• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧା ବନଖଣ୍ଡ ପକ୍ଷରୁ : ଦ୍ୱିତୀୟ ପର୍ଯ୍ୟାୟ – ଅଗ୍ନି ପ୍ରଶମନ ସଚେତନତା ଶିବିର

Proprietor Abhimanyu Maharana by Proprietor Abhimanyu Maharana
February 26, 2021
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଖୋର୍ଦ୍ଧା ବନଖଣ୍ଡ ପକ୍ଷରୁ : ଦ୍ୱିତୀୟ ପର୍ଯ୍ୟାୟ – ଅଗ୍ନି ପ୍ରଶମନ ସଚେତନତା ଶିବିର
Share on FacebookShare on TwitterWhatsapp

Organisation ଫର wildlife ଆଣ୍ଡ ନେଚର (OWN) ଓ ଖୋର୍ଦ୍ଧା ବନଖଣ୍ଡ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ଅଗ୍ନି ପ୍ରଶମନ ସଚେତନତା ଶିବିର ।

ଓଡ଼ିଶା ତାଜା ନ୍ୟୁଜ୍ ( ୨୬ ଫେବୃଆରୀ ଶୁକ୍ରବାର ) ଭୁବନେଶ୍ୱର/ଖୋର୍ଦ୍ଧା :- ଖୋର୍ଦ୍ଧା ବନଖଣ୍ଡ ଓ ଭୁବନେଶ୍ୱର ର ଅଗ୍ରଣୀ ସ୍ବେଛାସେବୀ ସଂସ୍ଥା Organisation ଫର wildlife ଆଣ୍ଡ ନେଚର (OWN) ର ମିଳିତ ଉଦ୍ୟମ ରେ ଦ୍ଵିତୀୟ ପର୍ଯ୍ୟାୟ ଅଗ୍ନି ପ୍ରଶମନ ସଚେତନତା ଶିବିର ଶୁକ୍ରବାର ଟାଙ୍ଗି ରେଞ୍ଜ ଅନ୍ତର୍ଗତ କୁଂଜୁରୀ ଓ ପଟିଆ ଗ୍ରାମରେ ଅନୁଷ୍ଠିତ ହୋଇ ଯାଇ ଅଛି ।  ଶନିବାର ଏହି ଦୁଇ ସ୍ଥାନ ରେ ଅଗ୍ନି ପ୍ରଶମନ ରେଖା ର ନିର୍ମାଣ କାର୍ଯ୍ୟ ହେବାର କାର୍ଯ୍ୟକ୍ରମ ରହିଛି । ଗ୍ରୀଷ୍ମ ଋତୁରେ ଓଡିଶା ର ବିଭିନ୍ନ ଜଙ୍ଗଲ ରେ ନିଆଁ ଲାଗି ଜଙ୍ଗଲ ର ପ୍ରଭୁତ କ୍ଷତି ହୋଇ ଥାଏ । ଏତ ଦ୍ୱାରା ଅନେକ ଔଷଧୀୟ ବୃକ୍ଷ, ଜୀବ ଜନ୍ତୁ ଆଦି ନଷ୍ଟ ହୋଇ ଥାନ୍ତି । ମୁଖ୍ୟତଃ ଜଙ୍ଗଲ ନିଆଁ ମନୁଷ୍ୟ କୃତ। ବିଡି ସିଗାରେଟ ନିଆଁ, ଜଙ୍ଗଲ ମଧ୍ୟରେ ରୋଷେଇ ବାସ, ଶିକାର ପାଇଁ ଲଗା ଯାଉଥିବା ନିଆଁ, ଜନସାଧାରଣ ଙ୍କ ଆକ୍ରୋଶ ଜନିତ ନିଆଁ ଇତ୍ୟାଦି ଏହାର ମୁଖ୍ୟ କାରଣ । ରାଜ୍ୟ ସରକାର ଏହାକୁ ଏଡ଼ାଇବା ଲାଗି ଅନେକ ବ୍ୟବସ୍ଥା କରିଥାନ୍ତି ।  ସେଥି ମଧ୍ୟରୁ ସଚେତନତା ଶିବିର ସବୁ ସମୟରେ ମୁଖ୍ୟ ଭୂମିକା ଗ୍ରହଣ କରି ଥାଏ ।

ସୂଚନା ଯୋଗ୍ୟ ଯେ OWN ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ଫେବୃଆରୀ ମାସ ମଧ୍ୟ ଭାଗରେ ଖୋର୍ଦ୍ଧା ବନ ଖଣ୍ଡ ବାଲୁଗାଁ ରେଞ୍ଜ ଅନ୍ତର୍ଗତ ବରବରା, ଧୁଆଁନାଳି ଓ ମହୁଲିଆ ରେ ଅନୁରୂପ ସଭା ଅନୁଷ୍ଠିତ ହୋଇ ଥିଲା । ଅନୁଷ୍ଠିତ ସଭାରେ ବନପାଳ ଶ୍ରୀ ରବୀନ୍ଦ୍ର ନାଥ ପଣ୍ଡା ସଭାପତିତ୍ୱ କରି ଗ୍ରାମବାସୀ ଙ୍କୁ ସହଯୋଗ ର ହାତ ବଢ଼େଇବାକୁ ଅନୁରୋଧ କରିଥିଲେ। ସଭାରେ ପୂର୍ବତନ ଅବୈତନିକ ବନ୍ୟଜନ୍ତୁ ତତ୍ୱବଧାରକ ସେବାଶିଷ ଜେନା ଯୋଗ ଦେଇ ଜଙ୍ଗଲ ନିଆଁ ର ଭୟାବହତା ବିଷୟରେ ଗ୍ରାମବାସୀଙ୍କୁ ସୂଚନା ଦେଇ ଥିଲେ। OWN ର ମୁଖ୍ୟ ଉମାକାନ୍ତ ବିଶ୍ୱାଳ ଦୈନନ୍ଦିନ ଜୀବନ ରେ ଜଙ୍ଗଲ ର ଉପାଦେୟତା ବିଷୟରେ ବୁଝାଇ କହିବା ସହ ଜଙ୍ଗଲ ରେ ନିଆଁ ଲାଗିଥିବା ଦେଖିବା ମାତ୍ରେ ଗ୍ରାମବାସୀଙ୍କ ସାହାଯ୍ୟରେ ଏହାକୁ କିପରି ଭାବରେ ପ୍ରଶମନ କରାଯିବ ସେ ବିଷୟରେ ଗୁରୁତ୍ୱାରୋପ କରିଥିଲେ ।

ଗ୍ରାମବାସୀ ମାନେ ଜଙ୍ଗଲ ଅଗ୍ନି ପ୍ରଶମନ କାର୍ଯ୍ୟରେ ଜଙ୍ଗଲ ବିଭାଗ କୁ ସମସ୍ତ ସାହାଯ୍ୟ ସହଯୋଗ ଦେବା ପାଇଁ ପ୍ରତିଶ୍ରୁତି ଦେଇ ଥିଲେ । ସଭା ଶେଷରେ OWN ର ସତ୍ୟବ୍ରତ ମିଶ୍ର ସମସ୍ତଙ୍କୁ ବହୁଳ ସଂଖ୍ୟାରେ ଯୋଗ ଦେଇଥିବାରୁ ଧନ୍ୟବାଦ ଦେଇ ଥିଲେ ।  ଏହି ଦୁଇଟି ସଭା ରେ ସମୁଦାୟ ୧୩ ଗୋଟି ଗ୍ରାମର ପ୍ରାୟ 85 ଜଣ ଗ୍ରାମବାସୀ ସମେତ ସ୍ଥାନୀୟ ସରପଂଚ, ସମିତି ସଭାପତି, ବୟୋଜ୍ୟେଷ୍ଠ ବ୍ୟକ୍ତି, ଯୁବକ ଓ ମହିଳା ମାନେ ବହୁଳ ସଂଖ୍ୟା ରେ ଅଂଶ ଗ୍ରହଣ କରି ଅନୁଷ୍ଠାନ ର କାର୍ଯ୍ୟ କୁ ପ୍ରଶଂସା କରିଥିଲେ ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version