• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ଆମ ଟିଭି’ ଓ ‘ମୋ ଖବର’ ପକ୍ଷରୁ ସୁଦକ୍ଷ ଓ ସମର୍ପିତ ସାମ୍ବାଦିକଙ୍କୁ ସମ୍ମାନ

Proprietor Abhimanyu Maharana by Proprietor Abhimanyu Maharana
February 12, 2020
in ଓଡ଼ିଶା, ହୋମ୍
0
‘ଆମ ଟିଭି’ ଓ ‘ମୋ ଖବର’ ପକ୍ଷରୁ ସୁଦକ୍ଷ ଓ ସମର୍ପିତ ସାମ୍ବାଦିକଙ୍କୁ ସମ୍ମାନ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର 2020 :- ସାମ୍ବାଦିକତା କ୍ଷେତ୍ରରେ ନିଜକୁ ସମର୍ପିତ କରି ଯେଉଁମାନେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଆସୁଛନ୍ତି, ସେମାନଙ୍କୁ ସମ୍ମାନିତ କରି ପ୍ରୋତ୍ସାହିତ କରିବା ସହ ଏ କ୍ଷେତ୍ରକୁ ପାଦ ବଢାଉଥିବା ଆଗାମୀ ପିିଢିଙ୍କୁ ଆକୃଷ୍ଟ କରିବା ନିମନ୍ତେ ଭୁବନେଶ୍ୱରରେ ସମ୍ବାଦ ପରିବେଷଣ କରିଆସୁଥିବା ‘ଆମ ଟିଭି’ ଓ ‘ମୋ ଖବର’ ପକ୍ଷରୁ ଏକ ଅଭିନବ ପ୍ରୟାସ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ବ୍ରହ୍ମପୁର ଓ ନୟାଗଡ଼ ସହରରେ ପୃଥକ୍ ପୃଥକ୍ ଭାବେ ଏଥିନିମନ୍ତେ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇ ସଂସ୍ଥା ପକ୍ଷରୁ ଏକ ଆହ୍ୱାନ ଦିଆଯାଇଛି । ଆଜି ଭୁବନେଶ୍ୱର ୟୁନିଟ୍‌-୩ସ୍ଥିତ ହୋଟେଲ ହିନ୍ଦୁସ୍ତାନ ଇଣ୍ଟରନ୍ୟାସନାଲ ପରିସରରେ ସେହିପରି ଏକ ସମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା । ଏହି ସମ୍ମିଳନୀରେ ଉଭୟ ଛାପା ଏବଂ ବୈଦ୍ୟୁତିକ ଗଣମାଧ୍ୟମର ଜଣାଶୁଣା ସାମ୍ବାଦିକମାନଙ୍କ ସହ ଓଲିଉଡ଼ କଳାକାର ସିଦ୍ଧାନ୍ତ ମହାପାତ୍ର ଓ ଅନୁ ଚୌଧୁରୀ ଏବଂ ସମାଜସେବୀ କେଶବ ରାଓ, ଜୀବନଜ୍ୟୋତି ବାରିକ ଓ ଅନୁପ ରଥ ପ୍ରମୁଖ ଯୋଗ ଦେଇଥିଲେ । ସମ୍ପ୍ରତି ଉଭୟ ଛାପା ଓ ଦୃଶ୍ୟଶ୍ରାବ୍ୟ ଗଣମାଧ୍ୟମରେ ସାମ୍ବାଦିକତା ସେବାରେ ନିୟୋଜିତ ଥିବା ସାମ୍ବାଦିକ ବନ୍ଧୁମାନଙ୍କ ଠାରୁ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଏବଂ ପ୍ରକାଶିତ ଓ ପ୍ରସାରିତ ଶ୍ରେଷ୍ଠ ସମ୍ବାଦଗୁଡ଼ିକ ଆହ୍ୱାନ କରାଯାଇଛି । ସାମ୍ବାଦିକ କ୍ଷେତ୍ରରେ ପ୍ରାନ୍ତୀୟ ତଥା ଜାତୀୟସ୍ତରରେ ଯେଉଁମାନଙ୍କର ଉଲ୍ଲେଖନୀୟ ଅବଦାନ ରହିଛି ସେହିମାନଙ୍କ ନାମ ଜନତା ସର୍ବସାଧାରଣ ହିଁ ସୁପାରିଶ କରିବେ । ଏଥିପାଇଁ ଯୋଗେ ସମ୍ବାଦ ପ୍ରେରଣ କରିବା ସହିତ ବଜ୍ଞବଗ୍ଧଙ୍ଖ.ସଦ୍ଭ ଙ୍ଗରଭଗ୍ଦସଗ୍ଧର ମାଧ୍ୟମରେ ସାମ୍ବାଦିକ ଓ ଜନସାଧାରଣଙ୍କ ଦ୍ୱାରା ମନୋନୀତ ସମ୍ବାଦ ସୁପାରିଶ କରିବାକୁ ଅନୁଷ୍ଠାନ ପକ୍ଷରୁ ପରିଚାଳନା ନିର୍ଦ୍ଦେଶକ ପ୍ରଣୟ ଜେଠୀ ଅନୁରୋଧ କରିଛନ୍ତି । ପ୍ରତ୍ୟେକ ପର୍ଯ୍ୟାୟରେ ଶ୍ରେଷ୍ଠ ୩ ଜଣ ସାମ୍ବାଦିକଙ୍କୁ ଓ ବଜ୍ଞ ଗ୍ଧଷର ଭରଗ୍ଦଗ୍ଧ ଏବଂ ଘବଜ୍ଞ ଞକ୍ଟଷ ଝଙ୍କଦ୍ଭବ ଐସ ଐକ୍ଟଶବ ବିଭାଗରେ ସମ୍ମାନିତ କରାଯିବ । ପୁରସ୍କାର ବାବଦକୁ କିଛି ଅର୍ଥରାଶିର ବ୍ୟବସ୍ଥା ମଧ୍ୟ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version