• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶାସୋଳ ଇଶାଣେଶ୍ୱର ପ୍ରିମିୟର ଲିଗ୍ କ୍ରୀକେଟ ଟୁର୍ଣ୍ଣାମେଣ୍ଟ -କଟକ

Proprietor Abhimanyu Maharana by Proprietor Abhimanyu Maharana
March 13, 2021
in ଓଡ଼ିଶା, କଟକ, କ୍ରୀଡ଼ା, ଖେଳ, ରାଜନୀତି, ହୋମ୍
0
ଶାସୋଳ ଇଶାଣେଶ୍ୱର ପ୍ରିମିୟର ଲିଗ୍ କ୍ରୀକେଟ ଟୁର୍ଣ୍ଣାମେଣ୍ଟ -କଟକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ମାର୍ଚ୍ଚ ଶନିବାର )  କଟକ :- କଟକ ସଦର ବ୍ଲକ ଆମଣ ପଞ୍ଚାୟତର , ଶାସୋଳ ଗ୍ରାମର ଇଷାଣେଶ୍ୱର ପ୍ରିମିୟର ଲିଗ୍ ରାତ୍ରିକାଳୀନ କ୍ରୀକେଟ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ସନ୍ଧ୍ୟାରେ ଆରମ୍ଭ ହୋଇଛି । ଯୁବନେତା ସଞ୍ଜୟ କୁମାର ମହାନ୍ତିଙ୍କ ଦ୍ୱାରା ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟକୁ, ରାଜ୍ୟ ବିଜେଡ଼ି ସଂପାଦକ ତଥା ରାଜ୍ୟ ଉଠା ଜଳସେଚନ ନିଗମର ଯୁବ ଅଧ୍ୟକ୍ଷ ଅମରେଶ ପତ୍ରୀ ଫିତା କାଟି କ୍ରୀକେଟ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ । ଆୟୋଜିତ ଉସ୍ଚବରେ ପୂର୍ବତନ କ୍ରୀଡା ମନ୍ତ୍ରୀ ତଥା ବର୍ତ୍ତମାନର କଟକ ସଦର ବିଧାୟକ, ଚନ୍ଦ୍ର ସାରଥୀ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଲେ ଯେ,ପ୍ରତ୍ୟେକ ଖେଳୁଆଡ଼ ଯୁବକଙ୍କ ମଧ୍ୟରେ ଡିସିପ୍ଲିନ ବା ଶୃଙ୍ଖଳା ରହିବା ଦରକାର ।

ଯେଉଁ ମାନେ ଶୃଙ୍ଖଳିତ ହୋଇ ଖେଳନ୍ତି ସେମାନେ ସଫଳତା ହାସଲ କରିଥାନ୍ତି । କ୍ରୀଡା ଶରୀରକୁ ନିରୋଗ ରଖିବା ସହତ କାର୍ଯ୍ୟ କରିବାକୁ ଆଗ୍ରହ ସୃଷ୍ଟି କରିବା ସହିତ ପରସ୍ପର ମଧ୍ୟରେ ଭାଇଚାରା ସୃଷ୍ଟି କରିଥାଏ ବୋଲି କହିଥିଲେ । ବିଧାୟକ ଚନ୍ଦ୍ର ସାରଥୀ ଵେହେରା ବ୍ୟାଟିଂ ଏବଂ ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ଅମରେଶ ପତ୍ରି ବୋଲିଙ୍ଗ କରି ଟୁର୍ଣ୍ଣାମେଣ୍ଟର ଖେଳକୁ ଆରମ୍ଭ କରିଥିଲେ । ପ୍ରଥମ ମ୍ୟାଚ ଇଶାଣେଶ୍ୱର ଇଲେଭେନ୍ ଟିମ ବନାମ ସ୍ୱର୍ଣ୍ଣଦେବୀ ଟିମ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଇଷାଣେଶ୍ୱର ଇଲେଭେନ୍ ଵ୍ୟାଟିଙ୍ଗ ନେଇ ୯୦ ରନ କରିଥିଲା ବେଳେ , ସ୍ୱର୍ଣ୍ଣଦେବୀ ଟିମ ୮୭ ରନ କରିଥିଲା ।

ଇଷାଣେଶ୍ୱର ଟିମ ବିଜୟୀ ହୋଇ ପରବର୍ତ୍ତୀ ମ୍ୟାଚ ଖଳିଵାକୁ ଯୋଗ୍ୟ ବିବେଚିତ ହୋଇଥିଲା । ଏହି ଟୁର୍ଣ୍ଣାମେଣ୍ଟରେ ନାରାୟଣୀ ଇଲେଭେନ୍ପା, କନକଦୂର୍ଗା ,ମା, କେନ୍ଦୁଆଣୀଙ୍କ ସମେତ ପାଞ୍ଚ ଗୋଟି ଟିମ ଅଂଶ ଗ୍ରହଣ କରିଥିଲେ । ଆୟୋଜିତ ଉସ୍ଚବରେ ଆମଣ ସରପଞ୍ଚ ପୁନାନନ୍ଦ ଭୋଇ , କଟକ ସଦର ବ୍ଲକ ବିଜେଡ଼ି ସଭାପତି ପ୍ରମୋଦ ମହାପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଜୀବନ ସାମନ୍ତରାୟ, ଶୁଭ୍ରାଂଶୁ ମିଶ୍ର,ସମିତି ସଭ୍ୟା ଶୁଭାସିନୀ ସେଠୀ ଅଜିତ ରାଉତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଖେଳ ପରିଚାଳନା କରିଥିଲେ ମନୋଜ ଦଳାଇ, ଅତିଶ ଜେନା, ସୁବ୍ରତ ଜେନା, ଲୋକନାଥ ଦାସ,ବିଶ୍ୱରଞ୍ଜନ ମହାନ୍ତି ,ସୁନିଲ ସାମନ୍ତରାୟ,ତନ୍ମୟ ଦଳାଇ, ଦିବ୍ୟ ରଞ୍ଜନ ପ୍ରଧାନ ପ୍ରମୁଖ ।   (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version