• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନକଲି ମଦ ପ୍ରସ୍ତୁତ ହେଉଛି ବ୍ରହ୍ମପୁରରେ : ମୁଖ୍ୟ ଅଭିଯୁକ୍ତ ସମେତ ୫ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
February 27, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ନକଲି ମଦ ପ୍ରସ୍ତୁତ ହେଉଛି ବ୍ରହ୍ମପୁରରେ : ମୁଖ୍ୟ ଅଭିଯୁକ୍ତ ସମେତ ୫ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଫେବୃଆରି,ଶନିବାର )ବ୍ରହ୍ମପୁର :- ଭେଜାଲ୍‌ ଖାଦ୍ୟ ସାମଗ୍ରୀ ପରେ ବ୍ରହ୍ମପୁରରେ ଠାବ ହୋଇଛି ନକଲି ବିଦେଶୀ ମଦ କାରଖାନା । ବଡ଼ ବଜାର ଥାନା ଅନ୍ତର୍ଗତ ହରିଡ଼ାଖଣ୍ଡି ତୃପ୍ତିନଗରରେ ଏକ ଭଡ଼ାଘରେ ଚାଲିଥିବା ଏହି କାରବାର ପର୍ଦ୍ଦାଫାସ୍‌ କରିଛି ଅବକାରୀ ଗୁଇନ୍ଦା ବିଭାଗ । କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଏକ ଟିମ୍‌ ଆଜି ସେହି ଭଡ଼ାଘରେ ଚଢ଼ଉ କରିଥିଲା । ଯାଞ୍ଚ ପରେ ସେଠାରୁ ବିପୁଳ ପରିମାଣ ନକଲି ବିଦେଶୀ ମଦ ଜବତ ହୋଇଥିଲା । ଏ ସଂକ୍ରାନ୍ତରେ ମୋଟ ୫ଜଣଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କାଳୁପାତ୍ରସାହିର ନାରାୟଣ ବିଷୋୟୀ, ସୁକୁଣ୍ଡାର ରବୀନ୍ଦ୍ର ପାଣିଗ୍ରାହୀ, ଶାନ୍ତିନଗର ତୃତୀୟ ଲାଇନ୍‌ର ଏମ୍. ଆଶିଷ କୁମାର ରାଓ, ବେଗୁନିଆପଡ଼ାର ଶ୍ରୀକାନ୍ତ କୁମାର ବେହେରା ଓ ଗଣେଶନଗରର ସନ୍ତୋଷ ସ୍ବାଇଁ ବୋଲି ବିଭାଗୀୟ ସୂତ୍ରରୁ ପ୍ରକାଶ । ହରିଡ଼ାଖଣ୍ଡି ଅଞ୍ଚଳରେ ନକଲି ବିଦେଶୀ ମଦ ପ୍ରସ୍ତୁତ ହେଉଥିବା ନେଇ ଖବର ମିଳିଥିଲା ।

ଏହାର ଖବର ପାଇ ଅବକାରୀ ବିଭାଗର ଏକ ଟିମ୍‌ ହରିଡ଼ାଖଣ୍ଡି ତୃପ୍ତିନଗରରେ ଚଢ଼ଉ କରିଥିଲା । ଏକ ଭଡ଼ାଘରେ ଚାଲିଥିବା ନକଲି ମଦ କାରଖାନା ଠାବ ହୋଇଥିଲା । ସେଠାରେ ସ୍ପିରିଟ୍‌ ସହିତ ବିଭିନ୍ନ ପ୍ରକାର ରଙ୍ଗ ଓ ଆସେନ୍ସ ମିଶ୍ରଣ କରି ନକଲି ମଦ ତିଆରି କରାଯାଉଥିଲା । ସେଠାରୁ ବିଭିନ୍ନ ବ୍ରାଣ୍ଡ୍‌ର ନକଲି ମଦ ଜବତ ହୋଇଥିଲା । ସେହିପରି ଶହେ ଲିଟର୍‌ ସ୍ପିରିଟ୍‌, ବୋଟଲିଂ ପାଇଁ ରହିଥିବା ୨୦ଲିଟର୍‌ ନକଲି ମଦ, ୩ ପେଟି ମଦ, ୫ହଜାର ଠିପି, ଲେବଲ୍‌ ଓ ଷ୍ଟିକର୍‌ ସହିତ ୫ଶହରୁ ଊର୍ଦ୍ଧ୍ବ ଖାଲି ବୋତଲ ଜବତ ହୋଇଥିଲା । ଏହା ସହିତ ଏକ ପ୍ୟାକିଂ ମେସିନ୍‌ ମଧ୍ୟ ଜବତ ହୋଇଛି । କିଛିଦିନ ହେଲା ଏଠାରେ ଏଭଳି ନକଲି ମଦ ପ୍ରସ୍ତୁତ କରି ବିଭିନ୍ନ ଗ୍ରାମାଞ୍ଚଳକୁ ଚାଲାଣ କରାଯାଉଥିଲା ବୋଲି ଜଣାପଡ଼ିଛି । ଅଭିଯୁକ୍ତମାନେ ଏହି ସମସ୍ତ ସାମଗ୍ରୀ କୋଲକାତାରୁ ଆଣି ବ୍ରହ୍ମପୁରରେ ବେପାର କରୁଥିଲେ ବୋଲି ସୂଚନା ମିଳିଛି । ଚଢ଼ଉରେ ଅବକାରୀ ଗୁଇନ୍ଦା ବିଭାଗ ଇନ୍‌ସ୍ପେକ୍ଟର୍‌ ହୃଦୟ ଚନ୍ଦ୍ର ସାମନ୍ତ, ଏସ୍‌ଆଇ ବିଶ୍ବଜିତ ଦାଶ, ଏସ୍‌ଆଇ ସଂଜୟ କୁମାର କାଣ୍ଡି, ଏଏସ୍‌ଆଇ ବ୍ରଜ କି‌ଶୋର ନାୟକ ପ୍ରମୁଖ ସାମିଲ ଥିଲେ ।  ( ରିପୋର୍ଟ : ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version