• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ସ୍ବାମୀ ଦାମୋଦର ସଦା ବାବା ହତ୍ୟା ଘଟଣା ର ପର୍ଦ୍ଦାଫାସ – ଜଣକୁ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
March 5, 2021
in ଅପରାଧ, ଓଡ଼ିଶା, ବରଗଡ଼, ହୋମ୍
0
ସ୍ବାମୀ ଦାମୋଦର ସଦା ବାବା ହତ୍ୟା ଘଟଣା ର ପର୍ଦ୍ଦାଫାସ – ଜଣକୁ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୫ ମାର୍ଚ୍ଚ, ଶୁକ୍ରବାର ) ବରଗଡ଼ :- ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲି କ୍ୟାମ୍ପ ନିକଟରେ ଅବସ୍ଥିତ ବାଳ ଯୋଗେଶ୍ବରୀ ଆଶ୍ରମ ପରିସରରେ ଘଟିଥିବା ସ୍ବାମୀ ଦାମୋଦର ସଦା ବାବା ହତ୍ୟା ଘଟଣା ରେ ଜଣକୁ ଗିରଫ କରି ପୋଲିସ ରହସ୍ୟ ର ପର୍ଦ୍ଦାଫାସ କରିଛି ।  ଅଭିଯୁକ୍ତ ରେଙ୍ଗାଲି କ୍ୟାମ୍ପ ର ସୁରେନ ପଟେଲ (୨୯) ।  ଏ ସମ୍ପର୍କରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ବରଗଡ଼ ଏସଡିପିଓ ଦୀପକ କୁମାର ଗୋଚ୍ଛାୟତ ସୂଚନା ଦେଇଥିଲେ । ସୂଚନା ମତେ ଅଭିଯୁକ୍ତ ସୁରେନ ସ୍ବାମୀ ଦାମୋଦର ସଦା ବାବା ଙ୍କ ସହ ପୂର୍ବରୁ ଚିହ୍ନା ପରିଚୟ ଥିଲା । 

ଏବଂ ଆଶ୍ରମ କୁ ଯିବା ଆସିବା କରୁଥିଲା ।  ତେବେ ତାର ଆର୍ଥିକ ସମସ୍ୟା ଦେଖାଦେବାରୁ ଅର୍ଥ ଲୋଭରେ ସେ ବାବାଙ୍କୁ ହତ୍ୟା କରିଥିବା ପୋଲିସ ଆଗରେ ସ୍ବୀକାର କରି ଥିବା ଏସଡିପିଓ ଶ୍ରୀ ଗୋଚ୍ଛାୟତ ପ୍ରକାଶ କରିଥିଲେ ।  ଅତାବିରା ଥାନା ର ଅଭିଯୁକ୍ତ ଙ୍କ ବିରୋଧରେ କେଶ ନ° (୫୦/୨୧) ରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି ବୋଲି କହିଥିଲେ ।  ସାମ୍ବାଦିକ ସମ୍ମିଳନୀରେ ଅତାବିରା ଥାନା ଆଇଆଇସି ପୁରୁଷୋତ୍ତମ ଭୋଇ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପରିବାରର ମହାନ ଉଦାରତା : ଉତ୍କଳ ହସ୍ପିଟାଲରେ ଜୀବନ ରକ୍ଷା ପାଇଁ ଶ୍ରୀମତୀ ଉର୍ମିଳା ହରିଚନ୍ଦନଙ୍କ ଯକୃତ ଦାନ

March 15, 2026
କ୍ଷମା ମାଗନ୍ତୁ କୁଳପତି : ଓଡିଆ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଂକ ଦାବି

କାନଭାସରେ ଜୀବନ୍ତ ହେଲା ୬୪ ଯୋଗିନୀଙ୍କ ଅବତାର  ଆକର୍ଷଣ ସୃଷ୍ଟି କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

ନୟାଗଡ ଜିଲ୍ଲାରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୨୮୩ଟି ମାମଲାଫଏସଲା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପରିବାରର ମହାନ ଉଦାରତା : ଉତ୍କଳ ହସ୍ପିଟାଲରେ ଜୀବନ ରକ୍ଷା ପାଇଁ ଶ୍ରୀମତୀ ଉର୍ମିଳା ହରିଚନ୍ଦନଙ୍କ ଯକୃତ ଦାନ

ପରିବାରର ମହାନ ଉଦାରତା : ଉତ୍କଳ ହସ୍ପିଟାଲରେ ଜୀବନ ରକ୍ଷା ପାଇଁ ଶ୍ରୀମତୀ ଉର୍ମିଳା ହରିଚନ୍ଦନଙ୍କ ଯକୃତ ଦାନ

March 15, 2026
କ୍ଷମା ମାଗନ୍ତୁ କୁଳପତି : ଓଡିଆ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଂକ ଦାବି

କ୍ଷମା ମାଗନ୍ତୁ କୁଳପତି : ଓଡିଆ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଂକ ଦାବି

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version