• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାରିଓ ମେଲେଟା ମେମୋରିଏଲ ଜିଲ୍ଲା ନକ୍ ଆଉଟ୍ କ୍ରିକେଟ ପ୍ରତିଯୋଗିତା ବୋଡାସମ୍ବର ସ୍ପୋର୍ଟିଂ ; ପଦ୍ମପୁର କୁ ହରାଇ ବ୍ଲୁ ଡାଇମଣ୍ଡ ବରଗଡ଼ ଚମ୍ପିୟାନ

Proprietor Abhimanyu Maharana by Proprietor Abhimanyu Maharana
March 9, 2021
in ଓଡ଼ିଶା, ବରଗଡ଼, ହୋମ୍
0
ମାରିଓ ମେଲେଟା ମେମୋରିଏଲ ଜିଲ୍ଲା ନକ୍ ଆଉଟ୍ କ୍ରିକେଟ ପ୍ରତିଯୋଗିତା ବୋଡାସମ୍ବର ସ୍ପୋର୍ଟିଂ ; ପଦ୍ମପୁର କୁ ହରାଇ ବ୍ଲୁ ଡାଇମଣ୍ଡ ବରଗଡ଼ ଚମ୍ପିୟାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୯ ମାର୍ଚ୍ଚ,ମଙ୍ଗଳବାର )ବରଗଡ଼ ,ସୋହେଲା :- ସୋହେଲା ମିନି ଷ୍ଟାଡିଅମ ଠାରେ ଚାଲିଥିବା ମାରିଓ ମେଳାଟା ମେମୋରିଏଲ ଜିଲ୍ଲା କ୍ରିକେଟ ନକ୍ ଆଉଟ୍ ପ୍ରତିଯୋଗିତାରେ ପଦ୍ମପୁର କୁ ହରାଇ ବରଗଡ଼ ଚମ୍ପିୟାନ ହୋଇଛି । ଟସ ଜିତି ବରଗଡ଼ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭର ରେ ୧୮୯ ରନ ସଂଗ୍ରହ କରିଥିଲେ । ବରଗଡ଼ ପକ୍ଷରୁ ଦେବେନ୍ଦ୍ର କୁଅଁର ସର୍ବାଧିକ ୫୦ , ଅମିତ ରାଉତ ୩୬, ଏମଡି ସଲିମ ୩୦ ରନ କରିଥିଲେ । ଏହାର ଜବାବରେ ପଦ୍ମପୁର ଦଳ ମାତ୍ର ୧୧୬ ରନ କରି ସମସ୍ତ ଉଇକେଟ ହରାଇଥିଲେ ଫଳରେ ବରଗଡ଼ ୭୩ ରନ ବ୍ୟବଧାନ ରେ ମ୍ୟାଚ ଜିତିନେଇ ଚମ୍ପିୟାନ ହୋଇଥିଲେ । ବରଗଡ଼ ପକ୍ଷରୁ ବି ବିଭାର ୪ ଉଇକେଟ, ଦେବେନ୍ଦ୍ର କୁଅଁର ୩ ଉଇକେଟ ନେଇଥିଲେ । ଦେବେନ୍ଦ୍ର କୁଅଁର ଫାଇନାଲ ମ୍ୟାଚ ର ତଥା ଟୁର୍ଣ୍ଣାମେଂଟ ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଥିଲେ ।

ଆଜିର ମ୍ୟାଚ କୁ ଅମ୍ପାୟାର ପ୍ରଦୀପ ଦାସ, ଶୁଭମ ପାତ୍ର ପରିଚାଳନା କରିଥିଲେ , ସନ୍ତୋଷ ମେହେର ସ୍କୋରର ଥିଲେ । ରିତେଶ ଅଗ୍ରବାଲ ଧାରବିବରଣୀ ପ୍ରଦାନ କରିଥିଲେ । ଉଦଯାପନି ସଭାରେ ଜିଲ୍ଲା କ୍ରିକେଟ ଏସୋସିଏସନ ବରଗଡ଼ ର ପୂର୍ବତନ ସଭାପତି ଅରୁଣ ମହାନ୍ତି ମୁଖ୍ୟ ଅତିଥି , ଜିଲ୍ଲା କ୍ରୀଡା ସଂସଦ ବରଗଡ ସାଧାରଣ ସମ୍ପାଦକ କିଶୋର ମିଶ୍ର, ଜିଲ୍ଲା କ୍ରିକେଟ ଏସୋସିଏସନ ସଭାପତି ହରିହର ପ୍ରଧାନ , ଜିଲ୍ଲା କ୍ରିକେଟ ଏସୋସିଏସନ ସମ୍ପାଦକ ରବିନାରାୟଣ ପଣ୍ଡା , ଉପ ସଭାପତି ଶୁଭ୍ରାଂଶୁ ମହାପାତ୍ର, ୱିଲସନ ସିଂ, ପ୍ରଦୀପ ସାହୁ, ଜିଲ୍ଲା କ୍ରୀଡା ସାଂସଦ ବରଗଡ଼ ର କ୍ରିକେଟ ସମ୍ପାଦକ ଅମିୟ ସାହୁ , , ବୋରାସମ୍ବର ସ୍ପୋର୍ଟିଂ ସଭାପତି ସୁନୀଲ ସାହୁ , ଏଥେଲେଟିକ ଏସୋସିଏସନ ସୋହେଲା ସଭାପତି ସତ୍ୟନାରାୟଣ ଦେବତା ସମ୍ମାନୀତ ଅତିଥି ଭାବରେ ମଞ୍ଚାସିନ ଥିଲେ । ଅଶ୍ୱିନୀ କୁମାର ପାତ୍ର ସଭା ପରିଚାଳନା କରିଥିଲେ । ( ରିପୋର୍ଟ – ସତ୍ୟ ନାରାୟଣ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version