• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ ପୁଣି ଏକ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଘଟଣା ଜିଲ୍ଲାରେ ସୃଷ୍ଟି କରିଛି ଚାଞ୍ଚଲ୍ୟ 

Proprietor Abhimanyu Maharana by Proprietor Abhimanyu Maharana
March 14, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ ପୁଣି ଏକ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଘଟଣା ଜିଲ୍ଲାରେ ସୃଷ୍ଟି କରିଛି ଚାଞ୍ଚଲ୍ୟ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ମାର୍ଚ୍ଚ ଶନିବାର )ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାରେ ପୁଣି ଏକ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଘଟଣା ସାମନାକୁ ଆସିଛି । ଗତ ୭ ତାରିଖ ଦିନ ଗୁରାଣ୍ଡି ଥାନା ଅଞ୍ଚଳରେ ପ୍ରେମୀ ଯୁଗଳଙ୍କ ରକ୍ତାକ୍ତ ମୃତଦେହ ପ୍ରେମିକାର ଘରୁ ପୋଲିସ ଉଦ୍ଧାର କରି ଘଟଣାର ତଦନ୍ତ ଚାଲିଥିବା ବେଳେ ପୁଣି ଅନ୍ୟଏକ ପ୍ରେମୀ ଯୁଗଳଙ୍କ ମୃତଦେହକୁ ଏକ ଗଛରୁ ଆର୍ ‌. ଉଦୟଗିରି ପୋଲିସ ଉଦ୍ଧାର କରି ଥିବା ସୂଚନା ମିଳିଛି । ଏହି ଘଟଣା ଘଟିଛି ଆର୍‌ . ଉଦୟଗିରି ଥାନା ଅନ୍ତଗତ ପୁରୁଣାପାଣି ପଞ୍ଚାୟତର ଦୁର୍ଗମ ତଥା ଅମୁହାଁ ଗାଁ ଦଲିଖତ ଗ୍ରାମରେ । ପ୍ରେମୀ ଯୁଗଳ ଆତ୍ମହତ୍ୟା କାରଣ ସ୍ପଷ୍ଟ ହୋଇ ନାହିଁ । ପ୍ରେମୀ ଯୁଗଳଙ୍କ ଏହି ଆତ୍ମହତ୍ୟା ଘଟଣା ସମ୍ପୃକ୍ତ ଅଞ୍ଚଳରେ ବେସ ଆଲୋଡନ ସୃଷ୍ଟି ହୋଇଥିବା ସହ ସାଧାରଣଙ୍କ ଠାରେ ଦୁଃଖର କାରଣ ସାଜିଛି । ମୃତକ ଦ୍ୱୟ ହେଲେ ନୂଆ ସାହିର ଟିମା ଦଳାଇ (୨୨) ଓ ଦଳିଖତ ଗ୍ରାମର ନବିତା ନାୟକ । ସେମାନେ ଜୁରୁଡା ପାହାଡ ଉପରେ ଥିବା ଏକ ଗମ୍ଭାରୀ ଗଛରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି । ଉଭୟଙ୍କ ମଧ୍ୟରେ ୮ ମାସ ପୂର୍ବେ ପ୍ରେମ ସଂପର୍କ ଗଢି ଉଠିଥିଲା । ପରେ ଭୟଙ୍କ ପରିବାରର ସହମତିରେ ବାହାଘର ନିଷ୍ପତ୍ତି ମଧ୍ୟ ହୋଇଥିଲା । ଚଳିତ ମାସ ୨୧ ତାରିଖକୁ ବାହାଘର ଦିନ ଧାର୍ଯ୍ୟ ମଧ୍ୟ ହୋଇ ସାରିଥିଲା ।

ତଥାପି ଉଭୟ କେଉଁ କାରଣରୁ ଆତ୍ମହତ୍ୟା କଲେ ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ପୁଅର ବାପା ମାଧବ ଦଳାଇ ଓ ଝିଅର ବାପା ଚିତ୍ରସେନ ନାୟକ ଉଭୟ ଆତ୍ମହତ୍ୟା ଖବରରେ ଭାଙ୍ଗି ପଡିଥିବା ବେଳେ ଆତ୍ମହତ୍ୟାର କରାଣ କଣ ଜାଣି ନଥିବା କହିଛନ୍ତି । ଏହି ଘଟଣାଟି ଗତ ୯ ତାରିଖ ଦିନ ଘଟିଛି । ହେଲେ ଘଟଣା ସ୍ଥଳଟି ଅତ୍ୟନ୍ତ ଦୁର୍ଗମ ଓ ପାହାଡ ଉପରେ ଘଟିଥିବାରୁ ୧୧ ତାରିଖ ଦିନ ଲୋକଲୋଚନକୁ ଆସିଥିଲା । ସେହି ୧୧ ତାରିଖ ଦିନ ପୋଲିସ ଖବର ପାଇ ଆର୍‌.ଉଦୟଗିରି ଥାନା ଠାରୁ ୬୦ କିଲୋମିଟର ଦୂରରେ ଥିବା ଘଟଣା ସ୍ଥଳକୁ ୫କିମି ପାହାଡ ପାଦ ଚଲାରେ ଉଠି ପ୍ରେମୀ ଯୁଗଳଙ୍କ ଉଭୟ ମୃତ ଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଥିଲେ । ୧୨ ତାରିଖ ଦିିନ ଶବ ବ୍ୟବଚ୍ଛେଦ ହେବାପରେ ପରିବାର ବର୍ଗଙ୍କୁ ଶବ ଦୁଇଟିକୁ ହସ୍ତାନ୍ତର କରାଯାଇଥିଲା । ପ୍ରେମୀ ଯୁଗଳଙ୍କ ଶବକୁ ସେମାନଙ୍କ ନିଜ ନିଜ ଗ୍ରାମରେ ନିଜ ନିଜ ପ୍ରଥା ଅନୁଯାୟୀ ୧୨ ତାରିଖ ଦିନ ସନ୍ଧ୍ୟାରେ ସତ୍କାର କରାଯାଇଥିବା ଜଣାଯାଇଛି । ଏନେଇ ଆର୍ ‌. ଉଦୟଗିରି ଥାନାରେ ପୃଥକ ଭାବେ ଦୁଇ ଗୋଟି ଅପମୃତ୍ୟୁ ମାମଲା ୪/୨୧ ଓ ୫/୨୧ ରୁଜୁ କରି ତଦନ୍ତ ଚାଲିଥିବାର ଏସ୍‌ଆଇ ମୁକେଶ ଲାକ୍ରା ସୂଚନା ଦେଇଛନ୍ତି । ( ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version