• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଜଗତସିଂହପୁର ସଦର ଥାନା ଏସଆଇ ବିଶ୍ଵଜିତ ଗଡନାୟକ ଭିଜିଲାନ୍ସ ଦ୍ବାରା ଗିରଫ : ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ

Proprietor Abhimanyu Maharana by Proprietor Abhimanyu Maharana
March 24, 2021
in ଅପରାଧ, ଓଡ଼ିଶା, ଜଗତସିଂହପୁର, ହୋମ୍
0
ଜଗତସିଂହପୁର ସଦର ଥାନା ଏସଆଇ ବିଶ୍ଵଜିତ ଗଡନାୟକ ଭିଜିଲାନ୍ସ ଦ୍ବାରା ଗିରଫ : ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୨୪ ମାର୍ଚ୍ଚ ବୁଧବାର ) ଜଗତସିଂହପୁର :-  ଜଗତସିଂହପୁର ସଦର ଥାନା ଏସଆଇ ବିଶ୍ଵଜିତ ଗଡନାୟକ ଭିଜିଲାନ୍ସ ଦ୍ବାରା ଗିରଫ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି । କଟକ ଭିଜିଲାନ୍ସ ଟିମ୍ ଜଗତସିଂହପୁର ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, କଟକ ସ୍ଥିତ ପୁରୁଣା କଚେରାମାଳ ସାହିର ପ୍ରୀତମ ମହାନ୍ତି ନାମକ ଜନୈକ ବ୍ୟକ୍ତିଙ୍କ କଟକରେ ଥିବା ଏକ ଫର୍ଣ୍ଣିଚର ଦୋକାନରେ ଜଗତସିଂହପୁର ବଡ ଲହଙ୍ଗା ଗାଁର ସୁରେନ୍ଦ୍ର ବାରିକ ସେଲସମ୍ୟାନ ଭାବେ କାମ କରୁଥିଲେ ।

ସୁରେନ୍ଦ୍ର ଏଠାରେ କାମ କରୁଥିବା ବେଳେ ଦୋକାନରୁ ବିଭିନ୍ନ ଉପାୟରେ ୧୮ଲକ୍ଷ ଟଙ୍କା ଠକେଇ କରି ଫେରାର ହୋଇଯାଇଥିଲେ । ତେବେ ପରେ ଜଗତସିଂହପୁର ପୋଲିସ ହସ୍ତକ୍ଷେପ ପରେ ସୁରେନ୍ଦ୍ର ୬ଲକ୍ଷ ଟଙ୍କା ଫେରସ୍ତ କରିଥିଲେ ମଧ୍ୟ ଅବଶିଷ୍ଟ ଟଙ୍କା ନଦେଇ ପ୍ରୀତମଙ୍କୁ ଓଲଟା ମାଡ ମାରିଥିଲେ । ଫଳରେ ପ୍ରୀତମ ଜଗତସିଂହପୁର ପୋଲିସର ଆଶ୍ରୟ ନେବା ସହ ଏ ବାବଦରେ ଏତଲା ଦେଇଥିଲେ । ଅବଶିଷ୍ଟ ଟଙ୍କା ଆଦାୟ କରିଦେବା ପାଇଁ ପ୍ରତିଶ୍ରୁତି ଦେଇ ଏସଆଇ ବିଶ୍ବଜିତ୍ ଗଡ଼ନାୟକ ପ୍ରୀତମ ମହାନ୍ତିଙ୍କଠାରୁ ୩ ଲକ୍ଷ ଟଙ୍କା ଲାଞ୍ଚ ଦାବି କରିଥିଲେ। ଏ ନେଇ ପ୍ରୀତମ୍ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ।

ଯୋଜନା ମୁତାବକ ଜଗତସିଂହପୁର ଥାନା ଏସଆଇ ବିଶ୍ବଜିତ୍ ଗଡନାୟକ କଟକ-ମାଛଗାଁ ରାସ୍ତା କନ୍ଦରପୁର ବଜାରରେ ପହଞ୍ଚି ୫୦ ହଜାର ଟଙ୍କା ଲାଞ୍ଚ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ସମ୍ପୃକ୍ତ ଏସଆଇଙ୍କଠାରୁ ଭିଜିଲାନ୍ସ କର୍ତ୍ତୃପକ୍ଷ ଟଙ୍କା ଜବତ କରିବା ସହିତ ତାଙ୍କୁ ଗିରଫ କରି ଅଧିକ ତଦନ୍ତ ଚଳାଇଛନ୍ତି ।(ଜଗତସିଂହପୁର,ଏରସମା ରିପୋର୍ଟ /ରଶ୍ମି ରଂଜନ ଖୁଣ୍ଟିଆ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026
ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
ଗାଁରେ କଙ୍ଗାରୁ କୋର୍ଟ : ବୁଲୁଛି ଖଟ, ନଖ ଦର୍ପଣ କରେ ଚୋର ଚିହ୍ନଟ, ବିଧବା ମହିଳାଙ୍କ ଉପରେ ଛାଟ

ଗାଁରେ କଙ୍ଗାରୁ କୋର୍ଟ : ବୁଲୁଛି ଖଟ, ନଖ ଦର୍ପଣ କରେ ଚୋର ଚିହ୍ନଟ, ବିଧବା ମହିଳାଙ୍କ ଉପରେ ଛାଟ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version