• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିଳ୍ପମନ୍ତ୍ରୀଙ୍କ କଳିଙ୍ଗ ଷ୍ଟୁଡିଓର ପୁନଃବିକାଶ କାର୍ଯ୍ୟ ସମୀକ୍ଷା : ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବ ଶିଳାନ୍ୟାସ

Proprietor Abhimanyu Maharana by Proprietor Abhimanyu Maharana
March 25, 2021
in ଓଡ଼ିଶା, ମହାନଗର, ହୋମ୍
0
ଶିଳ୍ପମନ୍ତ୍ରୀଙ୍କ କଳିଙ୍ଗ ଷ୍ଟୁଡିଓର ପୁନଃବିକାଶ କାର୍ଯ୍ୟ ସମୀକ୍ଷା : ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବ ଶିଳାନ୍ୟାସ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୨୫ ମାର୍ଚ୍ଚ ଗୁରୁବାର ) ଭୁବନେଶ୍ୱର :- ଶିଳ୍ପ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଆଜି ସନ୍ଧ୍ୟାରେ ବରିଷ୍ଠ ଅଧିକାରୀଙ୍କ ଗହଣରେ ଆସି ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି । କଳିଙ୍ଗ ଷ୍ଟୁଡିଓର ପୁନଃବିକାଶ କାର୍ଯ୍ୟକୁ ଆସନ୍ତାକାଲି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରିବେ । ଏହି ଷ୍ଟୁଡିଓକୁ ବିଶ୍ୱସ୍ତରୀୟ ଷ୍ଟୁଡିଓ ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାର ୨୦୦ କୋଟି ଅର୍ଥ ମଞ୍ଜୁର କରିଛନ୍ତି । ଶିଳାନ୍ୟାସ କାର୍ଯ୍ୟକ୍ରମରେ କେବଳ ସୀମିତ ସଂଖ୍ୟକ ସିନେ କଳାକାର ଓ ସିନେଜଗତ ସହ ଜଡ଼ିତ ବ୍ୟକ୍ତିବିଶେଷଙ୍କୁ ନିମନ୍ତ୍ରଣ କରାଯାଇଛି । କୋଭିଡ୍‌ ନିୟମ ଅନୁ ପାଳନ ପୂର୍ବକ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ ।

ଏଥି ସହିତ ଷ୍ଟୁଡିଓକୁ ନେଇ କରାଯାଇଥିବା ପରିକଳ୍ପନାର ନକ୍ସାକୁ ମଡେଲ୍‌ ଭାବରେ ମୁଖ୍ୟମନ୍ତ୍ରୀଙ୍କ ଆଗରେ ପ୍ରଦର୍ଶନ କରାଯିବ । କାର୍ଯ୍ୟର ଅଗ୍ରଗତି ସଂ ପର୍କରେ ସମୀକ୍ଷା କରି ମନ୍ତ୍ରୀ କ୍ୟା ପ୍‌ଟେନ୍‌ ମିଶ୍ର ସନ୍ତୋଷ ପ୍ରକାଶ କରିଥିଲେ । ଏହି ସମୀକ୍ଷା ବେଳେ ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ଇଡ୍‌କୋର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସଂଜୟ କୁମାର ସିଂହ, ଇ ପିକଲର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ନିତିନ ଭାନୁଦାସ ଜାଓ୍ୱଲେ ଓ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ ଶ୍ରୀ କୁନା ତ୍ରୀପାଠୀ ଓ ନିଗମର ଅନ୍ୟାନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version