• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମାଓବାଦୀଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

Proprietor Abhimanyu Maharana by Proprietor Abhimanyu Maharana
February 8, 2020
in Uncategorized, ଓଡ଼ିଶା, ହୋମ୍
0
ମାଓବାଦୀଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ ) ଭୁବନେଶ୍ୱର 08/02/2020 :- ମାଲକାନଗିରିରେ ମାଓବାଦୀଙ୍କ ବିରୋଧରେ ବଡ଼ ଅପରେସନ୍ ସଫଳ ହୋଇଛି । ଏହି ଅପରେସନରେ ମାଓବାଦୀଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ନେଇ ସୂଚନା ଦେଇଛନ୍ତି ପୁଲିସ୍ ଡିଜି ଅଭୟ । ସେ କହିଛନ୍ତି ଯେ ଏତେ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହେବା ଓଡ଼ିଶା ଇତିହାସରେ ପ୍ରଥମ ଘଟଣା । ମାଓବାଦୀମାନେ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଲୁଚାଇଥବା ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଓଡ଼ିଶା ପୁଲିସ୍ ନେତୃତ୍ୱରେ ଆନ୍ଧ୍ରପ୍ରଦେଶ ପୁଲିସ୍‌, ବିଏସଏଫ୍‌, ସିଆରପିଏଫ୍ ଏବଂ ଏସଓଜି ମିଳିତ ଭାବେ ଏହି ଚଢ଼ାଉ କରିଥିଲେ ।

ଗତ ଜାନୁଆରି ୧୫ ତାରିଖରେ ମାଲକାନଗିରିରେ ମାଓବାଦୀଙ୍କ ସହ ଏକ୍ସଚେଞ୍ଜ୍‌ ଫାୟାର୍ ହୋଇଥିଲା । ଏହି ଅପରେସନ ତିନି ଚାରି ଦିନ ଧରି ଚାଲିଥିଲା । ଏହି ସମୟରେ ବିଚ୍ଛିନ୍ନାଞ୍ଚଳ ଗସ୍ତରେ ଯାଇଥିଲେ ପୁଲିସ ମହାନିର୍ଦେଶକ ଅଭୟ । ଏହି ଅବସରରେ ମାଓବାଦୀଙ୍କ ଗତିବିଧି ସଂପର୍କରେ ଥାନା ଅଧିକାରୀମାନଙ୍କ ସହ ଆଲୋଚନା ମଧ୍ୟ କରିଥିଲେ । ଏହାପରେ ଆୟୋଜିତ ସାମ୍ବାଦିକ ସ୧ିଳନୀରେ ବିଚ୍ଛିନ୍ନାଞ୍ଚଳରେ କେଉଁଭଳି ସ୍ଥିତି ରହିଛି ତାହା ଗଣମାଧ୍ୟମକୁ ଜଣାଇଥିଲେ ।

ଜିଲ୍ଲାରେ ମାଓବାଦୀଙ୍କ କାର୍ଯ୍ୟକଳାପ କମିବାରେ ଲାଗିଛି । ବିଚ୍ଛିନ୍ନାଞ୍ଚଳରେ ମଧ୍ୟ ମାଓବାଦୀ ପଛଘୁଞ୍ଚା ଦେବାକୁ ବାଧ୍ୟ ହୋଇଛନ୍ତି । ତେଣୁ ବିକାଶମୂଳକ କାର୍ଯ୍ୟକୁ ଗୁରୁତ୍ୱ ଦେଇ ମାଓ ଦମନକୁ ତ୍ୱରାନ୍ୱିତ କରାଯିବ ବୋଲି ଡିଜିପି ଏଠାରେ କହିଥିଲେ । ପ୍ରଥମତଃ ବିକାଶ କାର୍ଯ୍ୟ ଆଗେଇଛି, ଦ୍ୱିତୀୟରେ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି । ଏହାଫଳରେ ନକ୍ସଲଙ୍କ ଶକ୍ତି କମିଯିବାରୁ ଲୋକଙ୍କ ସାହାରା ଓ ସମର୍ଥନ ଜୁଟାଇବାକୁ ଚେଷ୍ଟା ଜାରି ରଖିଛନ୍ତି । ଏହା ଉପରେ ପୁଲିସର କଡ଼ା ନଜର ରହିଛି । ସମର୍ଥନ କମୁଥିବାରୁ ବିଚ୍ଛିନ୍ନାଞ୍ଚଳକୁ ଦୁଇ ଭାଗ କରିଦେବାକୁ ନକ୍ସଲ ଉଦ୍ୟମ କରୁଛନ୍ତି । ଏଥିପାଇଁ ଲୋକଙ୍କୁ ବୁଝାସୁଝା କରି ପରିସ୍ଥିତିରେ ସୁଧାର ଆଣିବାକୁ ପୁଲିସ ପ୍ରୟାସ କରୁଥିବା ଡିଜିପି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

March 8, 2026
ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

March 7, 2026
କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version