• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭିନ୍ନକ୍ଷମ ରାଜ୍ୟ କମିଶନରଙ୍କ ଗଜପତି ଜିଲ୍ଲା ଗ୍ରସ୍ତ ; ସି ସି ଡ଼ି କାର୍ଯ୍ୟାଳୟ ପରିସରରେ ଭିନ୍ନକ୍ଷମ ମାନଙ୍କ ଅଧିକାର ଓ ବିଭିନ୍ନ ଯୋଜନାକୁ ନେଇ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 26, 2021
in ଓଡ଼ିଶା, ଗଜପତି, ହୋମ୍
0
ଭିନ୍ନକ୍ଷମ ରାଜ୍ୟ କମିଶନରଙ୍କ ଗଜପତି ଜିଲ୍ଲା ଗ୍ରସ୍ତ ; ସି ସି ଡ଼ି କାର୍ଯ୍ୟାଳୟ ପରିସରରେ ଭିନ୍ନକ୍ଷମ ମାନଙ୍କ ଅଧିକାର ଓ ବିଭିନ୍ନ ଯୋଜନାକୁ ନେଇ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୬ ଫେବୃଆରୀ ଶୁକ୍ରବାର ) ପାରଳାଖେମୁଣ୍ଡି : – ରାଜ୍ୟ ଭିନ୍ନକ୍ଷମ କମିଶନର ଆଜି ଗଜପତି ଜିଲ୍ଲା ଗ୍ରସ୍ତରେ ଆସି ପାରଳାଖେମୁଣ୍ଡି ସ୍ଥିତ ସିସିଡି କାର୍ଯ୍ୟାଳୟ’ର ସମ୍ମିଳନୀ କକ୍ଷ ଠାରେ ଭିନ୍ନକ୍ଷମ ମାନଙ୍କ ବିଭିନ୍ନ ଯୋଜନା ସମ୍ପର୍କିତ ଉପରେ ଆୟୋଜିତ ଏକ ଅଭିଯୋଗ ଶୁଣାଣୀ ଶିବିର’ରେ ଯୋଗ ଦେଇଥିଲେ । ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ କାର୍ଯ୍ୟାଳୟ , ଓଡିଶା’ ଆନୁକୂଲ୍ୟରେ ଏବଂ ଗଜପତି ଜିଲ୍ଲା ପ୍ରଶାସନ ସହଯୋଗ’ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ’ରେ ମୁଖ୍ୟତଃ ଭିନ୍ନକ୍ଷମ ମାନଙ୍କ ଅଧିକାର ଓ ଅଧିନିୟମ-୨୦୧୬ ଏବଂ ସେମାନଙ୍କ ବିଭିନ୍ନ ସରକାରୀ ଯୋଜନା ସହାୟତା ଓ ଅଭିଯୋଗ ଶୁଣାଣି ହୋଇଥିଲା ।ଗଜପତି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଅଧିକାରୀ ଶ୍ରୀମତୀ କଲ୍ୟାଣି ଦାସ ଏହି କାର୍ଯ୍ୟକ୍ରମ’ରେ ସଭାପତିତ୍ୱ କରି ଭିନ୍ନକ୍ଷମ ମାନଙ୍କ ନିମନ୍ତେ ଉଦ୍ଧିଷ୍ଟ ବିଭିନ୍ନ ସରକାରୀ ଯୋଜନା ସହାୟତା’ର ବିଭିନ୍ନ ଦିଗ ସମ୍ପର୍କରେ କହିଥିଲେ । ରାଜ୍ୟ ଭିନ୍ନକ୍ଷମ କମିଶନର ଶ୍ରୀମତୀ ସୁଲୋଚନା ଦାସ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଭିନ୍ନକ୍ଷମ ମାନଙ୍କ ଅଧିକାର ଓ ଅଧିନିୟମ-୨୦୧୬’ର ବିଭିନ୍ନ ଦିଗ ସମ୍ପର୍କରେ କହି ସେମାନେ କିଭଳି ସମାଜର ମୁଖ୍ୟ ଶ୍ରୋତରେ ସାମିଲ ହୋଇପାରିବେ ସେ ସମ୍ପର୍କରେ କହିଥିଲେ । ମୁଖ୍ୟତଃ ଭାବେ ଭିନ୍ନକ୍ଷମ ଭିତରେ ନିଜର ପ୍ରତିଭା ପ୍ରତିପାଦିତ କରିବା ପାଇଁ ଭିନ୍ନକ୍ଷମ ମାନଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବାର ଆବଶ୍ୟକତା ରହିଛି , ଏହା ହୋଇ ପାରିଲେ ସେମାନଙ୍କ ଅଧିକାର ସୁନିଶ୍ଚିତ ହେବାସହ ସେମାନେ ସମ୍ମାନ’ର ସହ ବଞ୍ଚି ପାରିବେ ଏବଂ ସମାଜ’ର ମୁଖ୍ୟ ଶ୍ରୋତରେ ସାମିଲ ହୋଇପାରିବେ ବୋଲି କହିଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ଓଡିଶା ବିକଳାଙ୍ଗ ମଞ୍ଚ’ର ରାଜ୍ୟ ସଭାପତି ଶ୍ରୀ ନିରଞ୍ଜନ ବେହେରା , ଭିନ୍ନକ୍ଷମ ଅନୁଷ୍ଠାନ ସମର୍ଥ’ର ଜିଲ୍ଲା ସମ୍ପାଦକ ଶ୍ରୀ ସନ୍ତୋଷ କୁମାର ମହାରଣା ପ୍ରମୁଖ ଯୋଗଦେଇ ଭିନ୍ନକ୍ଷମ ଅନୁଷ୍ଠାନ ସମର୍ଥ,’ର କାର୍ଯ୍ୟକ୍ରମ ବିଭିନ୍ନ କ୍ଷେତ୍ରରେ ସମର୍ଥ ସନୁଷ୍ଠାସଁ ପକ୍ଷରୁ ଭିନ୍ନକ୍ଷମ ଭାଇ ଭଉଣୀ ମାନଙ୍କୁ କିଭଳି ଓ କେଉଁ କେଉଁ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ଯୋଗାଇ ଦିଆଯାଇଛି ସେ ସମ୍ପର୍କ’ରେ କହିଥିଲେ ।। , ସିସିଡି” ଅନୁଷ୍ଠାନ’ର ମୁଖ୍ୟ ଶ୍ରୀ ଏ:-ଜଗନ୍ନାଥ ରାଜୁ ମଞ୍ଚଆସିନ ରହି ଭିନ୍ନକ୍ଷମ ମାନଙ୍କୁ , ସମର୍ଥ ସହଯୋଗ’ରେ କିଭଳି ଆତ୍ମନିର୍ଭରଶୀଳ ହେବା ଦିଗରେ ଏବଂ ସେମାନଙ୍କୁ ସମାଜ’ର ମୁଖ୍ୟ ଶ୍ରୋତ’ରେ ସାମିଲ କରିବା ପାଇଁ ବିଭିନ୍ନ ପ୍ରୟାସ ଜାରି ରଖିଛନ୍ତି , ସେ ସମ୍ପର୍କରେ ଅବଗତ କରାଇ ଥିଲେ । । ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମ’ରେ ନିୟଟି ଅନୁଷ୍ଠାନ’ର ପ୍ରତିଷ୍ଠାତା ସମ୍ପାଦକ ଶ୍ରୀ ବିଚିତ୍ର ନନ୍ଦ ବେବର୍ତ୍ତା , ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ କାର୍ଯ୍ୟାଳୟ’ର ଆଇନ ପରାମର୍ଶ ଦାତା ଶ୍ରୀ ସୁରେନ୍ଦ୍ର କୁମାର ବରାଳ , କମ୍ପ୍ୟୁଟର ପ୍ରୋଗ୍ରାମର ଦୀପ୍ତିମୟୀ ବେହେରା , ରିପୋର୍ଟର ଶୁଶ୍ରୀ ମୋନାଲିସା ଏବଂ କିଶୋର କୁମାସର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି ଅବସରରେ ରାଜ୍ୟ କମିଶନର ଶ୍ରୀମତୀ ଶୁଲୋଚନା ଦାସ , ଭିନ୍ନକ୍ଷମ ମାନଙ୍କ ପକ୍ଷରୁ ବ୍ୟକ୍ତିଗତ ଓ ସାମୁହିକ ଭାବେ ୧୮ ଗୋଟି ବିଭିନ୍ନ ଅଭିଯୋଗ ଗ୍ରହଣ କରିଥିଲେ । ଅନ୍ୟପକ୍ଷରେ ଭିନ୍ନକ୍ଷମ ମାନଙ୍କୁ ରାଜ୍ୟ କମିଶନର ଶ୍ରୀମତୀ ଦାସ ଜଣକୁ ସାହା-ବାଡ଼ି ଓ ୩ ଜଣଙ୍କୁ ଟ୍ରାଇ-ସାଇକଲ ବଣ୍ଟନ କରିଥିଲେ । ପ୍ରାରମ୍ଭରେ ଗଜପତି କଳା ପରିଷଦ ପକ୍ଷରୁ ପ୍ରାରମ୍ଭିକ ସଙ୍ଗୀତ “ଏଇ ମୋ ପାରଳା ଭୂମି” ଗାନ କରିଥିଲେ , ସଙ୍ଗୀତ ଗୁରୁ ନୃସିଂହ ପ୍ରସାଦ ପାଢ଼ୀ’ଙ୍କ ନିର୍ଦ୍ଦେଶନା ଓ ପରିଚାଳନା’ରେ। । ଅନ୍ୟ ମାନଙ୍କ ମଧ୍ୟରେ ଢୋଲକୀ ବାଦକ ଗୋପୀନାଥ ପଟନାୟକ , କଣ୍ଠଶିଳ୍ପୀ ମମତା ପାଢ଼ୀ , ଡାକ୍ତର ମୁର୍ମୁ , ଗୀତାଞ୍ଜଳୀ ମିଶ୍ର , ସୁମୀ ଜେନା , ମଧୁଲତା ନାୟକ , ଗାଙ୍ଗୁଲୁ ପାଣିଗ୍ରାହୀ , ପ୍ରଭା ପଣ୍ଡା , ପରେଶ ଖଡଗରାୟ , କୁନାବାବୁ ହଳଧର ପ୍ରମୁଖ ସମବେତ କଣ୍ଠ ସଙ୍ଗୀତ ଗାନ କରିଥିଲେ  (ରିପୋର୍ଟ – ଗରୁଡ଼ ଧ୍ୱଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version