• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପବିତ୍ର ମହାଶିବରାତ୍ରି ଅବସରରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିଲା – ନିର୍ଦ୍ଧାରିତ ସମୟର ୧୫ ମିନିଟ ପୂର୍ବରୁ ମହାଦୀପ ଉଠିଲା

Proprietor Abhimanyu Maharana by Proprietor Abhimanyu Maharana
March 12, 2021
in ଓଡ଼ିଶା, ମହାନଗର, ହୋମ୍
0
ପବିତ୍ର ମହାଶିବରାତ୍ରି ଅବସରରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିଲା –  ନିର୍ଦ୍ଧାରିତ ସମୟର ୧୫ ମିନିଟ ପୂର୍ବରୁ ମହାଦୀପ ଉଠିଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୧ ମାର୍ଚ୍ଚ ୨୦୨୧, ଗୁରୁବାର) ଭୁବନେଶ୍ୱର :- ଶ୍ରୀଲିଙ୍ଗରାଜ ପୀଠର ଉଠିଲା ମହାଦୀପ, ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ମହାଦୀପ । ପାରମ୍ପରିକ ବେଢ଼ା ପରିକ୍ରମା ପରେ ମହାଦୀପ ଉଠିଥିଲା । ପବିତ୍ର ମହାଶିବରାତ୍ରି ଅବସରରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିଲା । ସଅଳ ନୀତିକାନ୍ତି ଶେଷ ହେବା ପରେ ମହାଦୀପ ଉଠିଥିଲା । ନିର୍ଦ୍ଧାରିତ ସମୟର ୧୫ ମିନିଟ ପୂର୍ବରୁ ମହାଦୀପ ଉଠିଲା ।

ଏହି ସମୟରେ ଜୟ ଶ୍ରୀଲିଙ୍ଗରାଜ ଧ୍ବନୀରେ ପ୍ରକମ୍ପିତ ହୋଇ ଉଠିଲା ଏକାମ୍ର କ୍ଷେତ୍ର । ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଗୁରୁବାର ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଜାଗରଯାତ୍ରା ଅନୁଷ୍ଠିତ ହୋଇଛି । ଆଜି କୋଭିଡ୍ କଟକଣା ଭିତରେ ଏକାମ୍ର କ୍ଷେତ୍ରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳିତ ହୋଇଛି । ଶ୍ରୀଲିଙ୍ଗରାଜ ମନ୍ଦିରରେ ରାତି ପ୍ରାୟ ୯ଟା ୪୦ ସମୟରେ ମହାଦୀପ ଉଠିଛି ।

ଶ୍ରୀଜୀଉଙ୍କ ଜାଗର ଯାତ୍ରା ଅବସରରେ ୭ ଥର ଲିଙ୍ଗରାଜ ମନ୍ଦିର ବେଢ଼ା ପରିକ୍ରମା ପରେ ୫ ଜଣ ସମର୍ଥା ମହାଦୀପ ଉଠାଇଛନ୍ତି । ଧାର୍ଯ୍ୟ ସମୟର ପୂର୍ବରୁ ଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିଛି । ହର ହର ମହାଦେବ ଧ୍ୱନିରେ କମ୍ପିଥିଲା ଲିଙ୍ଗରାଜ ମନ୍ଦିର ପରିସର । ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ଧାର୍ଯ୍ୟ ହୋଇଥିଲା ।

ଶ୍ରୀଲିଙ୍ଗରାଜଙ୍କ ସନ୍ଧ୍ୟା ଆଳତି ଓ ଟେରାଫିଟା ନୀତି ଶେଷ ହେବା ପରେ ଶ୍ରୀଜିଉଙ୍କ ଯାତ୍ରା ପୂଜା ଓ ବେଢ଼ା ନୀତି ଅନୁଷ୍ଠିତ ହୋଇଥିଲା । ଏହା ପରେ ମହାଦୀପ ଉଠିବା ନେଇ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ରାତି ସାଢ଼େ ୯.୪୦ରେ ମହାଦୀପ ଉଠିଛି ।

ଏହାପରେ ସାହାଣମେଲା ଦର୍ଶନ ରାତ୍ର ୧୦ରୁ ୧୧, ଚାରି ପ୍ରହର ପୂଜା ରାତ୍ର ୧୧. ୩୦ରୁ ୩.୩୦, ହରିହର ଭେଟ ଭୋର ୩.୩୦ରୁ ୪.୩୦ ପର୍ଯ୍ୟନ୍ତ ଚାଲିବ । ଭୋର୍ ୪.୩୦ରୁ ସକାଳ ୫.୧୫ ପର୍ଯ୍ୟନ୍ତ ବଡ଼ ସିଂହାର ଓ ପହୁଡ଼ ନୀତିକାନ୍ତି ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ମହାଶିବରାତ୍ରୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୀଠ ।

କୋଭିଡ୍ କଟକଣା ଭିତରେ ଭୋରରୁ ପୀଠରେ ନୀତିକାନ୍ତି ଚାଲିଛି । ଏହାସହ ମନ୍ଦିରରେ ଭକ୍ତଙ୍କ ନାହିଁ ନଥିବା ଭିଡ଼ ବି ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁମାନେ ନିର୍ଜଳ ଉପବାସ ରଖିବା ସହ ଦୀପ ଜାଳି ଶିବଙ୍କ ଉପାସନା କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version