• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଫ୍ରାନ୍ସ ରାଷ୍ଟ୍ରଦୂତଙ୍କ ଓଡ଼ିଶା ଗସ୍ତ ଶିଳ୍ପମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ସହ ଆଲୋଚନା

Proprietor Abhimanyu Maharana by Proprietor Abhimanyu Maharana
March 5, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଫ୍ରାନ୍ସ ରାଷ୍ଟ୍ରଦୂତଙ୍କ ଓଡ଼ିଶା ଗସ୍ତ ଶିଳ୍ପମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ସହ ଆଲୋଚନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୪ ମାର୍ଚ୍ଚ ଗୁରୁବାର ) ଭୁବନେଶ୍ୱର  :- ଭାରତରେ ଅବସ୍ଥାପିତ ଫ୍ରାନ୍ସର ରାଷ୍ଟ୍ରଦୂତ ମି. ଇମାନୁଏଲ୍‌ ଲେନାଇନ୍‌ଙ୍କ ସହ ଏକ ପ୍ରତିନିଧି ଦଳ ଚାରିଦିିନିଆ ଗସ୍ତରେ ଓଡ଼ିଶା ଆସିଛନ୍ତି । ତାଙ୍କ ଗସ୍ତର ପ୍ରଥମ ଦିନ ଲୋକସେବା ଭବନସ୍ଥିତ ନୂତନ କନ୍‌ଭେନସନ୍‌ ହଲ୍‌ଠାରେ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ନେତୃତ୍ୱରେ ଓଡ଼ିଶା ସରକାରଙ୍କ ପଦସ୍ଥ ଅଧିକାରୀମାନଙ୍କ ସହ ଦ୍ୱି-ପାକ୍ଷିକ ବାଣିଜ୍ୟ ଓ ଅର୍ଥନୈତିକ ସହଯୋଗ, ଶିଳ୍ପ ଅଭିବୃଦ୍ଧି ନିମନ୍ତେ ଆଲୋଚନା ହୋଇଥିଲା । ବୈଠକ ପ୍ରାରମ୍ଭରେ ସୂଚନା ପ୍ରଦାନ କରି ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଫ୍ରାନ୍ସ ପ୍ରତିନିଧି ମଣ୍ଡଳୀଙ୍କୁ ସ୍ୱାଗତ କରିବା ସହ ସମସ୍ତଙ୍କ ସହ ପରିଚିତ କରାଇଥିଲେ । ପରେ ଓଡ଼ିଶାରେ ରହିଥିବା ନୀଳ ଅର୍ଥନୀତି (ସାମୁଦି୍ରକ ଏବଂ ଉପକୂଳ ଉତ୍ପାଦ), ଅକ୍ଷୟ ଶକ୍ତି, ସ୍ମାର୍ଟ ସିଟି ପରିଚାଳନା ଉପରେ ଆଲୋକ ଚିତ୍ର ମାଧ୍ୟମରେ ତଥ୍ୟ ପ୍ରଦାନ କରାଯାଇଥିଲା । ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଓଡ଼ିଶାର ସୁଦୀର୍ଘ ଉପକୂଳରେ ଅନେକ ପର୍ଯ୍ୟଟନ ସମ୍ଭାବନା ରହିଥିବା ଦର୍ଶାଇ ଫ୍ରାନ୍ସରେ କରାଯାଇଥିବା ଆଧୁନିକ ପର୍ଯ୍ୟଟନ ଭିତ୍ତିଭୂମି ଭଳି ଏଠାରେ ବିକାଶ କରାଗଲେ ଏହା ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ପରିଗଣିତ ହୋଇପାରିବ ବୋଲି କହିଥିଲେ ।

ଛଡ଼ା ରାଜ୍ୟର ବଳକା ବିଦୁ୍ୟତ ଶକ୍ତି, ଗମନାଗମନର ସୁବିଧା, ରାଜ୍ୟରେ ଆନ୍ତର୍ଜାତିକ ବିମାନ ବନ୍ଦର, ଭରପୂର ଖଣିଜ ସଂପଦ ଏବଂ କୁଶଳୀ ମାନବସମ୍ବଳ ପ୍ରଭୃତି ରାଜ୍ୟକୁ ବହୁ କ୍ଷେତ୍ରରେ ଅଗ୍ରଣୀ କରିପାରିଛି ବୋଲି ସେ ଦର୍ଶାଇଥିଲେ । ସେହିପରି ଆମେ ଆମର ଉନ୍ନତ ଭିତ୍ତିଭୂମି ବିକାଶ କରି କ୍ରୀଡ଼ା ମାନଚିତ୍ରରେ ବିଶ୍ୱରେ ଆମର ଉପସ୍ଥିତି ଜାହିର କରିପାରିଥିବା ଦୃଷ୍ଟିରୁ ଏହିସବୁ କ୍ଷେତ୍ରରେ ଆମେ ଫ୍ରାନ୍ସ ସହ ସହଯୋଗ କରି ଆଗକୁ ବଢ଼ିପାରିବୁ । ଆମେ ବିଶ୍ୱର ସବୁ ଦେଶ ସହ ବାଣିଜି୍ୟକ କାରବାର ପାଇଁ ଦ୍ୱାର ଉନ୍ମଚ୍ଚmଞ୍ଛ;ୁକ୍ତ ରଖିଛୁ ବୋଲି ସେ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶକ୍ତି ବିଭାଗ ପ୍ରମୁଖ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଓଡ଼ିଶା ଏକ ବିଦୁ୍ୟତ ବଳକା ରାଜ୍ୟ ବୋଲି କହିବା ସହ ଆମେ ଆଗକୁ ଭାସମାନ ସୋଲାର ଶକ୍ତି ପ୍ଲାଣ୍ଟ ପ୍ରତିଷ୍ଠା ଦିଗରେ ଅଗ୍ରସର ହେଉଛୁ ଏବଂ ଏ କ୍ଷେତ୍ରରେ ଫ୍ରାନ୍ସର ସହଯୋଗ ଆଶା କରିଥିଲେ । ବିଶେଷ ଭାବେ ଓଡ଼ିଶାରେ ମତ୍ସ୍ୟ ଉତ୍ପାଦନ ଓ ରପ୍ତାନୀର ପ୍ରଭୂତ ସୁଯୋଗ ରହିଥିବାରୁ ଏହି ନୀଳ ଅର୍ଥନୀତି ଉପରେ ଅନେକ ସମ୍ଭାବନାକୁ ରୂପ ଦିଆଯାଇପାରିବ ବୋଲି ବୈଠକରେ ପ୍ରକାଶ କରାଯାଇଥିଲା । ଏଥି ସହିତ ରାଜ୍ୟରେ କ୍ରୋମାଇଟ୍‌, ନିକେଲ, ଲୁହାପଥର ଓ କୋଇଲା ଭଳି ଖଣିଜ ସଂପଦ ଭରପୂର ମାତ୍ରାରେ ରହିଥିବା ହେତୁ ଶିଳ୍ପ ବିକାଶ ନିମନ୍ତେ ପର୍ଯ୍ୟାପ୍ତ ସୁଯୋଗ ଥିବା ପ୍ରତିନିଧିମାନଙ୍କୁ କୁହାଯାଇଥିଲା ।

ପରେ ଭୁବନେଶ୍ୱର ସ୍ମାର୍ଟ ସିଟି ଉପରେ ତଥ୍ୟ ଉପସ୍ଥାପନ କରାଯାଇଥିଲା । ଏଥିରେ ସ୍ମାର୍ଟ ପାର୍କିଂ ସିଷ୍ଟମ, ସ୍ମାର୍ଟ ପାର୍କ, ଇନ୍‌ଟେଲିଜେଣ୍ଟ ପବ୍ଲିକ୍‌ ସର୍ଭିସ୍‌, ବହୁତଳ କାର ପାର୍କିଂ, ୧୯୨୯ କଲ୍‌ ସେଣ୍ଟରଗୁଡ଼ିକୁ ଏଏଫ୍‌ଡି ଏବଂ ଟିମ୍‌ର ସହଯୋଗରେ ସଂଚାଳନ କରାଯାଉଥିବା କୁହାଯାଇଥିଲା । ଏହି ଦ୍ୱି-ପାକ୍ଷିକ ଆଲୋଚନା ବୈଠକରେ ଓଡ଼ିଶା ସରକାରଙ୍କ ତରଫରୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସଂପର୍କ ବିଭାଗ ସଚିବ ଶ୍ରୀ ସଂଜୟ କୁମାର ସିଂ, ମତ୍ସ୍ୟ ଓ ପ୍ରାଣୀସଂପଦ ବଭାଗର ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ, ଇଡ଼୍‌କୋର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ନିତିନ ଭାନୁଦାସ ଜୱାଲେ ପ୍ରମୁଖ ଯୋଗଦେଇଥିବାବେଳେ ବିଭିନ୍ନ ବୈଷୟିକ, ବ୍ୟବସାୟିକ ସଂଘ ତରଫରୁ ଶ୍ରୀ ଜିତେନ୍ଦ୍ର କୁମାର ଶର୍ମା, ଶ୍ରୀ ରୂପମ୍‌ ବାନୁଟ୍‌, ଶ୍ରୀ ପଙ୍କଜ ବତ୍ସ ଯୋଗଦେଇ ଏହି ନୂତନ ସହଯୋଗ ଉପକ୍ରମରେ ନିଜ ନିଜର ଦକ୍ଷତା ଓ ପାରଦର୍ଶିତା କିପରି ରାଜ୍ୟକୁ ଆଗକୁ ନେଇପାରିବ ତାହା ସୂଚିତ କରିଥିଲେ । ଫ୍ରାନ୍ସର ଏହି ପ୍ରତିନିଧି ମଣ୍ଡଳୀରେ ସୁଶ୍ରୀ ଇମିଲିଆ କାର୍ଟିୟର, ବ୍ରୁନୋ ଭୋସ୍‌ଲେ, ନିର୍ଦ୍ଦେଶକ ଏଏଫ୍‌ଡି ଇଣ୍ଡିଆ, ଥୋମାସ୍‌ ସୋଲେଜ୍‌, ଫ୍ରାନ୍ସ ଦୂତାବାସର ବାଣିଜି୍ୟକ ମୁଖ୍ୟ, ଭର୍ଜିନ କୋଷ୍ଟେଭାଲ୍‌, କଲିକତାଠାରେ ଅବସ୍ଥାପିତ କନସୁଲ ଜେନେରାଲ ଅଫ୍‌ ଫ୍ରାନ୍ସ ପ୍ରମୁଖ ଯୋଗଦେଇଥିଲେ । ଏହି ପ୍ରତିନିଧି ଦଳ ତାଙ୍କର ଓଡ଼ିଶା ରହଣି କାଳରେ ପୁରୀ, କୋଣାର୍କ, ଭୁବନେଶ୍ୱରର ସି-ଫୁଡ୍‌ ପାର୍କ, ଇନ୍‌ଫୋଭ୍ୟାଲି, ଜାଭିୟର୍‌ ୟୁନିଭରସିଟି, ଧଉଳିଗିରି, ଉଦୟଗିରି ପ୍ରଭୃତି ସ୍ଥାନ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version