• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁଣ୍ୟାତ୍ମା ଆଚାର୍ଯ୍ୟ ହରିହର ଦାସଙ୍କ ୧୪୩ ତମ ଜୟନ୍ତୀରେ ପୁଣ୍ୟାତ୍ମା ଆଚାର୍ଯ୍ୟ ହରିହରଙ୍କୁ ଶ୍ରଦ୍ଧାଞ୍ଜଳି

Proprietor Abhimanyu Maharana by Proprietor Abhimanyu Maharana
February 27, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପୁଣ୍ୟାତ୍ମା ଆଚାର୍ଯ୍ୟ ହରିହର ଦାସଙ୍କ ୧୪୩ ତମ ଜୟନ୍ତୀରେ ପୁଣ୍ୟାତ୍ମା ଆଚାର୍ଯ୍ୟ ହରିହରଙ୍କୁ ଶ୍ରଦ୍ଧାଞ୍ଜଳି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଫେବ୍ରୁଆରି,ଶନିବାର ) ଭୁବନେଶ୍ୱର :- ସତ୍ୟବାଦୀ ବକୁଳ ବନ ବିଦ୍ୟାଳୟର ଆଦର୍ଶ ଶିକ୍ଷକ , ସ୍ୱାଧୀନତା ସଂଗ୍ରାମୀ, ପୁଣ୍ୟାତ୍ମା ଆଚାର୍ଯ୍ୟ ହରିହର ଦାସଙ୍କ ୧୪୩ ତମ ଜୟନ୍ତୀରେ ସୂଚନା ଓ ଲୋକ ସଂପର୍କ ବିଭାଗ ଏବଂ ଆଚାର୍ଯ୍ୟ ବିହାର ସ୍ଥିତ ଆଚାର୍ଯ୍ୟ ବିହାର ପରିଷଦ ତରଫରୁ ଆଜି ସକାଳେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଜଳ ସଂପଦ, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ଆଚାର୍ଯ୍ୟ ବିହାର ଠାରେ ଆଚାର୍ଯ୍ୟ ହରିହରଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଏହି ଅବସaରରେ ମନ୍ତ୍ରୀ ଶ୍ରୀ ଦାସ ସମବେତ ଆଚାର୍ଯ୍ୟ ବିହାର ପରିଷଦର କର୍ମକର୍ତା ଓ ସ୍ଥାନୀୟ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ଆଚାର୍ଯ୍ୟଙ୍କର ତ୍ୟାଗପୂତ ଜୀବନର ସ୍ମୃତିଚାରଣ କରିବା ସଙ୍ଗେ ସଙ୍ଗେ ଆଚାର୍ଯ୍ୟ ବିହାର ପରିଷଦ ତରଫରୁ ଏହି ପୁଣ୍ୟାତ୍ମାଙ୍କ ସ୍ମୃତି ରକ୍ଷା ପାଇଁ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ । ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର, ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଡଃ. ପ୍ରମୋଦ କୁମାର ମଲ୍ଲିକ,

ଉପ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଆଚାର୍ଯ୍ୟ ବିହାର ପରିଷଦର ସଭାପତି ଶ୍ରୀ ଭାଗବତ ପ୍ରସାଦ ଦାସ, ସଂପାଦକ ଶ୍ରୀ ଶିଶିର ମହାପାତ୍ର, କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ଶ୍ରୀ ବିମଳ ପ୍ରସାଦ ଦାସଙ୍କ ସମେତ ଆଚାର୍ଯ୍ୟ ବିହାର ପରିଷଦର ସମସ୍ତ କର୍ମକର୍ତା ଓ ସଭ୍ୟମାନେ ଉପସ୍ଥିତ ରହି ପୁଣ୍ୟାତ୍ମା ହରିହରଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version