• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭା ଚିକିତ୍ସାଳୟ ପରିସରରେ ବାଚସ୍ପତି ନେଇଛନ୍ତି କୋଭିଡ୍ ପ୍ରତିଷେଧକ ଟୀକା

Proprietor Abhimanyu Maharana by Proprietor Abhimanyu Maharana
March 1, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଧାନସଭା ଚିକିତ୍ସାଳୟ ପରିସରରେ ବାଚସ୍ପତି ନେଇଛନ୍ତି କୋଭିଡ୍ ପ୍ରତିଷେଧକ ଟୀକା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧ ମାର୍ଚ୍ଚ,ସୋମବାର ) ଭୁବନେଶ୍ୱର :- ବିଧାନସଭା ଚିକିତ୍ସାଳୟ ପରିସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବାଚସ୍ପତି ଡ଼ଃ. ସୂର୍ଯ୍ୟନାରାୟଣ ପାତ୍ର କୋଭିଡ୍ ପ୍ରତିଷେଧକ ଟୀକା ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ ୧୧ଟାରେ ଏବଂ ବାଚସ୍ପତି ଡ଼ଃ. ପାତ୍ର ଅପରାହ୍ନ ୧ଟା ରେ ଏହି ଟୀକା ନେଇଛନ୍ତି । ଟୀକା ନେବାପରେ ମୁଖ୍ୟମନ୍ତ୍ରୀ ସମସ୍ତ ଓଡ଼ିଶାବାସୀଙ୍କୁ ଏହିଟୀକା ନେବା ସହ କୋଭିଡ୍ ବିରୁଦ୍ଧରେ ସଂଗ୍ରାମକୁ ଜୋରଦାର କରିବା ପାଇଁ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି ।

ବାଚସ୍ପତି ଡ଼ଃ. ପାତ୍ର ମଧ୍ୟ ସ୍ଵରୂପ ଆହ୍ୱାନ ଦେଇଛନ୍ତି ଏବଂ ଟୀକା ନେବାରେ ଆଦୌ ଭୟଭୀତ ନହେବାକୁ କହିଛନ୍ତି । ବାଚସ୍ପତିଙ୍କ ସହ ଉପବାଚସ୍ପତି ରଜନୀକାନ୍ତ ସିଂ ଏବଂ ବରିଷ୍ଠ ବିଧାୟକ ଭୂପିନ୍ଦର ସିଂ ମଧ୍ୟ ବିଧାନସଭା ଡାକ୍ତରଖାନା ପରିସରରେ କରୋନା ପ୍ରତିଷେଧକ ଟୀକା ନେଇଥିଲେ । କ୍ୟାପିଟାଲ ହସ୍ପିଟାଲ ଡ଼ଃ. ଧନଞ୍ଜୟ ଦାଶ ଏବଂ ବିଧାନସଭା ଡାକ୍ତରଖାନାର ଡ଼ଃ ଲଳିତ ବେହେରାଙ୍କ ତତ୍ତ୍ୱବଧାନର ଷ୍ଟାଫ୍ ନର୍ସ ସ୍ମରଣିକା ରଣସିଂ ଟୀକା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

୩୬ ଜଣ ସଫଳ ମହିଳାଙ୍କୁ ସମ୍ମାନ : ୪୦୦୦  ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ୯୧୩  କୋଟି ଟଙ୍କାର ଏମଓୟୁ ସ୍ୱାକ୍ଷରିତ

CII IWN Odisha Celebrates Women Leaders at the 4th Edition of Shakti Samman 2026

August 1, 2026

ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

July 31, 2026
ଡେଲ୍ ଟେକ୍ନୋଲୋଜିସ୍ ପକ୍ଷରୁ ଭାରତରେ ପ୍ରିମିୟମ କଞ୍ଜ୍ୟୁମର ପୋର୍ଟଫୋଲିଓ ସମ୍ପ୍ରସାରଣ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୬ ଜଣ ସଫଳ ମହିଳାଙ୍କୁ ସମ୍ମାନ : ୪୦୦୦  ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ୯୧୩  କୋଟି ଟଙ୍କାର ଏମଓୟୁ ସ୍ୱାକ୍ଷରିତ

CII IWN Odisha Celebrates Women Leaders at the 4th Edition of Shakti Samman 2026

August 1, 2026
୩୬ ଜଣ ସଫଳ ମହିଳାଙ୍କୁ ସମ୍ମାନ : ୪୦୦୦  ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ୯୧୩  କୋଟି ଟଙ୍କାର ଏମଓୟୁ ସ୍ୱାକ୍ଷରିତ

୩୬ ଜଣ ସଫଳ ମହିଳାଙ୍କୁ ସମ୍ମାନ : ୪୦୦୦  ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ୯୧୩  କୋଟି ଟଙ୍କାର ଏମଓୟୁ ସ୍ୱାକ୍ଷରିତ

August 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version