No Result
View All Result
ଓଡ଼ିଶା ତାଜା ନ୍ୟୁଜ (୮ ମାର୍ଚ୍ଚ ସୋମବାର ) ଗଣିଆ :- ନୟାଗଡ ଜିଲ୍ଲା ଗଣିଆ ବ୍ଲକ୍ ଅନ୍ତର୍ଗତ କାଦୁଆ ଓ ଦଶିପୁର ଗ୍ରାମ ରେ ସଙ୍କୀର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।

ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଉତ୍ସବ ପାଳନ ର ଉଦ୍ଦେଶ୍ୟ ସମ୍ପର୍କରେ ବର୍ଣ୍ଣନା କରିଥିଲେ।(ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)
No Result
View All Result