• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

 ରାଜ୍ୟପାଳଙ୍କ ମହାନତା ସିଲ୍‌ଭର ଗାନ୍ଧୀ ଚଳଚ୍ଚିତ୍ର ଦେଖିବେ – ସାରା ବିଶ୍ୱରେ ଓଡ଼ିଶାର ସିଲ୍‌ଭର ଗାନ୍ଧୀ ବେଶ୍‌ ଚର୍ଚ୍ଚିତ

Proprietor Abhimanyu Maharana by Proprietor Abhimanyu Maharana
March 3, 2021
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ହୋମ୍
0
 ରାଜ୍ୟପାଳଙ୍କ ମହାନତା ସିଲ୍‌ଭର ଗାନ୍ଧୀ ଚଳଚ୍ଚିତ୍ର ଦେଖିବେ – ସାରା ବିଶ୍ୱରେ ଓଡ଼ିଶାର ସିଲ୍‌ଭର ଗାନ୍ଧୀ ବେଶ୍‌ ଚର୍ଚ୍ଚିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩ ମାର୍ଚ୍ଚ ବୁଧବାର ) ଭୁବନେଶ୍ୱର  :- ନିଜର ଅସାଧାରଣ ଦକ୍ଷତା ଓ ଦୃଢ ଇଚ୍ଛାଶକ୍ତି ପାଇଁ ସାରା ବିଶ୍ୱରେ ଓଡ଼ିଶାର ସିଲ୍‌ଭର ଗାନ୍ଧୀ ବେଶ୍‌ ଚର୍ଚ୍ଚିତ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସ୍ୱଚ୍ଛ ଭାରତ ଅଭିଯାନକୁ ସଫଳ କରିବା ପାଇଁ ସାରା ଦେଶ ପଦଯାତ୍ରା କରିଥିଲେ ସାଇରାମ ଗାନ୍ଧୀ ବା ମୋହନ ମହାପାତ୍ର । ତାଙ୍କ ଜୀବନୀକୁ ନେଇ ନିର୍ମିତ ହୋଇଛି ଚଳଚ୍ଚିତ୍ର ‘ସିଲ୍‌ଭର ଗାନ୍ଧି’ । ଅବିନାଶ ନନ୍ଦଙ୍କ ନିର୍ଦ୍ଦେଶିତ ‘ସିଲ୍‌ଭର ଗାନ୍ଧି’ ଚଳଚ୍ଚିତ୍ରଟି ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଗୋଟିଏ ପରେ ଗୋଟିଏ ପୁରସ୍କାର ଲାଭ କରିଚାଲିଛି ଏବଂ ଉଚ୍ଚ ପ୍ରଶଂସିତ ମଧ୍ୟ ହେବାରେ ଲାଗିଛି ।

ସର୍ବମୋଟ ୨୫ଟି ପୁରସ୍କାର ମିଳିବା ସହିତ ବିରଳ ରେକର୍ଡ଼ର ଅଧିକାରୀ ହୋଇପାରିଛି ସିଲଭର ଗାନ୍ଧି । ଏଥି ସହିତ ସାରା ଓଡ଼ିଶାରେ ଖଦୀର ପ୍ରଚାର ଓ ପ୍ରସାର ସହିତ ଅହିଂସା, ଶାନ୍ତି, ସଦ୍‌ଭାବନା ଓ ଭାଇଚାରା ବଜାୟ ରଖିବା ପାଇଁ ସାଇରାମ ଗାନ୍ଧୀ ସାରା ରାଜ୍ୟ ପଦଯାତ୍ରା କରି ଲୋକମାନଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟିବା ପାଇଁ ପଦକ୍ଷେପ ନେଇଛନ୍ତି । ଏହି ଅବସରରେ ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ଭାରତର ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ଲକ୍ଷ୍ୟ ରଖିଛନ୍ତି । ଆଗାମୀ ଦିନରେ ସିଲ୍‌ଭର ଗାନ୍ଧୀ ଚଳଚ୍ଚିତ୍ରକୁ ଓଡ଼ିଶାର ମହାମହୀମ ରାଜ୍ୟପାଳ ଦେଖିବେ ବୋଲି ସିଲ୍‌ଭର ଗାନ୍ଧୀ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version