• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୃସିଂନାଥରେ ବିଜେପି ମଣ୍ତଳ ସ୍ତରୀୟ ପ୍ରଶିକ୍ଷଣ ଶିବିର – ପଦ୍ମପୁର 

Proprietor Abhimanyu Maharana by Proprietor Abhimanyu Maharana
March 23, 2021
in ଓଡ଼ିଶା, ବରଗଡ଼, ହୋମ୍
0
ନୃସିଂନାଥରେ ବିଜେପି ମଣ୍ତଳ ସ୍ତରୀୟ ପ୍ରଶିକ୍ଷଣ ଶିବିର – ପଦ୍ମପୁର 
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୨୩ ମାର୍ଚ୍ଚ ମଙ୍ଗଳ ବାର ) ପଦ୍ମପୁର :- ଆଜି ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂନାଥ ପୀଠ ଠାରେ ଭାରତୀୟ ଜନତା ପାର୍ଟି ପାଇକମାଲ ମଣ୍ତଳ,ଲଖମରା ମଣ୍ତଳ,ମାଣ୍ଡୋସିଲ ମଣ୍ତଳ ର ବରିଷ୍ଠ ସଦସ୍ୟ ମାନଙ୍କର ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା। ବରଗଡ ଜିଲ୍ଲା ଉପ ସଭାପତି ସରୋଜ କୁମାର ସାମଲଙ୍କ ସଭାପତିତ୍ବ ଅନୁଷ୍ଠିତ ହୋଇଥିଲା । ଉକ୍ତ ପ୍ରଶିକ୍ଷଣ ଶିବିର ଉଦଘାଟନୀ ସଭାରେ ପଦ୍ମପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜେପି କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ପ୍ରଦୀପ ପୁରୋହିତ ସ୍ବାଗତ ଭାଷଣ ଦେଇ କାର୍ଯ୍ଯକର୍ତ୍ତାଙ୍କୁ ପରମ ବୈଭବଶାଳୀ ଭାରତ ଗଠନରେ ସମସ୍ତ ଯୋଗଦାନ ପାଇଁ ଆହ୍ବାନ ଦେଇଥିଲେ । ମୋଦିଜୀଙ୍କ ନେତୃତ୍ବ ରେ ଆମ ଦେଶ ଏବେ ବିକାଶର ରାସ୍ତାରେ ଦ୍ରୁତ ଗତିରେ ଆଗକୁ ବଢି ଚାଲିଛି ।

ଭାରତକୁ ବିଶ୍ବ ଗୁରୁର ଆସନରେ ବସାଇବାର ଲକ୍ଷ ଆଉ ଦୂର ନୁହଁ । ଏଣୁ ଆମ ସମସ୍ତଙ୍କ ସଂକଳ୍ପିତ ଯୋଗଦାନ ର ଆବଶ୍ୟକ । ସଭାରେ ଭାରତୀୟ ଜନତା ପାର୍ଟି ର ମୂଳ ନୀତି ଆଦର୍ଶ ଭାବନା ଏବଂ ଚିନ୍ତାଧାରା ସହ ଅନ୍ୟାନ୍ୟ ବିଭିନ୍ନ ସୂତ୍ର ଉପରେ ଆଲୋଚନା ହେବା ସହ, ଭାରତର ଯସସ୍ୱି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି ଙ୍କର ବିଭିନ୍ନ ଜନ କଲ୍ୟାଣ କରି ଏବଂ ଜନ ହିତକାରୀ ଯୋଜନା ମାନଙ୍କ ବିଷୟରେ ଜନ ସାଧାରଣ ଙ୍କୁ ସଚେତନ ସହ ସମସ୍ତଙ୍କ ପାଖକୁ ପହଞ୍ଚିବେ ବୋଲି ଏହି ସଭାରେ ମତ ପ୍ରକାଶ ପାଇଥିଲା ।

ପ୍ରଶିକ୍ଷଣ ଶିବିର ରେ ବରଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀମତୀ ମୁକ୍ତା ସାହୁ,ବୋଡାସମ୍ବର ବ୍ଲକ ଅଧ୍ୟକ୍ଷ କୁମରମଣି ନାଏକ,ରାଜ୍ଯ ଯୁବ ମୋର୍ଚ୍ଚା ସଂପାଦକ ପ୍ରୀତେଶ ବହିଦାର,ଜିଲ୍ଲା ସାଧାରଣ ସମ୍ପାଦକ ସରୋଜ ପାଣିଗ୍ରାହୀ,ବରଗଡ ଜିଲ୍ଲା ପୂର୍ବତନ ସାଧାରଣ ସମ୍ପାଦକ ଗୋବର୍ଦ୍ଧନ ଅଗ୍ରୱାଲ,ବରିଷ୍ଠ ନେତା ବଳରାମ ସାହୁ,ପାଇକମାଲ ଜିଲ୍ଲା ପରିଷଦ ସଦସ୍ଯା ଶ୍ରୀମତୀ ରମିଲା ଲୁହାର,ପାଇକମାଲ ମଣ୍ତଳ ସଭାପତି କୈଳାସ ଦିଶାରୀ,ମାଣ୍ଡୋସିଲ ମଣ୍ତଳ ସଭାପତି ସଞୀୟ ବେହେରା,ଲଖମରା ମଣ୍ତଳ ସଭାପତି ଭୀଷ୍ମଦେବ ସାହୁଙ୍କ ସମେତ ପାର୍ଟି ର ବରିଷ୍ଠ କର୍ମୀ ମାନେ ଉପସ୍ଥିତ ରହି ଶପଥ ଗ୍ରହଣ କରିଥିଲେ । ପ୍ରଶିକ୍ଷଣ ଶିବି ସମାରୋହ ଉତ୍ସବରେ ଝାରବନ୍ଧ ମଣ୍ତଳ ଜିଲ୍ଲା ପ୍ରତିନିଧି ଡା ଲମ୍ବୋଦର ପଣ୍ତା ଧନ୍ୟବାଦ ଅର୍ପଣ କରିଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

March 15, 2026
ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

March 15, 2026
ସ୍ବର୍ଗତ ମହେଶ୍ୱର ସାହୁଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ସ୍ବର୍ଗତ ମହେଶ୍ୱର ସାହୁଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

March 15, 2026
Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

ସୁସ୍ଥ ଭବିଷ୍ୟତ ପାଇଁ ଭୁବନେଶ୍ୱରରେ ‘ଏସ୍‌ବିଆଇ ଗ୍ରୀନ୍ ମାରାଥନ୍ ସିଜନ୍–୬’

March 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

March 15, 2026
ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version