• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୂତଳ ଜଳ ବ୍ୟବହାରକୁ ନେଇ ହୋଇଥିବା କଟକଣାକୁ – କେହି ମାନୁନାହାନ୍ତି

Proprietor Abhimanyu Maharana by Proprietor Abhimanyu Maharana
March 15, 2021
in ଓଡ଼ିଶା, ମହାନଗର, ହୋମ୍
0
ଭୂତଳ ଜଳ ବ୍ୟବହାରକୁ ନେଇ ହୋଇଥିବା କଟକଣାକୁ – କେହି ମାନୁନାହାନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ମାର୍ଚ୍ଚ ସୋମବାର ) ଭୁବନେଶ୍ୱର :- ଭୂତଳ ଜଳ ବ୍ୟବହାରକୁ ନେଇ ହୋଇଥିବା କଟକଣାକୁ କେହି ମାନୁନାହାନ୍ତି । ଏଥିଯୋଗୁ ଭୂତଳ ଜଳସ୍ତର ନିମ୍ନଗାମୀ ହେଉଛି । ଫଳରେ ଗ୍ରୀଷ୍ମମାସରେ ଜଳସ୍ତର ଅଧିକ ନିମ୍ନଗାମୀ ହୋଇ ନଳକୂପ, କୂଅ ଆଦିରୁ ପାଣି ଶୁଖିଯାଉଛି। ଏହିକ୍ରମରେ ମାଲକାନଗିରି ଜିଲା କୁଡୁମୁଲୁଗୁମ୍ମା ବ୍ଲକ ଅଞ୍ଚଳରେ ମୌସୁମୀ ପୂର୍ବରୁ ସର୍ବାଧିକ ଭୂତଳ ଜଳସ୍ତର ହ୍ରାସ ପାଉଥିବା ହାଇଡ୍ରୋ ମେଟ୍ରିକ ନିର୍ଦ୍ଦେଶାଳୟରୁ ମିଳିଥିବା ତଥ୍ୟରୁ ଜଣାପଡ଼ିଛି। ଗତ ୧୨ ତାରିଖରେ ଗ୍ଲୋବାଲ ୱାର୍ମିଂ ସଂକ୍ରାନ୍ତରେ ଲୋକ ସଭା ପ୍ରଶ୍ନସଂଖ୍ୟା ୭୪୫୭ର ଉତ୍ତରରେ ହାଇଡ୍ରୋମେଟ୍ରି ନିର୍ଦ୍ଦେଶକ ଗତ ୩ ବର୍ଷର ଭୂତଳ ଜଳସ୍ତରର ତଥ୍ୟ ଦାଖଲ କରିଛନ୍ତି ।

ଉକ୍ତ ତଥ୍ୟରେ ମାଲକାନଗିରି ଜିଲା  କୁଡୁମୁଲୁଗୁମ୍ମା ଓ ଖଇରପୁଟ ବ୍ଲକ ସମେତ ଅନୁଗୋଳ ଜିଲା ଛେଣ୍ଡିପଦା, ବାଲେଶ୍ୱର ଜିଲା ବାଳିଆପାଳ, ବୌଦ୍ଧ ଜିଲା ହରଭଙ୍ଗା, ଗଜପତି ଜିଲା ଗୁମ୍ମା, ଗଞ୍ଜାମ ଜିଲା ସୋରଡ଼ା, କୋରାପୁଟ ଜିଲା କୁନ୍ଦ୍ରା, ନାରାୟଣପାଟଣା ଓ ପଟାଙ୍ଗୀ, ମୟୂରଭଞ୍ଜ ଜିଲା ଯଶିପୁର, ନବରଙ୍ଗପୁର ଜିଲା ଡାବୁୁଗଁା ଓ ଝରିଗଁା, ନୂଆପଡ଼ା ଜିଲା ବୋଡେନ ଓ ଖରିଆର, ରାୟଗଡା ଜିଲା ରାୟଗଡ଼ା, ସୁନ୍ଦରଗଡ଼ ଜିଲା କୁଟୁରା ଓ ସୁନ୍ଦରଗଡ ବ୍ଲକ ଅଞ୍ଚଳରେ ଭୂତଳ ଜଳସ୍ତର ୧୦ ଏମ୍‌ବିଜିଏଲ୍‌(ମିଟର ବିଲୋ ଗ୍ରାଉଣ୍ଡ ଲେଭଲ)ରୁ ତଳକୁ ରହିଥିବା ଦର୍ଶାଯାଇଛି। ଏହା ସାଧାରଣ ଜଳସ୍ତରଠାରୁ ଉଦ୍‌ବେଗଜନକ ସ୍ଥିତିରେ ରହିଥିବା ପରିବେଶବିତ୍‌ମାନେ ମତପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ରାଜ୍ୟର ପ୍ରାୟ ୯୦% ବ୍ଲକ ଅଞ୍ଚଳରେ ଭୂତଳ ଜଳସ୍ତର ୫ ଏମ୍‌ବିଜିଏଲ୍‌ ରହିଥିବା ଉକ୍ତ ତଥ୍ୟରୁ ଜଣାପଡ଼ିଛି ।

କ୍ରମାଗତ ଭାବରେ ଭୂତଳ ଜଳସ୍ତର ହ୍ରାସ ପାଇବା କାରଣରୁ ରାଜ୍ୟରେ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରୁଛି। ପ୍ରତିବର୍ଷ ଗ୍ରୀଷ୍ମ ମାସରେ ଜଳ ସମସ୍ୟା ଦୁର୍ବିଷହ ସ୍ଥିତିରେ ପହଞ୍ଚିଛି। ରାଜ୍ୟରେ ଭୂତଳ ଜଳସ୍ତର ହ୍ରାସ, ଭୂତଳକୁ ଜଳ ପୁନଃଭରଣ ଓ ପ୍ରଦୂଷଣମୁକ୍ତ କରିବା ପାଇଁ ସେତେଟା ଗୁରୁତ୍ୱ ଦିଆଯାଉନାହିଁ। ରାଜ୍ୟରେ ଭୂତଳ ଜଳସ୍ତର ହ୍ରାସ ପାଇବା ସହ ପ୍ରବାହିତ ବିଭିନ୍ନ ପ୍ରାକୃତିକ ଜଳଉତ୍ସ, ଝରଣା, ନଦୀ, ନାଳ ଶୁଷ୍କ ହୋଇ ପଡୁଛି। ଫଳରେ ମଣିଷଠାରୁ ଜୀବଜନ୍ତୁ ପର୍ଯ୍ୟନ୍ତ ପାଣି ପାଇଁ ଡହଳବିକଳ ହେଉଛନ୍ତି । ରାଜ୍ୟରେ ଖଣି ଖନନ, ଶିଳ୍ପାୟନ ଓ ଗୃହ ନିର୍ମାଣ ପାଇଁ ବ୍ୟାପକ ଭାବେ ବୃକ୍ଷଲତା କଟାଯାଉଛି ।

ତା’ ବଦଳରେ ବୃକ୍ଷରୋପଣ କରା ନ ଯିବା କାରଣରୁ ପ୍ରବହମାନ ଜଳଉତ୍ସଗୁଡିକର ଜଳ ନିର୍ଗମନ କ୍ଷମତା ହ୍ରାସପାଉଛି। ଜଳଧାର ଦିନକୁ ଦିନ ଶୁଷ୍କ ହେବା ସହ ତାହା ସ୍ଥାଣୁ ତଥା ମୃତ ପାଲଟୁଛି । ଏହାସହ ଶିଳ୍ପ କମ୍ପାନୀଗୁଡିକ ଖରାଦିନରେ ଆଖିବୁଜା ଭୂତଳ ଜଳ ବ୍ୟବହାର କରୁଛନ୍ତି। ଏହା ଭୂତଳ ଜଳସ୍ତର ହ୍ରାସର ପ୍ରମୁଖ କାରଣ ହୋଇଛି। ବେଳହୁଁ ରାଜ୍ୟରେ ଜଳସଂରକ୍ଷଣ ଓ ଭୂତଳକୁ ଜଳ ପୁନଃଭରଣ ପାଇଁ ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ, କୃଷି, ଜଙ୍ଗଲ, ପରିବେଶ ଓ ପଞ୍ଚାୟତିରାଜ ବିଭାଗ ମଧ୍ୟରେ ସମନ୍ବୟ ସ୍ଥାପନ କରି ପ୍ରଣୀତ ଯୋଜନାଗୁଡିକ ଉପଯୁକ୍ତ ଭାବେ କାର୍ଯ୍ୟକାରୀ କରାଗଲେ ଜଳସ୍ତର ବୃଦ୍ଧି ସମ୍ଭାବନା ରହିଛି ବୋଲି ମତପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version