• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାରା ଦେଶରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି

Proprietor Abhimanyu Maharana by Proprietor Abhimanyu Maharana
March 18, 2021
in ଓଡ଼ିଶା, କରୋନା, ମହାନଗର, ହୋମ୍
0
ସାରା ଦେଶରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ମାର୍ଚ୍ଚ ବୁଧବାର ) ଭୁବନେଶ୍ୱର  :- ସାରା ଦେଶରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କରୋନାକୁ ନେଇ ଏବେ ସବୁଠି ପୁଣି ଚର୍ଚ୍ଚା ଆରମ୍ଭ ହେଲାଣି । ମହାରାଷ୍ଟ୍ର, ମଧ୍ୟପ୍ରଦେଶ ରାଜ୍ୟ ସମେତ ଦେଶର ପ୍ରାୟ ୭୦ ଜିଲ୍ଲାରେ କରୋନା ସଂକ୍ରମଣ ହାର ୧୫୦ ପ୍ରତିଶତ ହାରରେ ବୃଦ୍ଧି ପାଉଛି । ତେବେ ଦେଶରେ ଏଭଳି ସ୍ଥିତି ଉପୁଜିବାରୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲାେଚନା କରିଛନ୍ତି । ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ସିଧା ସଳଖ କହିଛନ୍ତି ଯେ, ସଂକ୍ରମଣ ରୋକିବାକୁ ଆମକୁ ପଦକ୍ଷେପ ନେବାକୁ ପଡ଼ିବ । କିନ୍ତୁ ଲକ୍‌ଡାଉନ୍‌ ଯୁଗକୁ ଫେରି ହେବ ନାହିଁ ।

ଗତ ଏକ ବର୍ଷ ଧରି ବିଶ୍ୱ କୋଭିଡ୍ ମହାମାରୀ କାରଣରୁ ଏଭଳି ସଂକଟ ଦେଖୁଛି ଯାହାର କୌଣସି ଉଦାହରଣ ନାହିଁ । ବିଶ୍ୱର ପ୍ରତିକୋଣରେ ଏହି ଭୂତାଣୁ ପ୍ରବେଶ କରିଥିବା କାରଣରୁ ଏହା ସମସ୍ତଙ୍କ ପାଇଁ ଏକ କଷ୍ଟକର ବର୍ଷ ହୋଇଛି । ପରିବାର ଓ ସମାଜ କେବଳ ସ୍ୱାସ୍ଥ୍ୟ ସଂକଟର ସମ୍ମୁଖୀନ ହୋଇ ନାହାନ୍ତି, ଅର୍ଥନୀତି ଓ ଜୀବିକା ଉପରେ ମଧ୍ୟ ଗମ୍ଭୀର ପ୍ରଭାବ ପଡ଼ିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କୋଭିଡ୍ ସ୍ଥିତିର ସମୀକ୍ଷା ବେଳେ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ କହିଛନ୍ତି- ଓଡ଼ିଶାରେ ଆମେ ପ୍ରତିବର୍ଷ ବାତ୍ୟା ଭଳି ବିପର୍ଯ୍ୟୟ ଦ୍ୱାରା ପ୍ରଭାବିତ ହୋଇଥାଉ । ଆମ ପ୍ରଶାସନିକ କଳ ଏଭଳି ସଂକଟର ମୁକାବିଲା କରିବା ପାଇଁ ସବୁବେଳେ ପ୍ରସ୍ତୁତ ଥାଏ । ଓଡ଼ିଶା ବାସୀଙ୍କ ସହଯୋଗ କାରଣରୁ ଆମେ ମହାମାରୀକୁ ନିୟନ୍ତ୍ରିତ କରିବା ଓ କ୍ଷତିକୁ ବହୁତ ସୀମିତ କରିବାରେ ସଫଳ ହୋଇଛୁ । ସଂକଟ କାଳରେ ଆମ ସ୍ୱାସ୍ଥ୍ୟକର୍ମୀ ଓ ପ୍ରଶାସନିକ ବ୍ୟବସ୍ଥା ଅହରହ କାର୍ଯ୍ୟ କରୁଥିଲେ । ଭ୍ୟାକ୍ସିନ୍ ଆସିବା ଦ୍ୱାରା ମହାମାରୀ ଅନ୍ତ ପାଖେଇ ଆସୁଛି ବୋଲି ଆଶା ସୃଷ୍ଟି ହୋଇଛି । ଏତେ ଶୀଘ୍ର ଭ୍ୟାକ୍ସିନ ବିକାଶ କରିବା ପାଇଁ ଆମେ ବୈଜ୍ଞାନିକଙ୍କ ପାଖରେ କୃତଜ୍ଞ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ଆମ ପାଇଁ ଗର୍ବର ବିଷୟ ଯେ, ଭାରତ ଟିକା ତିଆରି କରିବାରେ ସର୍ବାଗ୍ରେ ରହିଛି ।

ଟିକାକରଣକୁ ଅଧିକ ଜୋରଦାର କରିବା ଲାଗି ଘରୋଇ କ୍ଷେତ୍ରକୁ ଏଥିରେ ସାମିଲ କରିବାର ଆବଶ୍ୟକତା ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଅନେକ ଦେଶ ତଥା ଭାରତର କିଛି ରାଜ୍ୟରେ କରୋନା ପୁଣି ଥରେ ମୁଣ୍ଡ ଟେକୁଥିବାରୁ ଆମକୁ ସତର୍କ ରହିବାକୁ ପଡ଼ିବ । ଲକଡାଉନ ଯୁଗକୁ ଆମେ ପୁଣିଥରେ ଫେରିବା ସମ୍ଭବ ନୁହେଁ । ଏହା ସହିତ ଭୂତାଣୁ ସଂକ୍ରମଣକୁ ଯେପରି ରୋକାଯିବ, ସେନେଇ କଡ଼ା ପଦକ୍ଷେପ ନେବାକୁ ପଡ଼ିବ । ବିଶାଳ ଜନସଂଖ୍ୟା କାରଣରୁ ହାର୍ଡ ଇମ୍ୟୁନିଟି ପାଇଁ ଅଧିକ ସମୟ ଲାଗିବ । ତେଣୁ ଆମକୁ ଅଧିକ ସତର୍କ ରହିବାକୁ ପଡିବ । ଆମେ କୋଭିଡ୍ ବିରୋଧରେ କେନ୍ଦ୍ର ସରକାରଙ୍କୁ ସବୁ ପ୍ରକାର ସହଯୋଗ ଜାରି ରଖିବୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

August 4, 2026
କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

August 4, 2026
ପାରଳା ଆଇଆଇସିଙ୍କ କାର୍ଯ୍ୟଦକ୍ଷତା : ୫ ଲକ୍ଷ ଲୁଟି ନେଇଥିବା ଲୁଟେରାକୁ ୪୦ ମିନିଟରେ ଗିରଫ କଲେ

ପାରଳା ଆଇଆଇସିଙ୍କ କାର୍ଯ୍ୟଦକ୍ଷତା : ୫ ଲକ୍ଷ ଲୁଟି ନେଇଥିବା ଲୁଟେରାକୁ ୪୦ ମିନିଟରେ ଗିରଫ କଲେ

August 4, 2026
ଗୋଷାଣୀ ବ୍ଲକ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଗୋଷାଣୀ ବ୍ଲକ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

August 4, 2026
କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version