ସିକ୍ରୀଡ଼ା ଜାଗର ଯାତ୍ରା ଉତ୍ସବ ରେ ଦଶପଲ୍ଲା ବିଧାୟକ ଙ୍କ ଯୋଗଦାନ

ଓଡ଼ିଶା ତାଜା ନ୍ୟୁଜ (୧୧ ମାର୍ଚ୍ଚ ୨୦୨୧, ଗୁରୁବାର ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ସିକ୍ରୀଡ଼ା ଗ୍ରାମରେ ଜାଗର ଯାତ୍ରା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,

ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ,ସମ୍ପାଦକ ରମେଶ ଚନ୍ଦ୍ର ପ୍ରଧାନ,ବିଜେଡ଼ି ସଂଗଠକ ତଥା ପୂର୍ବତନ ସମିତି ସଭ୍ୟ ଦିଲ୍ଲୀପ କୁମାର ଦଳ ବେହେରା,ପଞ୍ଚାୟତ ବିଜେଡ଼ି ସଭାପତି ପ୍ରମୁଖ ଯୋଗ ଦେଇଥିଲେ।