• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀରେ ଶ୍ରୀଜିଉଙ୍କ ଦର୍ଶନ କଲେ ; ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ ,ପତ୍ନୀ ସବିତା କୋବିନ୍ଦ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
March 22, 2021
in ଓଡ଼ିଶା, ପୁରୀ, ହୋମ୍
0
ପୁରୀରେ ଶ୍ରୀଜିଉଙ୍କ ଦର୍ଶନ କଲେ ; ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ ,ପତ୍ନୀ ସବିତା କୋବିନ୍ଦ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୨୨ ମାର୍ଚ୍ଚ ସୋମବାର ) ପୁରୀ : – କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ଆଜି ସକାଳୁ ପୁରୀରେ ପହଞ୍ଚିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ତାଙ୍କୁ ସିଂହଦ୍ୱାର ନିକଟରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ସ୍ୱାଗତ କରିଥିଲେ ।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇ ଦିନିଆ ଓଡ଼ିଶାର ଗସ୍ତରେ ଥିବା ବେଳେ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ରାଷ୍ଟ୍ରପତିଙ୍କ ସହ ତାଙ୍କ ପତ୍ନୀ ସବିତା କୋବିନ୍ଦ , ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଥିବା ଦେଖିବାକୁ ମିଳିଛି ।

କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ଆଜି ସକାଳୁ ପୁରୀରେ ପହଞ୍ଚିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ତାଙ୍କୁ ସିଂହଦ୍ୱାର ନିକଟରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ସ୍ୱାଗତ କରିଥିଲେ । ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଲୋକଙ୍କୁ ଦେଖି ହାତ ହଲାଇବା ସହ ମୁଣ୍ଡ ନୁଆଁଇ ପ୍ରଣାମ ଜଣାଇଥିଲେ ରାଷ୍ଟ୍ରପତି ଓ ତାଙ୍କ ପତ୍ନୀ ।

ପରେ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀ ଓ କୌଳିକ ପଣ୍ଡା ଶ୍ରୀମନ୍ଦିର ଭିତରକ ବାଇଶି ପାହାଚ ଦେଇ ରାଷ୍ଟ୍ରପତିଙ୍କୁ ପୋଛିଟି ନେଇଥିଲେ । ଶ୍ରୀମନ୍ଦିର ଭିତରେ ପାଖିପାଖି ୪୦ ମିନିଟ ରହିବେ ରାଷ୍ଟ୍ରପତି ।ପୁରୀରେ ଶ୍ରୀଜିଉଙ୍କ ଦର୍ଶନ ସାରି କୋଣାର୍କ ଅଭିମୂଖେ ୟାତ୍ରା ଆରମ୍ଭ କରି ସକାଳ ପ୍ରାୟ ୧୦ଟା ୪୫ରେ ରାଷ୍ଟ୍ରପତି କୋଣାର୍କରେ ପହଞ୍ଚିଥିଲେ ।

ଏହାପରେ ସାଢେ ୧୧ଟାରୁ ୧୨ ଟା ଯାଏଁ ଇଣ୍ଡିଆନ୍ ଅଏଲ ଫାଉଣ୍ଡେସନ ଟ୍ରଷ୍ଟ ବ୍ୟାଖ୍ୟାନ କେନ୍ଦ୍ର ପରିଦର୍ଶନ କରିବେ । ମଧ୍ୟାହ୍ନ ୧୨ଟାରୁ ୪ଟା ଯାଏଁ ଓଟିଡିସିର ଯାତ୍ରୀ ନିବାସରେ ବିଶ୍ରାମ ନେବା ପରେ ଅପରାହ୍ଣ ୪ଟା ୪୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବେ ବୋଲି ସୂଚନା ମିଳିଛି ।

ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନରେ ପ୍ରାୟ ୭ଟା ୧୫ରେ ରାଷ୍ଟ୍ରପତି ଦିଲ୍ଲୀରେ ପହଁଚିବା କାର୍ଯ୍ଯକ୍ରମ ରହିଛି । ରାଷ୍ଟ୍ରପତିଙ୍କ ପାଇଁ ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିଛି। ମନ୍ଦିର ଭିତରେ ଓ ବାହାରେ ସୁରକ୍ଷା ବ୍ଯବସ୍ଥା କଡ଼ାକଡ଼ି କରାଯାଇଥିବା ବେଳେ ବଡ଼ଦାଣ୍ଡରେ କଟକଣା ଜାରି କରାଯାଇଥିଲା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version