• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ଆଗୁଆ ପଦକ୍ଷେପ ନେଇ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 11, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ଆଗୁଆ ପଦକ୍ଷେପ ନେଇ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୧ ମାର୍ଚ୍ଚ ୨୦୨୧, ଗୁରୁବାର ) ପାରଳାଖେମୁଣ୍ଡି :- ଗରୁଡ଼ ଧ୍ୱଜ ଚୌଧୁରୀ ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁନିୟନ ବ୍ୟାଙ୍କ’ର ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଗ୍ରୀଷ୍ମ ପ୍ରବାହ’କୁ ଦୃଷ୍ଟ ଆଗରେ ରଖି ଏହାର ମୁକାବିଲା କିଭଳି କରାଯିବ ସେ ନେଇ ଏକ ଜିଲ୍ଲା ସ୍ତରୀୟ ଏକ ଆଗୁଆ ପଦକ୍ଷେପ ବୈଠକ ଜିଲ୍ଲାପାଳ ଅନୁପମ ସାହା’ଙ୍କ ଅଧ୍ୟକ୍ଷତା’ରେ ଅନୁଷ୍ଠିତ ହୋଇଯାଇଛି।। ଏହି ବୈଠକରେ ଡିଆରଡିଏ: ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ମହେଶ ଚୌଧୁରୀ , ଉପ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଓ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ତଥା ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଶ୍ରୀ ସରୋଜ କୁମାର ବେହେରା ପ୍ରମୁଖ ମଞ୍ଚାସିନ ଥିଲେ।। ଏହି ବୈଠକ’ରେ ଜିଲ୍ଲା’ର ସମସ୍ତ ବ୍ଲକ’ର ବିଡ଼ିଓ’ଙ୍କ ସମେତ , ଜିଲ୍ଲା ଓ ବ୍ଲକ ସ୍ତର’ର ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ’କୁ କିପରି ମୁକାବିଲା କରା ଯାଇପାରିବ , ସେ ସମ୍ପର୍କ’ରେ ଆଲୋଚନା ହୋଇଥିଲା ।

ଜିଲ୍ଲାସ୍ତର’ରେ ଏଥି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷ’ରୁ କଣ୍ଟ୍ରୋଲ ରୁମ ଖୋଲା ଯିବା , ଜିଲ୍ଲା’ର ସାତଟି ବ୍ଳକରେ ପାନୀୟ ଜଳର ବ୍ୟବସ୍ଥା ଓ ଅଚଳ ନଳକୂପକୁ ସଚଳ କରିବା ସହ ଆବଶ୍ୟକ ସ୍ଥଳେ ନୂତନ ନଳକୂପ ଖୋଳିବା , ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଓଆରଏସ: ଓ :ସାଲାଇନ ମହଜୁଦ ରଖିବା , ବିଭିନ୍ନ ସ୍କୁଲ, , କଲେଜ , ଅଙ୍ଗନବାଡି କେନ୍ଦ୍ର ରେ ଜଳର ସୁବ୍ୟବସ୍ଥା କରିବା , ପୌର ପରିଷଦ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ’ରେ ତୁରନ୍ତ ଜଳଛତ୍ର ଖୋଲିବା, ସହର’ରେ ଜଳ ଯୋଗାଣ ସୂଚାରୁ ରୂପେ ଯୋଗାଇବା , ଜଙ୍ଗଲ ଓ ବନ୍ୟଜନ୍ତୁ’ଙ୍କ ସୁରକ୍ଷା କରାଯିବା , ବନ୍ୟଜନ୍ତୁ’ଙ୍କୁ ଯେପରି ଜଳ ର ଅଭାବ ନ ହେବ ଓ ଜଙ୍ଗଲ ରେ ନିଆଁ ନ ଲାଗିବ ସେଥିପ୍ରତି ଦୃଷ୍ଟି ଦେବା , ପଞ୍ଚାୟତ ଓ ଗ୍ରାମ୍ୟ ସ୍ତରରେ ଜଳ ଛତ୍ର ଖୋଲିବା , ଅଚଳ ନଳକୂପ’କୁ ସଚଳ କରିବା ଓ ଗ୍ରାମ’ରେ ଜଳ ଯୋଗାଣ’ର ସୁବ୍ୟବସ୍ଥା କରିବା ପ୍ରଭୃତି ଉପରେ ଆଗୁଆ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳ ଶ୍ରୀ ଅନୁପମ ସାହା ବିଭାଗୀୟ ଅଧିକାରୀ ଓ ବିଡ଼ିଓ ମାନଙ୍କୁ ପରାମର୍ଶ ଦେଇଥିଲେ ।(ପାରଳାଖେମୁଣ୍ଡି/ଗରୁଡ଼ ଧ୍ୱଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version