• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଉ ନାହିଁ ନିସ୍ତାର , ଆକ୍ସନ ଅବତାରରେ ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
February 10, 2020
in ଓଡ଼ିଶା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଆଉ ନାହିଁ ନିସ୍ତାର , ଆକ୍ସନ ଅବତାରରେ ଅରୁଣ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ ) ଉଚ୍ଚଶିକ୍ଷା ବିଭାଗ 10/02/2020 :- ଭୁବନେଶ୍ୱର, ଉଚ୍ଚଶିକ୍ଷା ବିଭାଗର ଉପବିଭାଗ ଅଧିକାରୀ ଶ୍ରୀ କ୍ଷେତ୍ରବାସୀ ଗୋଚ୍ଛାୟତଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁଁ ନିଲଞ୍ଚନ କରାଯାଇଛି । ତାଙ୍କର ନିଲଞ୍ଚନ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯାଇଛି । ସୂଚନାଯୋଗ୍ୟ ଯେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଗତ ଜାନୁଆରୀ ୨୧ ତାରିଖରେ ନଅତାଲାସ୍ଥିତ ଉଚ୍ଚଶିକ୍ଷା ବିଭାଗ ଦ୍ୱିତୀୟ କ୍ୟା ̧ସ୍‌ ଅଚାନକ ଗସ୍ତ ସମୟରେ ଫାଇଲ୍‌ ପ୍ରକ୍ରିୟାରେ ଅହେତୁକ ବିଳଞ୍ଚ ସଂ ପର୍କରେ ଜାଣିବାକୁ ପାଇଥିଲେ ।

ଫାଇଲ୍‌ଟି ୬ ମାସରୁ ଊଦ୍ଧ୍ୱର୍କାଳ କାର୍ଯ୍ୟକାରୀ ନହୋଇ ପଡ଼ିରହିଥିବାରୁ ମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିବା ସହିତ ଏହାର ତଦନ୍ତ କରି କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ଅଧିକାରୀଙ୍କ ବିରୁଦ୍ଧରେ କାଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ତଦନ୍ତ କରାଯିବା ପରେ ଉ ପବିଭାଗ ଅଧିକାରୀ ଶ୍ରୀ କ୍ଷେତ୍ରବାସୀ ଗୋଚ୍ଛାୟତଙ୍କୁ ଫାଇଲ୍‌ ପ୍ରକି୍ରୟାରେ ଅବହେଳା ପାଇଁ ତୁରନ୍ତ କାର୍ଯ୍ୟରୁ ନିଲଞ୍ଚନ କରିଛନ୍ତି । ୫‘ଟି’ ଆଧାରରେ କାର୍ଯ୍ୟ କରି ଫାଇଲ୍‌ ପ୍ରକ୍ରିୟାରେ ପାରଦର୍ଶିତା ଆଣିବା ପାଇଁ ମନ୍ତ୍ରୀ ଡ. ସାହୁଙ୍କ ବାରଞ୍ଚାର ତାଗିଦ୍‌ ସତ୍ତେ୍ୱ ଉ ପବିଭାଗ ଅଧିକାରୀ ଶ୍ରୀ ଗୋଚ୍ଛାୟତଙ୍କ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ ନିମନ୍ତେ ତାଙ୍କୁ କାର୍ଯ୍ୟରୁ ନିଲଞ୍ଚନ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version