• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବରଗଡ଼ ଜିଲ୍ଲା ଆନ୍ତଃ କ୍ଲବ୍ ବରିଷ୍ଠ କ୍ରିକେଟ ପ୍ରତଯୋଗିତା ଉଦ୍ଘାଟିତ। ପ୍ରଥମ ମ୍ୟାଚ୍ ରେ ବ୍ଲୁ ଡ଼ାଇମଣ୍ଡ କ୍ଲବ୍ ର ବିପୁଳ ବିଜୟ

Proprietor Abhimanyu Maharana by Proprietor Abhimanyu Maharana
March 15, 2021
in ଓଡ଼ିଶା, ବରଗଡ଼, ହୋମ୍
0
ବରଗଡ଼ ଜିଲ୍ଲା ଆନ୍ତଃ କ୍ଲବ୍ ବରିଷ୍ଠ କ୍ରିକେଟ ପ୍ରତଯୋଗିତା ଉଦ୍ଘାଟିତ। ପ୍ରଥମ ମ୍ୟାଚ୍ ରେ ବ୍ଲୁ ଡ଼ାଇମଣ୍ଡ କ୍ଲବ୍ ର ବିପୁଳ ବିଜୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ମାର୍ଚ୍ଚ ସୋମବାର ) ବରଗଡ଼ :-  ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ଭିଜନ ୨୦ – ୨୪ ଆନୁକୁଲ୍ୟରେ ଆଜି ବରଗଡ଼ ଲେଂଗୁ ମିଶ୍ର ମିନି ଷ୍ଟାଡିୟମ୍ ରେ ଜିଲ୍ଲା କ୍ରିକେଟ ଆସୋସିଏସନ୍ ପକ୍ଷରୁ ଆୟୋଜିତ ଆନ୍ତଃ କ୍ଲବ୍ ବରିଷ୍ଠ କ୍ରିକେଟ ପ୍ରତିଯୋଗିତା ଉଦ୍ଘାଟିତ ହୋଇଯାଇଛି । ସଂଘ୍ ର ଉପ ସଭାପତି ଶୁଭ୍ରାଂଶୁ ଶେଖର ମହାପାତ୍ର ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବ ରେ ଜିଲ୍ଲା କ୍ରିକେଟ ଆସୋସିଏସନ୍ ର ସଭାପତି ହରିହର ପ୍ରଧାନ ପ୍ରତିଯଗିତା କୁ ଉଦ୍ଘାଟନ କରିଥିଲେ । ଆସନ୍ତା ମାସ ୧ ତାରିଖ ରେ ଏହି ପ୍ରତିଯୋଗିତା ର ଫାଇନାଲ ଖେଳ ବିକାଶ ଷ୍ଟାଡିୟମ୍ ରେ ଅନୁଷ୍ଠିତ ହେବ । ଏଥିରେ ଜିଲ୍ଲାର ୧୫ ଟି କ୍ଲବ୍ ଭାଗ ନେଇଛନ୍ତି । ଉଦ୍ଘାଟନୀ ଉତ୍ସବ ରେ ଅନ୍ୟ ମାନଙ୍କ ମଧ୍ୟରେ ଯୁଗ୍ମ ସମ୍ପାଦକ ସଚ୍ଚିଦାନନ୍ଦ ପଣ୍ଡା, କୋଷାଧ୍ୟକ୍ଷ ଗୁରୁଦତ୍ତ ଦାସ , ବରିଷ୍ଠ ସଦସ୍ୟ ପ୍ରଦିପ ନନ୍ଦ, ସନ୍ତୋଷ ପଣ୍ଡା, ପ୍ରଦୀପ ସାହୁ ନବୀନ ଲାଠ, ଚନ୍ଦ୍ର ଶେଖର ପ୍ରଧାନ, ସୌର୍ଯ୍ୟ ରଞ୍ଜନ ରାଏ, ଅମିୟ ସାହୁ, ରଜତ ଦାସ, ୱିଲସନ ସିଂ ପ୍ରମୁଖ ଉପସ୍ଥିତ ଥିଲେ । ଆଜିର ପ୍ରଥମ ଖେଳରେ ବରଗଡ଼ ବ୍ଲୁ ଡାଇମଣ୍ଡ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ଦଳର ସମସ୍ତ ଖେଳାଳୀ ୩୫.୫ ଓଭର ରେ ୨୭୬ ରନ କରି ଅଲ୍ ଆଉଟ୍ ହୋଇ ଯାଇଥିଲେ।ଦଳ ପକ୍ଷରୁ ବରିଷ୍ଠ ଖେଳାଳୀ ମହମ୍ମଦ ସଲିମ ୯ ଚୌକା ୭ ଛକା ବଳରେ ୯୨ ରନ,ସୁମିତ ରାଏ ୧୧ ଚୌକା ୨ ଛକ୍କା ସହ ୬୬ ରନ ଓ ଅମିତ୍ ବିକ୍ରମ ରାଉତ ଙ୍କ ୩ ଚୌକ୍କା ୬ ଛକ୍କା ସହ ୫୩ ରନ କରିଥିଲେ ।

ପ୍ରତିପକ୍ଷ ଉତ୍କଳ ଶାନ୍ତି ପକ୍ଷରୁ ପିକେଶ୍ ସ୍ୱାଇଁ ୬୩/୩, ଯଶୋବନ୍ତ ବେହେରା ୩୪/୨, ସରୋଜ ପ୍ରଧାନ ୭୦/୨ ୱିକେଟ୍ ନେଇଥିଲେ । ଜବାବ ରେ ଉତ୍କଳ ଶାନ୍ତି କ୍ଲବ୍ ର ଖେଳାଳୀ ମାନେ ବ୍ଲୁ ଡ଼ାଇମଣ୍ଡ ଦଳ ର ବୋଲର ମାନଙ୍କ ମୁକାବିଲା କରି ନ ପାରି ମାତ୍ର ୨୨.୨ ଓଭର ଖେଳି ୧୦୩ ରନ କରି ଅଲ୍ ଆଉଟ୍ ହୋଇ ଯିବା ଫଳରେ ବ୍ଲୁ ଡ଼ାଇମଣ୍ଡ ଦଳ ମ୍ୟାଚ୍ କୁ ୧୭୩ ରନ ର ବୃହତ୍ ବ୍ୟବଧାନ ରେ ଜିତି ନେଇଥିଲେ । ଉତ୍କଳ ଶାନ୍ତି ପକ୍ଷରୁ ଉମେଶ ଦୀପ ୬ ଟି ଚୌକ୍କା ଓ ୧ ଛକ୍କା ସହ ସର୍ବାଧିକ ୩୪ ରନ, ହିମାଂଶୁ ଭୋଇ ୧୬ ରନ,ସରୋଜ ପ୍ରଧାନ ୧୬ ରନ କରିଥିଲେ । ପ୍ରତିପକ୍ଷ ବ୍ଲୁ ଡ଼ାଇମଣ୍ଡ ଦଳ ପକ୍ଷରୁ ଦେବେନ୍ଦ୍ର କୁଅଁର ମାତ୍ର ୧୩ ରନ ଦେଇ ୫ ୱିକେଟ୍ ,ରୂପକ ପ୍ରଧାନ ୪୧ ରନ ଦେଇ ୩ ୱିକେଟ୍ , ପ୍ରେରିତ ଟପୋ ୧ ରନ ଦେଇ ୧ ୱିକେଟ୍ ନେଇଥିଲେ । ଖେଳ ପରିଚାଳନା କରିଥିଲେ ଅମିୟ ଭୂଷଣ ସାହୁ ଓ ପ୍ରଦିପ ଦାଶ।ଅନ ଲାଇନ୍ ସ୍କୋରର ଥିଲେ ରଜତ ଦାଶ ଓ ମାନୁଏଲ ସ୍କୋରର ଥିଲେ ମନୋଜ ପାତ୍ର । (ସତ୍ୟ ନାରାୟଣ ପ୍ରଧାନ ବରଗଡ଼ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଯାତ୍ରାରେ ଉଲ୍ଲେଖନୀୟ ସେବା ପାଇଁ ସଫେଇ କର୍ମଚାରୀ ସମ୍ମାନିତ

ରଥଯାତ୍ରାରେ ଉଲ୍ଲେଖନୀୟ ସେବା ପାଇଁ ସଫେଇ କର୍ମଚାରୀ ସମ୍ମାନିତ

August 4, 2026
ଜାତୀୟ ହସ୍ତତନ୍ତ ଦିବସ ପାଳନ ଅବସରରେ ବସ୍ତ୍ର ଉତ୍ସବ ୨୦୨୬

ଜାତୀୟ ହସ୍ତତନ୍ତ ଦିବସ ପାଳନ ଅବସରରେ ବସ୍ତ୍ର ଉତ୍ସବ ୨୦୨୬

August 4, 2026
ପୁରୀ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ନୟାଗଡ ପରମ୍ପରା ପରିଷଦର “ଶ୍ରୀ ନୀଳମାଧବ” ନାଟକ ମଞ୍ଚସ୍ଥ

ପୁରୀ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ନୟାଗଡ ପରମ୍ପରା ପରିଷଦର “ଶ୍ରୀ ନୀଳମାଧବ” ନାଟକ ମଞ୍ଚସ୍ଥ

August 4, 2026
ଏକ ଦିବସୀୟ ଫୁଟବଲ୍ ମ୍ୟାଚ୍ ଅନୁଷ୍ଠିତ

ଏକ ଦିବସୀୟ ଫୁଟବଲ୍ ମ୍ୟାଚ୍ ଅନୁଷ୍ଠିତ

August 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଯାତ୍ରାରେ ଉଲ୍ଲେଖନୀୟ ସେବା ପାଇଁ ସଫେଇ କର୍ମଚାରୀ ସମ୍ମାନିତ

ରଥଯାତ୍ରାରେ ଉଲ୍ଲେଖନୀୟ ସେବା ପାଇଁ ସଫେଇ କର୍ମଚାରୀ ସମ୍ମାନିତ

August 4, 2026
ଜାତୀୟ ହସ୍ତତନ୍ତ ଦିବସ ପାଳନ ଅବସରରେ ବସ୍ତ୍ର ଉତ୍ସବ ୨୦୨୬

ଜାତୀୟ ହସ୍ତତନ୍ତ ଦିବସ ପାଳନ ଅବସରରେ ବସ୍ତ୍ର ଉତ୍ସବ ୨୦୨୬

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version