No Result
View All Result
ଓଡ଼ିଶା ତାଜା ନ୍ୟୁଜ (୬ ମାର୍ଚ୍ଚ ଶନିବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବାହାଡ ଝୋଲା ମାଣିକ ପାଟଣା ଗ୍ରାମରେ ସଙ୍କୀର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା
ଯୋଗଦେଇ ଉତ୍ସବ ପାଳନ ଦ୍ଵାରା କିପରି ଭାତ୍ରୁଭାବ ସହିତ ଏକତା ସୃଷ୍ଟି ହୋଇଥାଏ ତାହା ବର୍ଣ୍ଣନା କରିଥିଲେ ।ଦଶପଲ୍ଲା ବିଧାୟକ ଙ୍କ ସହିତ ବିଜେଡ଼ି ସଂଗଠକ ସଞ୍ଜୟ କୁମାର ସାହୁ ଏବଂ ଅଞ୍ଚଳର ବରିଷ୍ଠ ବିଜେଡ଼ି କର୍ମୀ ଯୋଗ ଦେଇଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)
No Result
View All Result