• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରିୟଦର୍ଶୀ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଂଟ ତୃତୀୟ କ୍ୱାଟର ଫାଇନାଲ ମ୍ୟାଚରେ ; ଆସିକା ଅମରନାଥ କ୍ରିକେଟ କ୍ଳବ ୩୩ ରନରେ ବିଜୟୀ

Proprietor Abhimanyu Maharana by Proprietor Abhimanyu Maharana
March 24, 2021
in ଓଡ଼ିଶା, କ୍ରୀଡ଼ା, ଗଞ୍ଜାମ, ହୋମ୍
0
ପ୍ରିୟଦର୍ଶୀ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଂଟ ତୃତୀୟ କ୍ୱାଟର ଫାଇନାଲ ମ୍ୟାଚରେ ; ଆସିକା ଅମରନାଥ କ୍ରିକେଟ କ୍ଳବ ୩୩ ରନରେ ବିଜୟୀ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୨୪ ମାର୍ଚ୍ଚ ବୁଧବାର ) ହିଞ୍ଜିଳିକାଟୁ  :- ହିଞ୍ଜିଳିକାଟୁ ପୌରାଂଚଳ ମିନି ଷ୍ଟାଡ଼ିୟମ ପରିସରରେ ଆୟୋଜିତ ପ୍ରିୟଦର୍ଶୀ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଂଟର ତୃତୀୟ କ୍ୱାଟର ଫାଇନାଲ ମ୍ୟାଚ ବୁଧବାର ସପୋଟିଙ୍ଗ ଷ୍ଟାର କ୍ରିକେଟ କ୍ଳବ, ପାଇକରାୟପୁର (ପୁରୀ) ସହ ଅମରନାଥ କ୍ରିକେଟ କ୍ଳବ, ଆସିକା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଟସ୍‌ ଜିତି ଆସିକା ଦଳ ପ୍ରଥମେ ବ୍ୟାଟିଂ କରିବା ପାଇଁ ନିଷ୍ପତି ନେଇ ନିର୍ଦ୍ଧାରିତ ୨୦ ଓଭରରେ ୭ଗୋଟି ମୂଲ୍ୟବାନ ୱିକେଟ ହରାଇ ୧୯୨ ରନ ସଂଗ୍ରହ କରିଥିଲେ । ଦଳ ପକ୍ଷରୁ ରିତେଶ ୧୯ ବଲରୁ ୬ଟି ଚୌକା ଓ ୨ଟି ବିଶାଳ ଛକା , ଗଗନ ୨୯ଟି ବଲରୁ ୫ଟି ଚୌକା ଓ ଗୋଟିଏ ବିଶାଳ ଛକା ,ସହାୟତାରେ ୩୫ରନ୍ ସଂଗ୍ରହ କରିଥିଲେ । ଜବାବରେ ପାଇକରାୟପୁର ଦଳ ୧୯.୪ ଓଭରରେ ସମସ୍ତ ୱିକେଟ ହରାଇ ୧୫୯ ରନ୍ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲେ ।

ଫଳରେ ଅମରନାଥ କ୍ରିକେଟ କ୍ଳବ, ଆସିକା ୩୩ ରନରେ ବିଜୟ ଲାଭ କରିଥିଲା । ଆସିକା ଦଳ ପକ୍ଷରୁ ନାରାୟଣ ୧୬ ବଲରୁ ୩୩ ରନ ସଂଗ୍ରହ କରିବା ସହ ୩ଟି ମୂଲ୍ୟବାନ ୱିକେଟ ହାସଲ କରିଥିବାରୁ ତାଙ୍କୁ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ଘୋଷଣା କରାଯାଇଥିଲା । ଅତିଥି ଭାବେ ପୋଚିଲିମା ସ୍ଥିତି ଖାମ୍ବେୟାଦୋରା କନିଷ୍ଠ ମହାବିଦ୍ୟାଳୟର ଗଣିତ ଅଧ୍ୟାପକ ନିଳାଂଚଳ ପାଣିଗ୍ରାହୀ ଯୋଗଦେଇ ନାରାୟଣଙ୍କୁ ମ୍ୟାନ୍‌ ଅଫ୍ ଦି ମ୍ୟାଚ୍ ଭାବେ ପୁରସ୍କୃତ କରିଥିଲେ । ଅମୁଲ୍ୟ କୁମାର ପଣ୍ଡା ଓ ଅନିଲ ପ୍ରଧାନ ଆମ୍ପାୟର ଦାୟିତ୍ୱ କରିଥିବା ବେଳେ ସ୍କୋରର ଥିଲେ ଆଦିତ୍ୟ ସାହୁ । ରଜତ କୁମାର ପ୍ରଧାନ ଧାରା ବିବରଣୀ ପ୍ରଦାନ କରିଥିଲେ । ମିଟୁ ଜେନା, ଅଶୋକ ପରିଡ଼ା, ଜଗନ ଡ଼ାକୁଆ, ସଚିନ ସେଠି, ବଂଟି ପୃଷ୍ଟି, ପ୍ରଭାତ ପାଣିଗ୍ରାହୀ, ତପନ ବେହେରା, ପ୍ରଶାନ୍ତ ପ୍ରଧାନ ପରିଚାଳନା କରିଥିବା ବେଳେ ଆୟୋଜକ ଇଗଲ କ୍ରିକେଟ ଟିମର ସଦସ୍ୟ ସହଯୋଗ କରିଥିଲେ । ଗୁରୁବାର ଚତୁର୍ଥ କ୍ୱାଟର ଫାଇନାଲ ମ୍ୟାଚ ଇଗଲ କ୍ରିକେଟ କ୍ଳବ, ହିଞ୍ଜିଳିକାଟୁ ସହ ଗ୍ୟାଲେକ୍ସି ଏକାଦଶ କ୍ରିକେଟ କ୍ଳବ, ମୁଣ୍ଡମରାଇ ମଧ୍ୟରେ ଅନୁଷ୍ଠିତ ହେବ । ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026
ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version