• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କାଳିଆଜିଆଣି ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଇବା ସମୟରେ ଠାକୁରମୁଣ୍ଡା ବନ କର୍ମଚାରୀମାନଙ୍କ ଦ୍ବାରା ୨ ଜଣ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
March 20, 2021
in ଅପରାଧ, ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
କାଳିଆଜିଆଣି ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଇବା ସମୟରେ ଠାକୁରମୁଣ୍ଡା ବନ କର୍ମଚାରୀମାନଙ୍କ ଦ୍ବାରା ୨ ଜଣ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ମାର୍ଚ୍ଚ ଶନିବାର ) ମୟୁରଭଞ୍ଜ :- ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ କାଳିଆଜିଆଣି ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଇବା ସମୟରେ ଠାକୁରମୁଣ୍ଡା ବନ କର୍ମଚାରୀମାନଙ୍କ ଦ୍ବାରା ୨ ଜଣ ଗିରଫ ହୋଇଛନ୍ତି । ଗିରଫ ଦୁଇ ଜଣ ହେଉଛନ୍ତି ତାଳପଦା ଗ୍ରାମର ଭୁଟେଶ୍ବର ନାଏକ ଓ ଫାତୁ ଦଣ୍ଡପାଟ ବୋଲି ଜଣାପଡିଛି । ଉଭୟଙ୍କୁ ଗିରଫ ପରେ ବନ ବିଭାଗ ତାଙ୍କୁ କୋର୍ଟ ଚାଲାଣ କରିଛି ।

ଠାକୁରମୁଣ୍ଡା ରେଞ୍ଜ ଅଧିକାରୀଙ୍କ ସହ ବନ କର୍ମଚାରୀମାନେ ପେଟ୍ରୋଲିଂ କରୁଥିବା ସମୟରେ ଏହି ଦୁଇ ଜଣଙ୍କ କାଳିଆଜିଆଣି ଜଙ୍ଗଲ ଭିତରୁ ଧରିଥିଲେ । ବନ ବିଭାଗ ଦ୍ଵାରା ଧରା ପଡିଥିବା ଏହି ଦୁଇ ଜଣ ସେଠାରେ ହେଉଥିବା ଏକ ଇଟାଭାଟି କାମରେ ଆସି ଜଙ୍ଗଲ ଭିତରେ ରୋଷେଇ କରୁଥିଲେ । ରୋଷେଇ ସମୟରେ ସେମାନେ ସଂରକ୍ଷିତ ଜଙ୍ଗଲରେ ମଧ୍ୟ ନିଆଁ ଲଗାଇ ଦେଇଥିଲେ । ତେବେ ଜଙ୍ଗଲରେ ଲାଗିଥିବା ଏହି ନିଆଁକୁ ବନ କର୍ମଚାରୀମାନେ ଲିଭାଇ ଥିଲେ । (ଦୀପ୍ତିମାନ ପତି, ମୟୂରଭଞ୍ଜ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

June 11, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version