• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜା ମଧୁସୂଦନ ଦେବ ଡ଼ିଗ୍ରୀ କଲେଜ ଓଡ଼ିଆ ବିଭାଗର ସପ୍ତମ ବାର୍ଷିକ ପାଠଚକ୍ର

Proprietor Abhimanyu Maharana by Proprietor Abhimanyu Maharana
February 15, 2020
in Uncategorized, ଓଡ଼ିଶା, ହୋମ୍
0
ରାଜା ମଧୁସୂଦନ ଦେବ ଡ଼ିଗ୍ରୀ କଲେଜ ଓଡ଼ିଆ ବିଭାଗର ସପ୍ତମ ବାର୍ଷିକ ପାଠଚକ୍ର
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର 15.2.2020 :- ରାଜା ମଧୁସୂଦନ ଦେବ ଡ଼ିଗ୍ରୀ କଲେଜ, ଓଡ଼ିଆ ବିଭାଗର ସପ୍ତମ ବାର୍ଷିକ ପାଠଚକ୍ର କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ପାଠଚକ୍ରକୁ ଆନୁଷ୍ଠାନିକ ଭାବେ ପ୍ରଦୀପ ପଜ୍ଜ୍ୱଳନ ସହିତ ପୁଲୱାମାରେ ଶହୀଦ ହୋଇଥିବା ସହୀଦମାନଙ୍କ ପାଇଁ ନୀରବ ପ୍ରାର୍ଥନାରୁ ଆରମ୍ଭ ହୋଇଥିଲା । ଏହି ପାଠଚକ୍ରରେ ବିଶିଷ୍ଟ କବି ଶଙ୍କର ପରିଡ଼ା ମୁଖ୍ୟ ଅତିଥି, ଡ. ସୁନୀତା ମୁଣ୍ଡ ମୁଖ୍ୟବକ୍ତା ଓ ଡ. ରଶ୍ମୀ କର ଅତିଥି ବକ୍ତା ଭାବରେ ଯୋଗ ଦେଇଥିଲେ ।

ଭାଲୋଇନ୍ ଦିବସରେ ପିଲାମାନଙ୍କୁ ଶିକ୍ଷା ଓ କବିତା ମାଧ୍ୟମରେ ବାନ୍ଧି ରଖି ପ୍ରାୟ ନଅଜଣ ଛାତ୍ରଛାତ୍ରୀ ପ୍ରବନ୍ଧ ପାଠ କରିଥିଲେ । ତିନିଜଣ ଛାତ୍ରୀ ବିଷ୍ଣୁପ୍ରିୟା ଷଡ଼ଙ୍ଗୀ, ସ୍ମୃତିରେଖା ଏବଂ ବର୍ଷା ପ୍ରିୟଦର୍ଶିନୀ ସ୍ୱାଇଁଙ୍କୁ ପ୍ରବନ୍ଧ ପାଠ ପାଇଁ ପୁରସ୍କୃତ କରାଯାଇଛି । ଏହି ପାଠଚକ୍ରରେ ମୁଖ୍ୟ ଅତିଥି ବିଶିଷ୍ଟ କବି ଶଙ୍କର ପରିଡ଼ା ଆଧୁନିକ ଓ ପୁରାତନର ଏକ ଅପୂର୍ବ ମିଳନକୁ ସାବ୍ୟସ୍ତ କରିଥିଲେ । କବି ଓ କବିତା ମାଧ୍ୟମରେ ସାହିତ୍ୟ ପାଇଁ ପ୍ରେରଣା ଦେଇଥିଲେ । ମୁଖ୍ୟ ବକ୍ତା ଡ. ସୁନୀତା ମୁଣ୍ଡ ସ୍ରଷ୍ଟା, ସୃଷ୍ଟି ଓ ସୃଜନ ପାଇଁ ଲେଖାଲେଖିରେ ଆଗ୍ରହ ଜନ୍ମାଇବା ସହିତ କବିତା ପାଠ କରି ପିଲାମାନଙ୍କର ଆଗ୍ରହକୁ ପ୍ରଗତିପଥରେ ନେବାର ଚେଷ୍ଟା କରିଥିଲେ ।

ସ୧ାନିତ ଅତିଥି ଡ. ରଶ୍ମୀ କର ପିଲାମାନଙ୍କୁ ସଂସ୍କୃତ ଓ ଓଡ଼ିଆ ସାହିତ୍ୟର ପାଠ ସହିତ ସାହିତ୍ୟ ପାଇଁ ମାର୍ଗଦର୍ଶନର ପଥ ଦେଖାଇଥିଲେ । କଲେଜର ଅଧ୍ୟକ୍ଷ ତାଙ୍କର ଅଭିଭାଷଣରେ ଓଡ଼ିଆ ବିଭାଗ ପାଠଚକ୍ରକୁ ସମ୍ବୋଧନ କରି ବିଭାଗ ଉନ୍ନତି ଦେଖାଯାଉଛି ବୋଲି କହିଥିଲେ । ବିଭାଗର ଅଧ୍ୟାପିକା ଡ. ସ୍ୱର୍ଣ୍ଣପ୍ରଭା ଦାଶ ପାଠଚକ୍ରକୁ ସଂଯୋଜନା କରିଥିଲେ । ଓଡ଼ିଆ ବିଭାଗର ମୁଖ୍ୟ ଡ. ରମେଶ ବେହେରା ପାଠଚକ୍ରରେ ଅଧ୍ୟକ୍ଷତା କରି ପିଲାମାନଙ୍କର ସୃଜନଶୀଳତାର ବିକାଶ ପାଇଁ ପାଠଚକ୍ର ଏକ ବଡ଼ ମାଧ୍ୟମ ବୋଲି କହିଥିଲେ । ଆଧୁନିକ କବିତାର ଦିଗ-ଦିଗନ୍ତ ଉପରେ ସମସ୍ତଙ୍କର ପ୍ରବନ୍ଧ ଖୁବ୍ ଭଲ ହୋଇଥିବାର ପ୍ରେରଣା ଦେଇଥିଲେ । ଦ୍ୱିତୀୟ ପର୍ଯ୍ୟାୟରେ ପିଲାମାନେ ଓ ଅଧ୍ୟାପକ ଅଧ୍ୟାପିକାମାନେ କବିତା ପାଠ କରିଥିଲେ ।

ଏହି କବିତା ପାଠକୁ ବିଭାଗର ମୁଖ୍ୟ ଅଧ୍ୟାପକ ଡ. ରମେଶ ଚନ୍ଦ୍ର ବେହେରା ସଂଯୋଜନା କରିଥିଲେ । ବିଷ୍ଣୁପ୍ରିୟା ଷଡ଼ଙ୍ଗୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ଶୁଭାଙ୍ଗୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ପାଠଚକ୍ରକୁ ଶିବାଶିଷ ଦାସ, ମିଲେନିୟମ ଦାସ, ବର୍ଷା ଶୁଭସ୍ମିତା, ସାଗରିକା, ବାସନ୍ତୀ, ସ୍ୱାତୀ ସ୍ୱାଗତିକା, ଦୀପା, ବେବିନା, ସ୍ମୃତିରେଖା, ସୁନିତା, ସରୋଜିନୀ, ସୋନାଲି ପ୍ରମୁଖ ସହଯୋଗ କରିବା ସହିତ ବିଭାଗର ସବୁ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକାମାନେ ଯୋଗଦାନ କରି ପାଠଚକ୍ରକୁ ସଫଳ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

March 7, 2026
ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

March 7, 2026
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

March 7, 2026
ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version