇ ବେପାରୀ ପୋଲିସ । ଗାଡିକୁ ଜବତ କରିବା ସହ କିପରି ପୁଲିସ ଗଞ୍ଜେଇ ବେପାରରେ ସାମିଲ ରହିଛି, ତାହାର ପର୍ଦାଫାସ ହୋଇଛି । ଖାକି ବର୍ଦିରେ ଗଂଜେଇ ଗନ୍ଧ ବାରିପାରିଛି ଅବକାରୀ ବିଭାଗ । ବିଶେଷ ସୂତ୍ରରୁ ଖବର ମିଳିଥିଲା ଯେ ଚିତ୍ରକୋଣ୍ଡା ଅଂଚଳରୁ ଏକ ପିକ୍ଅପ୍‌ ଭ୍ୟାନ୍‌ରେ ଗଞ୍ଜେଇ ଯାଉଛି । ତେବେ ଅବକାରୀ ଅଧିକ୍ଷକ ଅଶୋକ କୁମାର ସେଠଙ୍କ ନେତୃତ୍ବରେ କର୍ମଚାରୀମାନେ ତିନୋଟି ଦଳ ହୋଇ ବିଭିନ୍ନ ସ୍ଥାନରେ ଛକି ରହିଲେ । ଜଣେ ପୋଲିସ ବାବୁ ବାଲିମେଳା – ମାଲକାନଗିରି ରାସ୍ତାରେ ଏକ ପିକ୍ଅପ୍‌ ଭ୍ୟାନ୍‌ କ୍ଷୀପ୍ର ଗତିରେ ନେଇ ଆସୁଥିବାର ଅବକାରୀ ଅଧିକ୍ଷକ ଶ୍ରୀ ସେଠ ଦେଖିବାକୁ ପାଇଥିଲେ । ପିକ୍ଅପ୍‌ ଭ୍ୟାନ୍‌କୁ ଅଟକାଇବାରୁ ଏହା ଅବକାରୀ ଅଧିକ୍ଷକଙ୍କ ଗାଡିକୁ ଧକ୍କା ଦେଇ ମାଲକାନଗିରି ପଟେ ଯିବାକୁ ଚେଷ୍ଟା ମଧ୍ୟ କରିଥିଲା ।

ତେବେ କୋରକୋଣ୍ଡା ନିକଟରେ ପିକ୍ଅପ୍‌ ଭ୍ୟାନ୍‌କୁ ଅବକାରୀ କର୍ମଚାରୀମାନେ କାବୁ କରିବାରେ ସଫଳ ହୋଇଥିଲେ । ଭ୍ୟାନ କୁ ଯାଞ୍ଚ କଲାବେଳେ ସେଥିରେ ପଣସ ଓ କଖାରୁ ଗଦା ହୋଇ ରହିଥିଲା । ସେହି ପଣସ ଓ କଖାରୁକୁ କାଢିବା ପରେ ସେଥିରୁ ୮ କ୍ବିଣ୍ଟାଲ ଗଞ୍ଜେଇ ବାହାରିଥିଲା । ଯାହାକୁ ୩୧ଟି ପ୍ୟାକେଟ କରି ଭର୍ତ୍ତି କରାଯାଇଥିଲା । ଗଞ୍ଜେଇ ଚାଲାଣ କରୁଥିଲେ ସଂଜୀବ ହୀରା ନାମକ ଜଣେ ପୁଲିସ କନେଷ୍ଟବଳ । ସଂଜୀବଙ୍କ ଘର ଏମଭି-୭ ଗ୍ରାମରେ । ସେ ପୂର୍ବରୁ ମଧ୍ୟ ବହୁ ଥର ଗଞ୍ଜେଇ ମାଲକାନଗିରିରୁ ବାହାର ରାଜ୍ୟକୁ ଚାଲାଣ କରି ସଫଳ ହୋଇଛନ୍ତି । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ପ୍ରାୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ କହିଛି ।

ମାଲକାନଗିରି ଜିଲ୍ଲାରୁ ଗଞ୍ଜେଇ ପାର ହୋଇ ଅନ୍ୟ ଜିଲ୍ଲାରେ ଗଞ୍ଜେଇ ଧରା ପଡୁଥିବା ବେଳେ ଏଥିରେ ପୁଲିସ ବିଭାଗର ସଂପୂର୍ଣ୍ଣ ହାତ ରହିଥିବା ଏଥିରୁ ସ୍ପଷ୍ଠ ହୋଇଛି । ଗଞ୍ଜେଇ ଲଦି ପୁଲିସ ଗାଡି ଚଳାଉଥିଲେ କେହି ସଂଦେହ କରିବେ ନାହିଁ ଭାବି ଏହି ପୁଲିସ କନେଷ୍ଟବଳ ଜଣକ ଏଭଳି ବହୁ ଥର ଗଂଜେଇକୁ ପାର କରାଇବାରେ ସଫଳ ହୋଇଛନ୍ତି । ତେବେ, ଏଥିରେ ଆହୁରି ତିନି ଜଣ ସଂପୃକ୍ତ ଥିବା ଜଣାପଡିଛି । ମାଲକାନଗିରି ଜିଲ୍ଲାର ଆଉ ଜଣେ ସରକାରୀ କର୍ମଚାରୀ ମଧ୍ୟ ସାମିଲ ଥିବା ଅବକାରୀ ବିଭାଗ କହିଛି । ପୁଲିସ ରକ୍ଷକ ହୋଇ ଭକ୍ଷକ ସାଜିଥିବା ନେଇ ମାଲକାନଗିରିରେ ଚର୍ଚ୍ଚା ଜୋର ଧରିଛି । ଧରାପଡିଥିବା ପୁଲିସ ବାବୁଙ୍କ ଠାରୁ ଦୁଇଟି ମୋବାଇଲ ଫୋନ ଏବଂ ନଗଦ ୩୯୨୦ ଟଂକା ମଧ୍ୟ ଜବତ କରାଯାଇଛି । ପିକ୍‌ଅପ୍‌କୁ ମଧ୍ୟ ଜବତ କରାଯାଇଥିବା ଅବକାରୀ ବିଭାଗ କହିଛି । ତେବେ ମାଲକାନଗିରି ପୁଲିସ ଏନେଇ କୌଣସି ସ୍ପଷ୍ଟିକରଣ ମିଳିପାରିନାହିଁ । ଦୀର୍ଘ ଦିନ ପରେ ଅବକାରୀ ବିଭାଗ ଏତେ ପରିମାଣର ଗଂଜେଇ ଧରିବା ସହ ପୁଲିସର ବ୍ୟବସାୟକୁ ମଧ୍ୟ ପର୍ଦାଫାସ କରିପାରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

July 24, 2026
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

July 24, 2026
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version