• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲୋକାର୍ପିତ ହେଲା ୩୦୦୦ ମୋ ସେବା କେନ୍ଦ୍ର – ରାଜ୍ୟର ସବୁ ପଞ୍ଚାୟତରେ ଖୋଲିବ ମୋ ସେବା କେନ୍ଦ୍ର ୮୦୦୦ ଯୁବକ ଯୁବତୀଙ୍କପାଇଁ ଆତ୍ମ ନିଯୁକ୍ତି ସୁଯୋଗ- ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
March 5, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଲୋକାର୍ପିତ ହେଲା ୩୦୦୦ ମୋ ସେବା କେନ୍ଦ୍ର – ରାଜ୍ୟର ସବୁ ପଞ୍ଚାୟତରେ ଖୋଲିବ ମୋ ସେବା କେନ୍ଦ୍ର ୮୦୦୦ ଯୁବକ ଯୁବତୀଙ୍କପାଇଁ ଆତ୍ମ ନିଯୁକ୍ତି ସୁଯୋଗ- ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୫ ମାର୍ଚ୍ଚ, ଶୁକ୍ରବାର ) ଭୁବନେଶ୍ୱର  :- ଆଜି ହେଉଛି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଦିବସ । ଆଜିର ଦିନକୁ ରାଜ୍ୟ, ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଭାବରେ ପାଳନ କରୁଛି । ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ OdishaOne Portal ଲୋକାର୍ପିତ କରିଛନ୍ତି । 5T ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ବ କରାଯାଇଛି ।

ଇଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୁଳମନ୍ତ୍ର । ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ । ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏହି ଲକ୍ଷ୍ୟ ନେଇ ଆମର “5T Initiative ଓ ମୋ ସରକାର” କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ସାଧାରଣ ଲୋକ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ ତା ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ।

Technologyର ଉପଯୋଗ ସମ୍ପର୍କରେବିଜୁବାବୁଙ୍କ ଚିନ୍ତାଧାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁବାବୁ ଚାହୁଁଥିଲେ Technology ର ସୁବିଧା ଗାଁ ଗାଁ ରେ ପହଞ୍ଚୁ । ବିଜ୍ଞାନର ସୁଫଳ ସାଧାରଣ ଲୋକର ସେବାରେ ଉପଯୋଗ ହେଉ । ତାର ଜୀବନଧାରଣ ମାନରେ ଉନ୍ନତି ଆସୁ । ମୋ ସେବାକେନ୍ଦ୍ର ଏ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ । ଏହି କେନ୍ଦ୍ର ଦ୍ବାରା ସାଧାରଣ ଲୋକ ନିଜ ଘର ପାଖରେ ବିଭିନ୍ନ ପ୍ରକାରର ସରକାରୀ ସୁବିଧା ପାଇପାରିବେ । ଏଥିପାଇଁ ସେମାନଙ୍କୁ ଆଉବାରମ୍ବାର ଅଫିସ ଯିବାର ଆବଶ୍ୟକତା ରହିବ ନାହିଁ ।

ମୁଖ୍ୟମନ୍ତ୍ରୀ କହିଥିଲେ ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ ସେବାକେନ୍ଦ୍ର ଖୋଲାଯିବ । ଏହାଦ୍ବାରା ୮୦୦୦ ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ । ସେହିପରି ସହରବାସୀ ତଥା କମ୍ପୁଟର ଜାଣିଥିବା ଲୋକମାନଙ୍କ ପାଇଁ OdishaOne Portal ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଦୁଇ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ଅଗଷ୍ଟ ୨୦୧୯ଦିନ 5T ଉପକ୍ରମର ଶୁଭାରମ୍ଭ ଉଦ୍‌ଘାଟନ ସମୟରେ ମୁଖ୍ୟମନ୍ତ୍ରୀ ସରକାରୀ ଅଫିସକୁ ବିଭିନ୍ନ ସେବା ପାଇବାପାଇଁ ଲୋକଙ୍କୁ ବାରମ୍ବାର ଯିବାରୁ ମୁକ୍ତିଦେବାରେ 5T ଉପକ୍ରମ ଏକ ଯୁଗାନ୍ତକାରୀ ପଦକ୍ଷେପ ହେବ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ଓ ଯୁବସେବା E&IT ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଏହାକୁ ମୁଖ୍ୟମନ୍ତ୍ରୀ ଙ୍କର ଏକ ଐତିହାସିକ ପଦକ୍ଷେପ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାଦ୍ବାରା ସମାଜର ସବୁ ବର୍ଗର ଲୋକ ଉପକାର ପାଇବେ ବୋଲି ମତ ଦେଇଥିଲେ ।

ମୋ ସେବାକେନ୍ଦ୍ରର ସୁବିଧା ନେଇଥିବା କୋଣାର୍କ, ହିଞ୍ଜିଳି, ଅତାବିରା, ନବରଙ୍ଗପୁର, ଭଦ୍ରକ ଓ ଗଜପତିର ହିତାଧିକାରୀମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ମତବିନିମୟ କରିଥିଲେ । ସେମାନେ ରାଜ୍ୟସରକାରଙ୍କ ଏହି କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ । ମୁଖ୍ୟମନ୍ତୀଙ୍କ ସଚିବ (5T) ଶ୍ରୀ ଭି.କେ.ପାଣ୍ଡିୟାନ୍‌ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । Electronics & IT ବିଭାଗର ସଚିବ ଶ୍ରୀ ମନୋଜ ମିଶ୍ର କାର୍ଯ୍ୟକ୍ରମ ସଂପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରେ ସ୍ଥାନୀୟ ସାଂସଦ ଓ ବିଧାୟକମାନଙ୍କ ସମେତବିଭାଗୀୟ ଉପଦେଷ୍ଟା ଶ୍ରୀ ଅନୁଭବ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version