• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭାରେ ଶାସକ ଓ ବିରୋଧୀ ସଦସ୍ୟଙ୍କ ହଙ୍ଗାମା : ଫଳରେ ଗୃହ ଅଚଳ – ସୋମବାର ପର୍ଯ୍ୟନ୍ତ ମୁଲତବି

Proprietor Abhimanyu Maharana by Proprietor Abhimanyu Maharana
March 15, 2021
in ଓଡ଼ିଶା, ଦେଶ, ମହାନଗର, ରାଜନୀତି, ହୋମ୍
0
ବିଧାନସଭାରେ ଶାସକ ଓ ବିରୋଧୀ ସଦସ୍ୟଙ୍କ ହଙ୍ଗାମା : ଫଳରେ ଗୃହ ଅଚଳ – ସୋମବାର ପର୍ଯ୍ୟନ୍ତ ମୁଲତବି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ମାର୍ଚ୍ଚ ,ରବିବାର ) ଭୁବନେଶ୍ୱର :- ବିଧାନସଭାରେ ଶାସକ ଓ ବିରୋଧୀ ସଦସ୍ୟଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା । ଫଳରେ ଗୃହ ଅଚଳ ହୋଇଯାଇଥିଲା ଏବଂ ପରବର୍ତ୍ତୀ ସମୟରେ ଗୃହକୁ ସୋମବାର ପର୍ଯ୍ୟନ୍ତ ମୁଲତବି ଘୋଷଣା  ହୋଇଥିଲା । ତେବେ ହଟ୍ଟଗୋଳ ଭିତରେ ୮ଟି ବିଲ୍ ଉପସ୍ଥାପନ କରାଯାଇଥିଲା । ଆଜି ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ସଦସ୍ୟଙ୍କ ହଙ୍ଗାମା ଓ ହଟ୍ଟଗୋଳ ଭିତରେ ଗୃହକୁ ସୋମବାର ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।  ଅପରାହ୍ଣ ୪ଟା ପରେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ଏହି ସମୟରେ ୮ଟି ବିଲ୍ ଉପସ୍ଥାପନ ହୋଇଥିଲା । ତେବେ ଗୃହରେ ଉଭୟ ଶାସକ ଏବଂ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ତେଣୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ସୋମବାର ଯାଏଁ ମୁଲତବୀ ଘୋଷଣା କରିଥିଲେ ।

ପୂର୍ବାହ୍ନ ସାଢେ ୧୧ଟା ପରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ଉଭୟ ଶାସକ ଓ ବିରୋଧୀ ପୁଣି ଗୃହରେ ହଙ୍ଗାମା କରିଥିଲେ । ଫଳରେ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା । ପ୍ରଥମଥର ପାଇଁ ଶାସକ ଦଳର ସଭ୍ୟମାନେ ଗୃହର ମଧ୍ୟ ଭାଗକୁ ଆସି ହଙ୍ଗାମା କରିଥିଲେ । ଗତକାଲି ବିଧାନସଭାରେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଆଜି ବିଜେଡି ବିଧାୟକମାନେ ପ୍ରଥମେ ନିଜ ନିଜ ଆସନରେ ବସି ପାଟିତୁଣ୍ଡ କରିଥିଲେ । ଏହାପରେ ଗୃହର ମଧ୍ୟ ଭାଗକୁ ଆସି ପ୍ରବଳ ହଙ୍ଗାମା କରଥିଲେ । ବିରୋଧୀ ଦଳର ସଦସ୍ୟଙ୍କ ଏଭଳି ଆଚରଣ ଗୃହର ମର୍ଯ୍ୟାଦା ଭଙ୍ଗ କରିଛି ବୋଲି ଶାସକ ଦଳର ସଭ୍ୟମାନେ ଅଭିଯୋଗ ଆଣିଛନ୍ତି । ଅପରପକ୍ଷରେ ପୁଣି ମଣ୍ଡି ଓ ଚାଷୀ ପ୍ରସଙ୍ଗ ଉଠାଇ ବିଜେପି ଓ କଂଗ୍ରେସ ସଦସ୍ୟ ମଧ୍ୟ ଗୃହ ଭିତରେ ପ୍ରବଳ ପାଟିତୁଣ୍ଡ କରିଥିଲେ । ଉଭୟ ଶାସକ ଓ ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଫଳରେ ଗୃହ ବାରମ୍ବାର ମୁଲତବୀ ଯୋଗୁଁ ଚାଲିପାରିନଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version