• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଠା ଜଳସେଚନ ଅଧ୍ୟକ୍ଷ ଅମରେଶ ପତ୍ରୀଙ୍କ ବାରିପଦା ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ ଓ କାର୍ଯ୍ୟ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
March 1, 2021
in ଓଡ଼ିଶା, ଖୋର୍ଦ୍ଧା, ମୟୁରଭଞ୍ଜ, ମହାନଗର, ହୋମ୍
0
ଉଠା ଜଳସେଚନ ଅଧ୍ୟକ୍ଷ ଅମରେଶ ପତ୍ରୀଙ୍କ ବାରିପଦା ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ ଓ କାର୍ଯ୍ୟ ସମୀକ୍ଷା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧ ମାର୍ଚ୍ଚ,ସୋମବାର ) ଭୁବନେଶ୍ୱର :-  ଭୁବନେଶ୍ୱର ଓଡିଶା ଉଠା ଜଳସେଚନ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ମୟୂରଭଞ୍ଜ ଜିଲ୍ଲା ଓ.ଏଲ୍‌.ଆଇ.ସି. ବାରିପଦା ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି । ସେଠାରେ ସେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ରାଜେନ୍ଦ୍ର ଦାସଙ୍କ ଉପସ୍ଥିତିରେ ମୟୂରଭଞ୍ଜ ଡିଭିଜନ ଜରିଆରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉଠାଜଳସେଚନ ପ୍ରକଳ୍ପଗୁଡିକର କାର୍ଯ୍ୟକାରିତା ଓ ସେଥିରୁ କୃଷକମାନେ କିପରି ଉପକୃତ ହେଉଛନ୍ତି, ସେ ସମ୍ପର୍କରେ ଅବଗତ ହେବା ସହିତ କାର୍ଯ୍ୟ ସମୀକ୍ଷା କରିଥିଲେ । ଉଠା ଜଳସେଚନ ମାଧ୍ୟମରେ କୃଷି କ୍ଷେତ୍ରକୁ ଜଳସେଚନ ସୁବିଧା ଯୋଗାଇବା ପାଇଁ ଧାର୍ଯ୍ୟ ଲକ୍ଷ୍ୟକୁ ୫-ଟି ଆଧାରରେ ଶୀଘ୍ର ଶେଷ କରିବାକୁ ଉପସ୍ଥିତ ଯନ୍ତ୍ରୀମାନଙ୍କୁ ଶ୍ରୀ ପତ୍ରୀ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।

ଚାଷୀମାନେ କିପରି ଡିଭିଜନ ଜରିଆରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପରୁ ସୁବିଧାସୁଯୋଗ ପାଇ ଅଧିକ ଲାଭବାନ ହେବେ, ତାହାକୁ ଦୃଷ୍ଟିରେ ରଖି କାର୍ଯ୍ୟକରିବାକୁ କହିଥିଲେ । ଅଧ୍ୟକ୍ଷ ଶ୍ରୀ ପତ୍ରୀଙ୍କର ଏହି ପରିଦର୍ଶନ ସମୟରେ ଡିଭିଜନର ସହକାରୀ ଯନ୍ତ୍ରୀ ତଥା ଏଷ୍ଟିମେଟର ଇଂ. ପ୍ରଦୀପ କୁମାର ବେହେରା, ସହକାରୀ ଯନ୍ତ୍ରୀ,ଉଦଳା ଇଂ. ଗୋକୁଳାନନ୍ଦ ପାତ୍ର, ସହକାରୀ ଯନ୍ତ୍ରୀ, ବାରିପଦା ଇଂ. ସରୋଜ କୁମାର ନାୟକ, କନିଷ୍ଟ ଯନ୍ତ୍ରୀ (ବିଦ୍ୟୁତ୍‌),ଉଦଳା ଇଂ. ସୁବ୍ରତ ମହାନ୍ତି, ସହକାରୀ ଯନ୍ତ୍ରୀ ( ମେକାନିକାଲ), ସବ୍ ଡିଭିଜନ, ବାରିପଦା ଇଂ. ରମାକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version