• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନ ବିଭାଗ ର ଚଢ଼ାଉ , ବାରହା ମାଂସ ସମେତ ସ୍କୁଟି ଜବତ

Proprietor Abhimanyu Maharana by Proprietor Abhimanyu Maharana
March 15, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବନ ବିଭାଗ ର ଚଢ଼ାଉ , ବାରହା ମାଂସ ସମେତ ସ୍କୁଟି ଜବତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ମାର୍ଚ୍ଚ ସୋମବାର ) ନୂଆଗାଁ :- ନୟାଗଡ ଜିଲ୍ଲା ମହିପୁର ବନାଞ୍ଚଳ ମହିତମା ସେକ୍ସନ ଲଡୁ କିଶୋରପୁର ଶାସନ ରେ ବନ ବିଭାଗ ଚଢ଼ାଉ କରି ବାରହା ମାଂସ ସମେତ ସ୍କୁଟି, କଟୁରୀ, କେବୁଲୁ ତାର ଜବତ କରିଛି । ସୂଚନା ଅନୁଯାୟୀ ଲଡୁକିଶୋର ପୁର ଶାସନ ରେ ବାରହା ମାଂସ ବିକ୍ରୟ ସହ ରନ୍ଧା ହେଉଥିବା ଖବର ପାଇ ନୟାଗଡ ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍ ଡି ଙ୍କ ନିର୍ଦ୍ଦେଶ କ୍ରମେ ମହିପୁର ବନାଞ୍ଚଳ ଅଧିକାରୀ

ସୁଧାଂଶୁ ଶେଖର ପଣ୍ଡା , ମହିତମା ଫରେଷ୍ଟର ରାକେଶ ସାହୁ , ନୂଆଗାଁ ବିଟ୍ ଫରେଷ୍ଟ ଗାର୍ଡ ଚଢ଼ାଉ କରି ବାରହା ମାଂସ ଜବତ କରିବା ସହ ହୋଣ୍ଡା ଆକ୍ ଟିଭା ସ୍କୁଟି ( ଓଡ଼ି ୩୩ ଡ଼ବ୍ଲୁ ୭୭୨୬), କଟୁରୀ, ଏବଂ କେବୁଲ୍ ତାର ଜବତ କରିଥିଲେ । ଘଟଣା ସ୍ଥଳରୁ ବେପାରୀ ଫେରାର ହୋଇଯାଇଥିବା ବେଳେ ଓ ଆର୍ କେସ ନଂ ୩୮ / ୨୧ ରେ ଏକ ମାମଲା ରୁଜୁ କରାଯାଇଥିବା ସହ ରନ୍ଧା ହୋଇଥିବା ମାଂସ ଓୟୁଟି କୁ ପରୀକ୍ଷା ପାଇଁ ପଠା ଯାଇଥିବା ବନାଞ୍ଚଳ ଅଧିକାରୀ ସୁଧାଂଶୁ ଶେଖର ପଣ୍ଡା ସୂଚନା ଦେଇଛନ୍ତି ।  ( ରିପୋର୍ଟ – ପୁଷ୍ପଲତା ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version