• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାରଦା ଙ୍କୁ ତୁରନ୍ତ ଗିରଫ କରାଯାଉ : ମାହାଙ୍ଗା ବିଜେଡ଼ି 

Proprietor Abhimanyu Maharana by Proprietor Abhimanyu Maharana
March 21, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ସାରଦା ଙ୍କୁ ତୁରନ୍ତ ଗିରଫ କରାଯାଉ : ମାହାଙ୍ଗା ବିଜେଡ଼ି 
Share on FacebookShare on TwitterWhatsapp

 ” ବିପିଏଲ୍  ତାଲିକା ଭୁକ୍ତ ଥିବା ବ୍ୟକ୍ତି କୋଟିପତି ହେଲେ କିପରି ” 

ଓଡ଼ିଶା ତାଜା ନ୍ୟୁଜ (୨୦ ମାର୍ଚ୍ଚ ଶନିବାର ) ଭୁବନେଶ୍ୱର :- ମାହାଙ୍ଗା ହେଉଛି ଏକ ସଂସ୍କୃତି ସମ୍ପନ୍ନ ମାଟି , କିନ୍ତୁ ଜଣେ ଅଭ୍ୟାସଗତ, ମିଥ୍ୟାବାଦୀ ଓ ବୃତ୍ତିଗତ  ଅପରାଧୀ  ସାରଦା ପ୍ରଧାନ ସେହି ପବିତ୍ର ମାଟିର ଗରିମାକୁ ଭୁଲୁଣ୍ଠିତ କରିବାକୁ ଉଦ୍ୟମ କରୁଛନ୍ତି । ମାହାଙ୍ଗା ରୁ ବିଧାନସଭା ର ନିର୍ବାଚନ ଲଢିଥିବା ସାରଦା ପ୍ରଧାନ ଏବେ ଭୁବନେଶ୍ୱର ରେ ଆତଙ୍କରାଜ ଚଳାଇଛନ୍ତି । ଲୋକ ଙ୍କ ଘରେ ପଶି ଗୁଣ୍ଡା ଗର୍ଦି କରୁଛନ୍ତି । ନୟାପଲ୍ଲୀ ଥାନା ଆଇ ଆଇସି ଭିଲେଜ୍ N-3 ପ୍ଲଟ୍ ନଂ – ୨୧୧ ଘରେ ନିଜ ଅପରାଧିକ ସହଯୋଗୀ ଙ୍କୁ  ଧରି ଜୋର ଜବରଦସ୍ତ  ପ୍ରବେଶ କରି ଅଭଦ୍ରୋଚିତ ଵ୍ୟଵହାର , ଆକ୍ରମଣ , ସମ୍ପତି , ନଷ୍ଟ , ଲୁଟ ଭଳି ଜଘନ୍ୟ କାର୍ଯ୍ୟ କରିଥିବା ସମ୍ବନ୍ଧୀୟ ଆଭିଯୋଗ ନୟାପଲ୍ଲୀ ଥାନା ରେ ୧୪୫/୨୧ ନଂ କେସ୍ ପଞ୍ଜିକୃତ ହୋଈଛି ।

ସାରଦା ପ୍ରଧାନ (ବୁଲୁ) ଙ୍କ ନାମରେ ଅପରାଧିକ କାର୍ଯ୍ୟ ପାଇଁ ମାହାଙ୍ଗା ଥାନାରେ ୫୭/୯୯, ୧୫୬/୨୦୦୨ , ୨୦୯/୯୯ , ps କେସ୍ ନମ୍ବର ୪୬/୦୨ ମାମଲା ରୁଜ୍ଜୁ ହୋଈଛି  । GR  କେସ୍ ନମ୍ବର ୨୦୯/ ୯୯ ରେ  ଗିରଫ ହୋଇ ୨୨ ଦିନ ଚୌଦ୍ୱାର ଜେଲରେ ରହିଥିଲେ । ଇତି ମଧ୍ୟରେ ଜୈନିକ ଭଦ୍ର ବ୍ୟକ୍ତି ଙ୍କ ଘରେ ପଶି ସଙ୍ଗବଦ୍ଧ ଆକ୍ରମଣ ସହିତ ଡକାୟତି ମାମଲା ରେ ଅଭିଯୁକ୍ତ ସାରଦା ପ୍ରଧାନ ଙ୍କ ନାମରେ କେସ୍ ନଂ ୧୪୫/୨୧ ରୁଜ୍ଜୁ କରାଯାଇଛି ।

ବିପିଏଲ ତାଲିକା ଭୁକ୍ତ ସାରଦା ଖୁବ୍ କମ ଦିନ ଭିତରେ କୋଟିପତି ହେଲେ ବୋଲି ବିଜେଡ଼ି ର ମୁଖପାତ୍ର ଲେନିନ୍ ମହାନ୍ତି ପ୍ରଶ୍ନ କରିବା ସହ ପ୍ରଶ୍ନ କରିବା ସହ ଏହାର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି । ଶ୍ରୀ ମହାନ୍ତି କହିଛନ୍ତି ଯେ  ଆଜି ମାହାଙ୍ଗା ବ୍ଲକ ଚେୟାରମ୍ୟାନ ଶରତ ନାୟକ ନିଶ୍ଚନ୍ତକୋଇଲି ବ୍ଲକ ଚେୟାରମ୍ୟାନ୍ ସବିତା ଓଝା , ଉଭୟ ବ୍ଲକର ଭାଇସ ଚେୟାରମ୍ୟାନ ରସିଦା ବେଗମ୍ ଓ ସବିତା ମହାନ୍ତି ଙ୍କ ସମେତ ମାହାଙ୍ଗା ନିର୍ବାଚନ ମଣ୍ଡଳୀ ର ବିଜୁ ଜନତା ଦଳର ଶତାଧିକ କର୍ମୀ ଓ ନେତୃ ମଣ୍ଡଳୀ ଭୁନେଶ୍ବର , କଟକ କମିଶନ ରେଟ୍ ପୋଲିସ ର କମିଶନର ଙ୍କୁ ଭେଟି ଦାବି ପତ୍ର ପ୍ରଦାନ କରିଥିଲେ । ଏବଂ କେସ ୧୪୫/୨୧ ରେ ଭାରତୀୟ ଦଣ୍ଡ ବିଧାନ ଆଇନ ଅନୁସାରେ ଧାରା ୪୫୦  ଓ  ୩୯୫ ଭଳି ସଙ୍ଗୀନ ଦଫାରେ ଅଭିଯୁକ୍ତ ସାରଦା ପ୍ରଧାନ ଙ୍କୁ ତୁରନ୍ତ ଗିରଫ କରାଯିବା ପାଇଁ ଦାବି କରିଥିଲେ ।

ଶ୍ରୀ ମହାନ୍ତି କହିଛନ୍ତି ଯେ ଯେଉଁ ବ୍ୟକ୍ତି ୧୯୯୭ ମସିହାରେ ବିପିଏଲ ଭୁକ୍ତ ଥିଲେ ଏବେ ସେ କୋଟି କୋଟି ସମ୍ପତି ର ଅଧିକାରୀ । ତାଙ୍କ ନିର୍ବାଚନୀ ସତ୍ୟପାଠ ରେ ସେ ଏହାକୁ ଉଲ୍ଲେଖ କରିଛନ୍ତି । ଏହି ଧନ କେଉଁ ଉତ୍ସ ରୁ ଅର୍ଜନ କରିଛନ୍ତି ତାହା ତଦନ୍ତ ସପେକ୍ଷ ସାରଦା ପ୍ରଧାନ ଙ୍କ ନାମ ରେ ୨୦୦୨ ରୁ ୨୦୨୦ ମଧ୍ୟରେ ଅନେକ ଫୌଜଦାରୀ ମାମଲା ମଧ୍ୟ ରୁଜ୍ଜୁ ହୋଇଛି । ଧନୀ ଓ ଅପରାଧ ରେ ଜଡିତ ଲୋକଙ୍କ ପାଖରେ ମୂଲ୍ୟବାନ ସାମଗ୍ରୀ ପହଞ୍ଚାଇବା , ଓଆରଏଚଡିସି ରେ ଅନିୟମିତତା କରିବା ଋଣ ଆଣି ଫେରସ୍ତ ନ କରିବା ,

ଦଳିତ ଲୋକଙ୍କ ଘରେ ପଶି ଆକ୍ରମଣ କରିବା ଭଳି ଅପରାଧ ରେ ଜଡିତ ଅଛନ୍ତି । ଭାରତୀୟ ଜନତା ପାର୍ଟି ର ସମର୍ଥନ ପାଇ ସାରଦା ଙ୍କ ଔଧ୍ୟତା   ଦିନକୁ ଦିନ ଆହୁରି ବଢ଼ି ଚାଲିଛି । ଭାରତୀୟ ଜନତା ପାର୍ଟି ଏକ ରାଷ୍ଟ୍ରୀୟ ଦଳ ହିସାବ ରେ ସମାଜ କୁ କଳଙ୍କିତ କରୁଥିବା ଏକ ଘୃଣ୍ୟ ବ୍ୟକ୍ତିତ୍ଵ କୁ ପ୍ରୋତ୍ସାହନ ନ ଦିଅନ୍ତୁ ବୋଲି ଲେନିନ ମହାନ୍ତି ଅନୁରୋଧ କରିଛନ୍ତି ।  ସମାଜ ର ବୃହତ୍ତର  ସ୍ବାର୍ଥ ପାଇଁ ଭାରତୀୟ ଜନତା ପାର୍ଟିର ନେତା ବୋଲାଉଥିବା ସାରଦା ପ୍ରଧାନ ଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ପ୍ରତିକ୍ରିୟା ରଖିଛନ୍ତି ବିଜେଡି ମୁଖପାତ୍ର ଲେନୀନ ମହାନ୍ତି  ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version