• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟପାଳଙ୍କ ଦ୍ୱାରା ଟର୍ଣ୍ଣ ଆରାଉଣ୍ଡ ଇଣ୍ଡିଆ – ୨୦୨୦ ପୁସ୍ତକ ଉନ୍ମୋଚିତ

Proprietor Abhimanyu Maharana by Proprietor Abhimanyu Maharana
March 14, 2021
in ଓଡ଼ିଶା, ଗଞ୍ଜାମ, ମହାନଗର, ହୋମ୍
0
ରାଜ୍ୟପାଳଙ୍କ ଦ୍ୱାରା ଟର୍ଣ୍ଣ ଆରାଉଣ୍ଡ ଇଣ୍ଡିଆ – ୨୦୨୦ ପୁସ୍ତକ ଉନ୍ମୋଚିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ମାର୍ଚ୍ଚ , ରବିବାର ) ଭୁବନେଶ୍ୱର :- ବ୍ୟକ୍ତିର ବିକାଶ ହିଁ ରାଷ୍ଟ୍ର ନିର୍ମାଣର ଆଧାର ହେବା ଦରକାର । ପ୍ରଗତି ପ୍ରକ୍ରିୟାରେ ଅନ୍ତର୍ଭୁକ୍ତି ବିକାଶଧାରାକୁ ପ୍ରୟୋଗ କରିବା ଆବଶ୍ୟକ । ଭାରତ ଦ୍ରୁତ ପ୍ରଗତି ପଥରେ ଅଗ୍ରସର ହେଉଛି । ବିକାଶ ନିମନ୍ତେ ଅନୁକୂଳ ପରିବେଶ ନିର୍ମାଣ ହୋଇଛି ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରକାଶ କରିଛନ୍ତି । ଆଜି ରାଜଭବନରେ ଆର୍‌.ପି. ଗୁପ୍ତାଙ୍କ ଦ୍ୱାରା ଲିଖିତ ଟର୍ଣ୍ଣ ଆରାଉଣ୍ଡ ଇଣ୍ଡିଆ ୨୦୨୦ ପୁସ୍ତକକୁ ଉନ୍ମୋଚନ କରି ରାଜ୍ୟପାଳ ପ୍ରଫେସର ଲାଲ କହିଲେ ଯେ ବିଶ୍ୱସ୍ତରୀୟ ପ୍ରତିଦ୍ୱନ୍ଦିତାମୂଳକ ପରିସ୍ଥିତି ଯେତିକି ଆହ୍ୱାନ ଦେଇଛି, ସେତିକି ସୁଯୋଗ ସୃଷ୍ଟି ମଧ୍ୟ କରିଛି । ଆହ୍ୱାନକୁ ସୁଯୋଗରେ ପରିଣତ କରିବା ପାଇଁ ଭାରତର ଶକ୍ତି ଓ ସାମର୍ଥ୍ୟ ରହିଛି । ଓଡ଼ିଶାରେ ମିଶନ ଶକ୍ତି ମାଧ୍ୟମରେ ଏକ ଅର୍ଥନୈତିକ ବିପ୍ଳବ ସଂଘଟିତ ହୋଇଛି ।

ଓଡ଼ିଶାର ପାରମ୍ପରିକ ଉତ୍ପାଦିତ ସାମଗ୍ରୀ ଠିକଣା ଭାବରେ ଉପସ୍ଥାପନ କରିପାରିଲେ ଓଡ଼ିଶାର ଅର୍ଥନୀତି ଆହୁରି ସୁଦୃଢ଼ ହେବ ବୋଲି ରାଜ୍ୟପାଳ ମତ ପ୍ରକାଶ କରିଛନ୍ତି । ଓଡ଼ିଶା ବିଧାନସଭାର ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ସ୍ୱାଧୀନତା ପରବର୍ତ୍ତୀ ଭାରତୀୟ ଅର୍ଥନୀତିର ଉତ୍ସାହଜନକ ଅଭିବୃଦ୍ଧିର ଆକଳନ କରି ଓଡ଼ିଶାର ପ୍ରଗତିର ରୂପରେଖ ସଂପର୍କରେ ସୂଚନା ଦେଇଥିଲେ । ପୁସ୍ତକର ଲେଖକ ଆର୍‌.ପି. ଗୁପ୍ତା ପୁସ୍ତକ ସଂପର୍କରେ ବିଷଦ ସୂଚନା ଦେବା ସହ ଅର୍ଥନୀତିର ଅଭିବୃଦ୍ଧି ପାଇଁ ବିଭିନ୍ନ କ୍ଷେତ୍ରରେ ଦୃଢ଼ ଓ ଦୂରଦୃଷ୍ଟିସଂପନ୍ନ ପଦକ୍ଷେପ ନେବାକୁ ମତ ରଖିଥିଲେ । ପୁସ୍ତକର ସଂପାଦକ ଅଶୋକ କୁମାର ପଣ୍ଡା ପୁସ୍ତକରେ ସନ୍ନିବେଶିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋକପାତ କରିଥିଲେ । ବିଶିଷ୍ଟ ସାମ୍ବାଦିକ ଓ ସ୍ତମ୍ଭକାର ଅକ୍ଷୟ କୁମାର ସାହୁଙ୍କ ସଂଯୋଜନାରେ ଆୟୋଜିତ ଉନ୍ମୋଚନ ଉତ୍ସବରେ ବହୁ ବିଦ୍ୱାନ ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version