• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସାମାଜିକ ଗଣ ମାଧ୍ୟମରେ ଦେଲେ ସାଧାରଣ ଲୋକଙ୍କ ଉ �ର

Proprietor Abhimanyu Maharana by Proprietor Abhimanyu Maharana
February 13, 2020
in Uncategorized, ଓଡ଼ିଶା, ହୋମ୍
0
ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସାମାଜିକ ଗଣ ମାଧ୍ୟମରେ ଦେଲେ ସାଧାରଣ ଲୋକଙ୍କ ଉ �ର
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର 13.2.2020 :- ଚଳିତ ଫେବୃୟାରୀ ୧୧ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ରାଜ୍ୟ ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ “ମୋ ସରକାର”ରେ ଆନୁଷ୍ଠାନିକଭାବେ ଅର୍ନ୍ତଭୁକ୍ତ କରିଥିବାବେଳେ ବିଭାଗୀୟ ମନ୍ତ୍ରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଆଜି ସିଧାସଳଖ ସାମାଜିକ ଗଣମାଧ୍ୟମରେ ଜନସାଧାରଣଙ୍କ ପ୍ରଶ୍ନର ଉ � ର ରଖିଛନ୍ତି । ଆଜି ଫେସବୁକ୍ ଏବଂ ଟ୍ୱିଟର ଜରିଆରେ ମନ୍ତ୍ରୀ ଲୋକଙ୍କ ବିଭିନ୍ନ ପ୍ରଶ୍ନର ସିଧାସଳଖ ଉ � ର ରଖିଥିଲେ ଏବଂ ସରକାରଙ୍କ ଅନ୍ୟାନ୍ୟ ଜନ କଲ୍ୟାଣକାରୀ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ପୂର୍ବରୁ ଏଥି ନିମନ୍ତେ ଗତ ୧୧ ତାରିଖ ମଧ୍ୟରେ ସାଧାରଣ ଲୋକମାନେ ୰ଇଗ୍ଦଳଙୟସଗ୍ଦଷବୠକ୍ଟକ୍ଟୟଗସଦ୍ଭସଗ୍ଦଗ୍ଧରକ୍ସ ହ୍ୟାସଟ୍ୟାଗକୁ ବ୍ୟବହାର କରି ଫେସବୁକ ଏବଂ ଟୁଇଟର ମାଧ୍ୟମରେ ବିଭିନ୍ନ ପ୍ରଶ୍ନ ପଚାରିଥିଲେ, ଯାହାର ଉ � ର ଆଜି ମନ୍ତ୍ରୀ ଅପରାହ୍ନ ୪ ରୁ ୫ଟା ମଧ୍ୟରେ ସିଧାସଳଖ ଦେଇଛନ୍ତି । ସୀମିତ ସମୟ ହେତୁ ସମସ୍ତ ପ୍ରଶ୍ନ ଗୁଡିକର ଉ � ର ଦେବା ସମ୍ଭବ ହୋଇପାରିନଥିବାରୁ ବଳକା ରହିଯାଇଥିବା ପ୍ରଶ୍ନ ଗୁଡ଼ିକର ଉ � ର ଫେସବୁକ୍ ଏବଂ ଟୁଇଟର ମାଧ୍ୟମରେ ଲୋକଙ୍କୁ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି । ଓଡ଼ିଶାରେ ପ୍ରଥମଥର ପାଇଁ କୌଣସି ଏକ ବିଭାଗ ପକ୍ଷରୁ କରାଯାଇଥିବା ଏହିପରି ଏକ ପ୍ର୍ରୟାସରେ ମନ୍ତ୍ରୀ, ଶ୍ରୀ ସ୍ୱାଇଁ ବିଭିନ୍ନ ପ୍ରଶ୍ନର ଉ � ର ଦେଇଛନ୍ତି । ଏହିସବୁ ପ୍ରଶ୍ନ ଗୁଡ଼ିକ ମଧ୍ୟରେ ଚାଷୀ ମାନଙ୍କଠାରୁ ସରକାରଙ୍କର ଧାନ ସଂଗ୍ରହ ମୁଖ୍ୟ ପ୍ରସଙ୍ଗ ରହିଥିବାବେଳେ ଏହାର ଉ � ରଦେଇ ମାନ୍ୟବର ମନ୍ତ୍ରୀ କହିଛନ୍ତିଯେ ଏଥିରେ ଥିବା ସମସ୍ୟାକୁ ଯଥାଶୀଘ୍ର ସମାଧାନ କରାଯିବ । ଏଥି ସହିତ ବ � ର୍ମାନ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀ ମାନଙ୍କ ଉନ୍ନତିକୁ ମୁଖ୍ୟ ପ୍ରାଥମିକତା ପ୍ରଦାନ କରାଯାଇଥିବାବେଳେ ସୁଲଭ ବ � ନ ତଥା ଏହାର ବିକାଶ ଦିଗରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଧାନ ସଂଗ୍ରହ କ୍ଷେତ୍ରରେ ପ୍ରକୃତ ଚାଷୀଙ୍କୁ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଟୋକନ୍ ପ୍ରଦାନ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଏତଦ୍ ବ୍ୟତିତ ଏହିପରି କାର୍ଯ୍ୟକ୍ରମକୁ ଓଡ଼ିଶାର ଜନସାଧାରଣ ବିପୁଳ ସମର୍ଥନ କରିଥିବାରୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତିଯେ, ଭବିଷ୍ୟତରେ ଯଦି ଜନସାଧାରଣ ଚାହିଁବେ ଏହିପରି ଅନେକ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ବିଭାଗ ପକ୍ଷରୁ ଆୟୋଜନ କରାଯିବା ସହିତ ଦିନକୁ ଦିନ ସରକାର ଜନସାଧାରଣଙ୍କର ଆହୁରି ନିକଟତର ହେବାକୁ ପ୍ରୟାସ ଜାରି ରଖିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version