• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ବରଗଡ଼

ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ଵ ଜଳ ଦିବସ ପାଳିତ 

Proprietor Abhimanyu Maharana by Proprietor Abhimanyu Maharana
March 23, 2021
in ବରଗଡ଼, ହୋମ୍
0
ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ଵ ଜଳ ଦିବସ ପାଳିତ 
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୨୩ ମାର୍ଚ୍ଚ ମଙ୍ଗଳବାର ) ବରଗଡ଼  :-ସୋମବାର ଦିନ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ବିଶ୍ଵ ଜଳ ଦିବସ” ପାଳିତ ହୋଇଯାଇଛି । ଅଧ୍ୟକ୍ଷା ସହକାରୀ ପ୍ରଫେସର ଡକ୍ଟର କମଳ ପ୍ରଭା କପାନିଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଓଡ଼ିଆ ଅଧ୍ୟାପକ ଓ ଇକୋକ୍ଳବ୍ ର ମାର୍ଗଦର୍ଶକ ଶ୍ରୀ ସୁରେଶ କୁମାର ମାଝୀ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ୩୧ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଇକୋକ୍ଳବ୍ ଗଠିତ ହୋଇଥିବା ସେ ସୂଚନା ପ୍ରଦାନ କରିଥିଲେ । ଏହାଛଡ଼ା ପରିବେଶ ସୁରକ୍ଷା, ତାହାକୁ ନେଇ ଦେଖାଦେଉଥିବା ବିଭିନ୍ନ ସମସ୍ୟା , ତାହାର ସମାଧାନ ସମ୍ପର୍କରେ ଆଗାମୀ ଦିନରେ ସଚେତନତା ସୃଷ୍ଟି ଓ ନିଆଯିବା ନିଷ୍ପତ୍ତି ହିଁ ଇକୋକ୍ଳବ୍ ଗଠନର ମୂଳଲକ୍ଷ୍ୟ ବୋଲି ସେ ସୂଚନା ପ୍ରଦାନ କରିଥିଲେ । ଆଜି ଇକୋକ୍ଳବ୍ ତରଫରୁ “ବିଶ୍ଵ ଜଳ ଦିବସ” ପାଳନ କରାଯାଇଥିଲା । ଅଧ୍ୟକ୍ଷା ପୃଥିବୀର ବିଭିନ୍ନ ଦେଶରେ ପାନୀୟ ଜଳର ଉତ୍କଟ ଅଭାବ ଦେଖା ଦେଇ ଥିବାରୁ ଏହାର ଦୂରୀକରଣ ନିମନ୍ତେ ସମସ୍ତେ ଯତ୍ନବାନ ହେବାକୁ ପଡିବ ବୋଲି ନିଜର ମତବ୍ୟକ୍ତ କରିଥିଲେ ।

ରାଜନୀତି ବିଜ୍ଞାନ ବିଭାଗର ବରିଷ୍ଠ ଅଧ୍ୟାପକ ଶ୍ରୀ ସୁବଳ ମେହେର ଏହି ପରିପ୍ରେକ୍ଷୀରେ ଜଳ ହିଁ ଜୀବନ, ଜଳ ହିଁ ଅମୃତ । ସରକାର ଜଳ ସଂକଟ ଦୂରୀକରଣ ନିମିତ୍ତ ଅମୃତଧାରା, ସ୍ବଜଳଧାରା ଓ ପାଣି ପଞ୍ଚାୟତ ଗଠନ କରିଛନ୍ତି ବୋଲି ନିଜର ମତବ୍ୟକ୍ତ କରିଥିଲେ । ଓଡ଼ିଆ ବିଭାଗର ବରିଷ୍ଠ ଅଧ୍ୟାପକ ଡକ୍ଟର ଶେଷନ ବିଶି ଜୀବ ଜଗତ ସୃଷ୍ଟିର ମୂଳରେ ଜଳର ଅନିବାର୍ଯ୍ୟ ଆବଶ୍ୟକତା ରହିଥିଲା ଓ ରହିଛି ମଧ୍ୟ ; ପ୍ରଥମ ଜୀବକୋଷର ସୃଷ୍ଟି ମଧ୍ୟ ଏହି ଜଳରୁ ହିଁ ସୃଷ୍ଟି ହୋଇଛି ବୋଲି ସେ ସୂଚନା ପ୍ରଦାନ କରିଥିଲେ । ଉଦ୍ଭିଦ ବିଜ୍ଞାନ ବିଭାଗର ଅଧ୍ୟାପିକା ଡକ୍ଟର ସୈରେନ୍ଦ୍ରି ମହାରଣା ପରିବେଶ ସୁରକ୍ଷାର ବିଭିନ୍ନ ଦିଗ ସମ୍ପର୍କରେ ଅବଗତ କରାଇବା ସହ ଜଳର ଉପାଦେୟତା, ସଂରକ୍ଷଣ ଓ ଏହାର ସୁବିନିଯୋଗର ଅବତାରଣା କରିଥିଲେ । ଅଧ୍ୟାପକ ଶ୍ରୀ ସୁରେଶ କୁମାର ମାଝୀ ସଭାକାର୍ଯ୍ୟକୁ ପରିଚାଳନା କରିଥିବା ବେଳେ ଇତିହାସ ବିଭାଗର ବରିଷ୍ଠ ଅଧ୍ୟାପକ ଡକ୍ଟର ବିଭୂତି ଶତପଥୀ ପୂର୍ଣ୍ଣ ସହଯୋଗ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପିକା ଡକ୍ଟର ରୋଜାଲିନ ଦାସ, ଡକ୍ଟର ଅନିନ୍ଦିତା ନନ୍ଦ, ଡକ୍ଟର ସସ୍ମିତା ସାହୁ, ରୀତା ପାଣ୍ଡେ, ଦିଲରାଜ୍ ପୁଆଲା, ଡକ୍ଟର ସୈରେନ୍ଦ୍ରି ମହାରଣା, ସୁଜାତା ବେହେରା, ଏଭଲିନ୍ ନମିତା ବାଆ, ରୋଷିନୀ ତିର୍କି, ବନୁଜା ମେହେର, ବେନାଜିର ଖାତୁନ୍ , ସୁନୀତା ଭୋଇ ସମେତ ଇକୋକ୍ଳବର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ପରିଶେଷରେ ଇଂରାଜୀ ବିଭାଗର ଅଧ୍ୟାପିକା ସୁନୀତା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ । ( ରିପୋର୍ଟ  – ସତ୍ୟ ନାରାୟଣ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

March 15, 2026
ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

March 15, 2026
ସ୍ବର୍ଗତ ମହେଶ୍ୱର ସାହୁଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ସ୍ବର୍ଗତ ମହେଶ୍ୱର ସାହୁଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

March 15, 2026
Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

ସୁସ୍ଥ ଭବିଷ୍ୟତ ପାଇଁ ଭୁବନେଶ୍ୱରରେ ‘ଏସ୍‌ବିଆଇ ଗ୍ରୀନ୍ ମାରାଥନ୍ ସିଜନ୍–୬’

March 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

March 15, 2026
ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version