• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଡ଼ି ବସିଲା ସ୍ପେଶାଲ୍ ସ୍କ୍ବାର୍ଡ ବନ୍ଧୁକ ସହିତ ୪ ସନ୍ଦିଗ୍ଧ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
March 23, 2021
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମାଡ଼ି ବସିଲା ସ୍ପେଶାଲ୍ ସ୍କ୍ବାର୍ଡ ବନ୍ଧୁକ ସହିତ ୪ ସନ୍ଦିଗ୍ଧ ଗିରଫ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୨୩ ମାର୍ଚ୍ଚ ମଙ୍ଗଳବାର ) ବାରିପଦା :- ଆଜି ସନ୍ଧ୍ୟାରେ ବାରିପଦା ସହରର ଏକ ହୋଟେଲ୍‌ରୁ ବନ୍ଧୁକ ସହିତ ୪ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରିଛି ଟାଉନ୍ ଥାନା ପୁଲିସ । ଏମାନେ ଆଜି ଦିନ ପ୍ରାୟ ଅଢ଼େଇଟା ବେଳେ ଆସି ବାରିପଦାରେ ପହଞ୍ଚିଥିଲେ । ପରେ ଏକ ଗାଡି ମଧ୍ୟ ଭଡ଼ାରେ ନେଇଥିଲେ । ତେବେ ବାରିପଦା ଟାଉନ୍ ଥାନା ସ୍ପେଶାଲ୍ ସ୍କ୍ବାର୍ଡ ଏସମ୍ପର୍କରେ ସୂଚନା ପାଇ ଅପରେସନ୍ ଆରମ୍ଭ କରିଥିଲା । ହୋଟେଲ୍ ରୁମ୍‌ରେ ଥିବା ବେଳେ ପୁଲିସ୍ ହାତରେ ଧରାପଡ଼ିଥିଲେ ଏହି ୪ଜଣ ସନ୍ଦିଗ୍ଧ । ପାଖରେ ବନ୍ଧୁକ ରଖିଥିବାରୁ ଏମାନଙ୍କ ଉପରେ ପୁଲିସର ସନ୍ଦେହ ବଢ଼ିଥିଲା ।

ଗିରଫ ବ୍ୟକ୍ତି ମାନେ ହେଲେ ଗଞ୍ଜାମ ଜିଲ୍ଲା ବରହମ୍ପୁର ସଦର ଥାନା ଅନ୍ତର୍ଗତ ସାତପାହୁଣ୍ଡିଆ ଗ୍ରାମର କେ ଯୁଧିଷ୍ଟିର ରେଡ୍ଡୀ(୪୨), ଭୁବନେଶ୍ବର ନୟାପଲ୍ଲୀ ଥାନା ଅନ୍ତର୍ଗତ ଆଇଆରସି ଭିଲେଜ୍ ପ୍ଲଟ୍ ନଂ-୦୩/୪୫୩ର ତପନ ରଞ୍ଜନ ସାହୁ(୪୨), ନୟାପଲ୍ଲୀ ପ୍ଲଟ୍ ନଂ-୦୬/୧୨୪ର ଶୁଭଦୀପ ଶତପଥୀ(୩୪) ଏବଂ କଟକ ଜିଲ୍ଲା ନିଆଳି ଥାନା ତିହୁଡ଼ି ଅଞ୍ଚଳର ପ୍ରଦୀପ୍ତ ସାହୁ(୩୬) । ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଥିବାରୁ ଏମାନେ କୌଣସି ଅପରାଧମୂଳକ କାର୍ଯ୍ୟ କରିବା ଉଦ୍ଦେଶ୍ୟରେ ବାରିପଦା ଆସିଥିବା ପୁଲିସ ସନ୍ଦେହ କରୁଛି । ତେବେ ଜବତ ବନ୍ଧୁକ ଦେଶୀ ବୋଲି ଜଣାପଡ଼ିଛି । ତେଣୁ ବନ୍ଧୁକ ଦେଖାଇ ଡକାୟତି ଯୋଜନାରେ ଆସିଥିବା ପୁଲିସ ପକ୍ଷରୁ ପ୍ରକାଶ  ( ଦୀପ୍ତିମାନ ପତି , ମୟୂରଭଞ୍ଜ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

June 11, 2026
ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

June 11, 2026
ଚଳନ୍ତା ଟ୍ରାକ୍ଟର ରୁ ଖସି ନାବାଳକ ର ମୃତ୍ୟୁ

ଚଳନ୍ତା ଟ୍ରାକ୍ଟର ରୁ ଖସି ନାବାଳକ ର ମୃତ୍ୟୁ

June 10, 2026
କନ୍ଧମାଳ ଜିଲ୍ଲାର ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

କନ୍ଧମାଳ ଜିଲ୍ଲାର ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

June 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

June 11, 2026
ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version